ନୂଆ ସରକାରରେ ପ୍ରଥମ ଜନଶୁଣାଣି: ୧୫୦ରୁ ଊର୍ଦ୍ଧ୍ୱ ଅଭିଯୋଗ

ବାଲେଶ୍ୱର ଅଫିସ,୧ା୭(ମାନସ ବିଶ୍ୱାଳ): ବାଲେଶ୍ବର ଜିଲାର ସଦର ବ୍ଲକ ସମ୍ମିଳନୀ କକ୍ଷରେ ରାଜ୍ୟର ନୂତନ ସରକାର ଗଠନ ପରେ ସୋମବାର ପ୍ରଥମ କରି ଆରମ୍ଭ ହୋଇଛି ଜିଲା ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି। ଜିଲାପାଳ ଆଶିଷ ଠାକ୍‌ରେଙ୍କ ସମେତ ଏସ୍‌ପି ସାଗରିକା ନାଥ ଓ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ରହି ଲୋକମାନଙ୍କର ଅଭିଯୋଗ ଶୁଣିଥିଲେ। ଏହି ଜନଶୁଣାଣିକୁ ପ୍ରାୟ ୧୫୦ ଅଧିକ ଅଭିଯୋଗ ଆସିଥିବାର ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝାଡ଼ାବାନ୍ତିରେ ଚାଲିଗଲା ଜଣଙ୍କର ଜୀବନ

ମାଥିଲି,୧୩ା୭(ସୁବାସ ଚନ୍ଦ୍ର ଖୁଡୁପିଆ): ମାଲକାନଗିରି ଜିଲା ମାଥିଲି ବ୍ଲକ କର୍ତ୍ତନପାଲି ପଞ୍ଚାୟତ କୋପ୍ରା ଗାଁ ମାଡିସାହିରେ ୧୭ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିଲେ। ସେମାନଙ୍କ ମଧ୍ୟରୁ...

‘ବଡ଼ ଅଟ୍ଟାଳିକାରୁ ହିଁ ଆରମ୍ଭ ହେବ ଉଚ୍ଛେଦ, ଶେଷ ହେବ ମାଫିଆଙ୍କ ଯୁଗ’

ବରଗଡ଼,୧୩ା୭(ପ୍ରେମାନନ୍ଦ ଖମାରୀ): ରାଜସ୍ବ ଓ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀ ଶନିବାର ବରଗଡ଼ ଗସ୍ତରେ ଆସିଥିବା ବେଳେ ଗଣମାଧ୍ୟମ ପ୍ରତିନିଧିମାନେ ସହରସ୍ଥିତ...

ରତ୍ନଭଣ୍ଡାର ଖୋଲାଯିବା ସମୟରେ କେଉଁମାନେ ଯିବେ ଭିତରକୁ ଜାଣନ୍ତୁ…

ପୁରୀ,୧୩ା୭: ସବୁ ପ୍ରତୀକ୍ଷାର ହେବ ଅନ୍ତ। ଆସନ୍ତକାଲି ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲାଯାଇ ସ୍ବର୍ଣ୍ଣ ଅଳଙ୍କାର ଗଣତି ହେବ। ଏନେଇ ଆଇନମନ୍ତ୍ରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି,...

ରତ୍ନଭଣ୍ଡାର ଖୋଲିବା ନେଇ ଏସ୍‌ଓପି ପ୍ରଦାନ କଲେ ରାଜ୍ୟ ସରକାର, ଏଥିରେ ରହିଛି…

ପୁରୀ,୧୩ା୭: ରତ୍ନଭଣ୍ଡାର ଖୋଲାଯିବା ନେଇ ଶନିବାର ଏସ୍‌ଓପି ପ୍ରଦାନ କରାଯାଇଛି। ରାଜ୍ୟ ସରକାର ପ୍ରସ୍ତୁତ କରିଥିବା ଏସ୍‌ଓପି ଶ୍ରୀମନ୍ଦିର ପ୍ରଶାସନକୁ ପ୍ରଦାନ କରାଯାଇଛି ବୋଲି ଆଇନମନ୍ତ୍ରୀ...

‘ଛାତିଥରା ଦୃଶ୍ୟ’ ଏକା ସାଙ୍ଗରେ ଗାଁ ଶ୍ମଶାନରେ ଜଳିଲା ମା’ ପୁଅଙ୍କ ଜୁଇ, ପୂରା ଘଟଣା ଜାଣିଲେ…

ଯାଜପୁର,୧୩।୭: ଛାତିଥରା ଦୃଶ୍ୟ, ଗାଁ ଶ୍ମଶାନରେ ଜଳିଲା ଉଭୟ ମା’ ପୁଅଙ୍କ ଜୁଇ। ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ...

୪ ବର୍ଷର ନାବାଳିକାଙ୍କୁ ୧୩ ବର୍ଷର ନାବାଳକଙ୍କ ବଳାତ୍କାର ଅଭିଯୋଗ

ମୋରଡ଼ା,୧୩ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳରେ ଜନୈକ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ହୋଇଥିବାର ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ, ଉକ୍ତ ଥାନା ଅଧୀନ...

ସରକାରୀ ଜମି ଉଚ୍ଛେଦ କରି ବସ୍‌ଷ୍ଟପ୍‌ ପାଇଁ ଦାବି

କେନ୍ଦୁଝର,୧୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଜଗନ୍ନାଥପୁର ମୌଜାରେ ସରକାରୀ ଜମି ଜବରଦଖଲ ହୋଇଥିବା ନେଇ ପୌରପାଳିକା ନିର୍ବାହୀ ଅଧିକାରୀଙ୍କ ନିକଟରେ ଅଭିଯୋଗ ହୋଇଛି। ଅଭିଯୋଗ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri