Posted inଜାତୀୟ

ଉଦୟପୁରରେ ପ୍ରଥମ ଜି୨୦ ଶେର୍ପା ବୈଠକ

ନୂଆଦିଲ୍ଲୀ,୫।୧୨ : ଭାରତ ଅଧ୍ୟକ୍ଷତାରେ ଜି୨୦ ଶେର୍ପା ବୈଠକ ରବିବାର ରାଜସ୍ଥାନର ଉଦୟପୁରରେ ଆରମ୍ଭ ହୋଇଛି। ଆସନ୍ତା ବର୍ଷ ସେପ୍ଟେମ୍ବରରେ ନୂଆଦିଲ୍ଲୀରେ ହେବାକୁ ଥିବା ଜି୨୦ ନେତାମାନଙ୍କ ସମିଟ୍‌ ଲାଗି ଏହି ବୈଠକରେ କାର୍ଯ୍ୟସୂଚୀ ସ୍ଥିର ହେବ। ଏହି ୪ ଦିନିଆ ବୈଠକରେ ଗୁରୁତ୍ୱପୂର୍ଣ୍ଣ ବିଶ୍ୱ ପ୍ରସଙ୍ଗ ଉପରେ ଆଲୋଚା ହେବ।

ଭାରତର ଶେର୍ପା ଅମିତାଭ କାନ୍ତ ଜି୨୦ ଅତିଥିମାନଙ୍କୁ ଉଦୟପୁରରେ ସ୍ବାଗତ କରିଛନ୍ତି। ଭବ୍ୟ ଆତିଥେୟତା ଏବଂ ଐତିହାସିକ ବୈଭବ ପାଇଁ ରାଜସ୍ଥାନ ଜଣାଶୁଣା ହୋଇଥିବାରୁ ‘ଅତିଥି ଦେବୋ ଭବ’ ପରମ୍ପରାର ପ୍ରଦର୍ଶନ ଲାଗି ଜି୨୦ ବୈଠକର ପ୍ରତୀକାତ୍ମକ ଆରମ୍ଭ ଉଦୟପୁରରୁ ହୋଇଥିବା କାନ୍ତ କହିଛନ୍ତି। କାନ୍ତଙ୍କ ଅଧ୍ୟକ୍ଷତାରେ ଆରମ୍ଭ ହୋଇଥିବା ଶେର୍ପା ବୈଠକରେ ପ୍ରଯୁକ୍ତି ପରିବର୍ତ୍ତନ, ସବୁଜ ବିକାଶ, ମହିଳାକୈନ୍ଦ୍ରିକ ବିକାଶ, ସ୍ଥାୟୀ ବିକାଶ ଲକ୍ଷ୍ୟ (ଏସ୍‌ଡିଜି) କାର୍ଯ୍ୟକାରିତା ବଢ଼ାଇବା ଆଦି ପ୍ରସଙ୍ଗ ଆଲୋଚନାରେ ସ୍ଥାନ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ପାଟପୁର କଲେଜରେ ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ପ୍ରବେଶ ଉତ୍ସବ: ନୀତିନିୟମ ସମ୍ପର୍କରେ କରାଗଲା ସଚେତନ

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ବିଶ୍ୱାସରାୟ ବିଜ୍ଞାନ କଲେଜରେ ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ଯୁକ୍ତ ୨ ପ୍ରଥମ…

ଘରୁ ବାହାରିଲା ବୃଦ୍ଧାଙ୍କ ପଚାସଢା ମୃତଦେହ : କାନ୍ଧ ଦେଲେନି ବନ୍ଧୁପରିଜନ, ଶେଷରେ ସତ୍କାର କଲେ ଆଇଆଇସି

ପୁରୁଷୋତ୍ତମପୁର,୨୮। (ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଏଠାରେ ପରିବାର ଓ ବନ୍ଧୁବର୍ଗଙ୍କ ମାନବିକତା ହଜିଯାଇଛି…

CJP ଆନ୍ଦୋଳନରେ ପୋଲିସର ବର୍ବରତାକୁ ନେଇ ରାଗିଗଲେ ସୁପ୍ରିମକୋର୍ଟ, ସିଧା ଶୁଣାଇଦେଲେ…

ନୂଆଦିଲ୍ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ବିକ୍ଷୋଭ ସମ୍ବନ୍ଧୀୟ ଆବେଦନଗୁଡ଼ିକ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ଆରମ୍ଭ ହୋଇଛି। ପ୍ରଧାନ ବିଚାରପତି (CJI) ସ୍ପଷ୍ଟ ଭାବରେ କହିଛନ୍ତି…

ବଢୁଛି ବୈତରଣୀ: ଚାରିଆଡ଼େ ଜଳମଗ୍ନ

କେନ୍ଦୁଝର, ୨୮।୭: (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲାରେ ଗତ ୨୪ ଘଣ୍ଟାରେ ପ୍ରବଳ ବର୍ଷା ଯୋଗୁ ବୈତରଣୀ ନଦୀର ଜଳ ସ୍ତର ବୃଦ୍ଧି ପାଇବାରେ…

ସକାଳୁ କାମରେ ଆସୁଥିଲେ ସୁଶାନ୍ତ: ପଛପଟୁ ଧକ୍କା ଦେଇ ଚମ୍ପଟ ମାରିଲା କାର୍‌, ଅବସ୍ଥା ଗୁରୁତର ହେବାରୁ…

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି – ରାୟଗଡ଼ା ୩୨୬ନଂ ଜାତୀୟ ରାଜପଥର ପୁଞ୍ଜିକଂୟା ଛକ ନିକଟ ବିଏସଏନଏଲ ଅଫିସ ସମ୍ମୁଖରେ ମଙ୍ଗଳବାର ସକାଳେ ଏକ ଦ୍ରୁତଗାମୀ କାର୍‌…

ଗଞ୍ଜେଇ ଚାଲାଣରେ ରାଜସ୍ଥାନ ସିଣ୍ଡିକେଟ୍‌ର ପର୍ଦ୍ଦାଫାଶ କଲା STF

ଭୁବନେଶ୍ୱର,୨୮।୭: ଗଞ୍ଜେଇ ଚାଲାଣରେ ରାଜସ୍ଥାନ ସିଣ୍ଡିକେଟର ପର୍ଦ୍ଦାଫାଶ କରିଛି STF ଟିମ୍‌। ଟାର୍ଗେଟରେ ଥିବା ଗଞ୍ଜାମ ଜିଲାର ୩ଜଣ ଗଞ୍ଜେଇ ମାଫିଆ ଗିରଫ ହୋଇଛନ୍ତି। STF ଗିରଫ…

ଅନ୍ତରଙ୍ଗ ଦୃଶ୍ୟକୁ ନା… ନିହାରିକାଙ୍କ ମନର କଥା

କଣ୍ଟେଣ୍ଟ କ୍ରିଏଟର ଭାବରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ନିହାରିକା ଏନଏମ ଅଭିନେତା ରାଘବ ଜୁୟାଲଙ୍କ ସହ ‘ଭାଇ ତେରା ଷ୍ଟାର ହୈ’ ଜରିଆରେ…

ବଡ଼ ଘୋଷଣା କରିଦେଲେ ଶରଦ ପାୱାର: ରାଜନୀତିରେ ପଡିଗଲା ଚହଳ

ମୁମ୍ବାଇ,୨୮।୭: ମହାରାଷ୍ଟ୍ରରେ ଏନ୍‌ସିପିର ଉଭୟ ଗୋଷ୍ଠୀର ମିଶ୍ରଣ ନେଇ ଚର୍ଚ୍ଚା ଜାରି ରହିଥିବାବେଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଏନ୍‌ସିପିି-ଏସପି (NCP-SP) ର ମୁଖ୍ୟ ଶରଦ ପାୱାରଙ୍କ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri