ଓସିବିଏର ପ୍ରଥମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୨୩।୭।:ଓଡ଼ିଶା କଷ୍ଟମ୍ସ ବ୍ରୋକର୍ସ ଆସୋସିଏସନ (ଓସିବିଏ)ର ପ୍ରଥମ ପ୍ରତିଷ୍ଠା ଦିବସ ଶନିବାର ଭୁବନେଶ୍ୱର ନିକଟସ୍ଥ ଗଣ୍ଡମୁଣ୍ଡା ବିବେକାନନ୍ଦ ଅଡିଟୋରିୟମଠାରେ ପାଳିତ ହୋଇଯାଇଛି। କେନ୍ଦ୍ର ବୈଦେଶିକ ବାଣିଜ୍ୟ ନିର୍ଦ୍ଦେଶାଳୟର ମହାନିର୍ଦ୍ଦେଶକ ସନ୍ତୋଷ କୁମାର ଷଡ଼ଙ୍ଗୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ଅନ୍ତର୍ଜାତୀୟ କଷ୍ଟମ୍ସ ବ୍ରୋକର୍ସ ଆସୋସିଏସନର ସଭାପତି ଶଙ୍କର.ପି.ସିନ୍ଧେ ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ। ସେହିଭଳି ଶାଶ୍ୱତ ମିଶ୍ର, ପ୍ରମୁଖ ସଚିବ,ଏମ୍‌ଏସ୍‌ଏମ୍‌ଇ ବିଭାଗ ଓଡ଼ିଶା ସରକାର, ସତେନ୍ଦ୍ର କୁମାର ସିଂହ, ମୁଖ୍ୟ କମିଶନର ଜିଏସ୍‌ଟି, ସିଏକ୍ସ ଏବଂ କଷ୍ଟମ ଭୁବନେଶ୍ୱର, ମାଧବ ଚନ୍ଦ୍ର ମିଶ୍ର କମିଶନର କଷ୍ଟମ ବିଭାଗ,ଭୁବନେଶ୍ୱର, ପି.ଏଲ୍‌.ହାରାନ୍ଧ ଚେୟାରମ୍ୟାନ୍‌ ପାରାଦୀପ ପୋର୍ଟ ଟ୍ରଷ୍ଟ ଅଥରିଟି ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ବିଶେଷକରି ରାଜ୍ୟରେ ଗଢ଼ି ଉଠିଥିବା ୩ଟି ପୋର୍ଟ, ୩ଟି ଆଇଡିସିକୁ ନେଇ ଗଠନ କରାଯାଇଥିବା ଓସିବିଏର ମହତ୍‌ ଉଦ୍ଦେଶ୍ୟକୁ ପରିବ୍ୟାପ୍ତକରି ରାଜ୍ୟ ଓ ଦେଶର ସ୍ବାର୍ଥ ପାଇଁ କରାଯାଇଥିବା ଉଦ୍ୟମକୁ ଅତିଥିମାନେ ଭୂୟସୀ ପ୍ରଂଶସା କରିଥିଲେ। ସେହିଭଳି ଓଡ଼ିଶା କଷ୍ଟମ୍ସ ବ୍ରୋକର୍ସ ଆସୋସିଏସନ କିପରି ନିଜର କଳେବର ବୃଦ୍ଧିକରି ରାଜ୍ୟରେ ଚାଲିଥିବା ରପ୍ତାନି ଓ ଆମଦାନୀ କାରବାରକୁ ଅନ୍ତର୍ଜାତୀୟ ସ୍ତରରେ ପହଞ୍ଚାଇପାରିବ ସେ ସମ୍ପର୍କରେ ଅତିଥିମାନେ ବିସ୍ତୃତ ଭାବେ ଆଲୋକପାତ କରିଥିଲେ। ଅପରପକ୍ଷରେ କଷ୍ଟମ୍ସ ବ୍ରୋକର୍ସ ଆସୋସିଏସନର ମୁଖ୍ୟ ଲକ୍ଷ୍ୟ ରାଜ୍ୟ କିପରି ନିଯୁକ୍ତି ଏବଂ ଅର୍ଥନୈତିକ ବିକାଶ କ୍ଷେତ୍ରରେ ଅଗ୍ରସର କରିପାରିବ। ଓଡ଼ିଶା କଷ୍ଟମ୍‌ସ୍‌ ବ୍ରୋକର୍ସ ଆସୋସିଏସନର ଏପରି ମହତ୍‌ ଉଦ୍ଦେଶ୍ୟକୁ ସ୍ବାଗତ ଜଣାଇଥିଲେ। ଓଡ଼ିଶା କଷ୍ଟମ୍ସ ବ୍ରୋକର୍ସ ଆସୋସିଏସନର ସଭାପତି ସଚ୍ଚିଦାନନ୍ଦ ପଟ୍ଟନାୟକ ଉକ୍ତ ସଭା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri