ପାକିସ୍ତାନରେ ୭୫ ବର୍ଷ ପରେ ପ୍ରଥମ ହିନ୍ଦୁ ମହିଳା ହେଲେ ଡିଏସ୍‌ପି…

ଇସଲାମାବାଦ, ୨୭।୭ : ଭାରତ-ପାକିସ୍ଥାନ ୧୯୪୭ ରେ ଯେତେବେଳେ ବିଭାଜିତ ହେଲା ସେତେବେଳେ ୧୨.୯ ପ୍ରତିଶତ ହିନ୍ଦୁ ସଂଖ୍ୟାଲଘୁ ଇସଲାମିକ୍‌ ଦେଶ ପାକିସ୍ଥାନରେ ରହିଲେ। ସମୟ ବଦଳିଗଲା, ପରିସ୍ଥିତି ବଦଳିଗଲା ଏବଂ ୭୫ ବର୍ଷରେ ହିନ୍ଦୁ ସଂଖ୍ୟାଲଘୁଙ୍କ ସଂଖ୍ୟା ମଧ୍ୟ ବଦଳିଗଲା। ପାକିସ୍ତାନର ମୋଟ ଜନସଂଖ୍ୟାରେ ଏହି ଜନସଂଖ୍ୟାର ଅଂଶ ୧୨.୯ ପ୍ରତିଶତ ରୁ ୨.୧୪ ପ୍ରତିଶତରେ ପହଞ୍ଚିଛି।

ପାକିସ୍ତାନରେ ହିନ୍ଦୁ ସଂଖ୍ୟାଲଘୁଙ୍କ ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ଏହି ପ୍ରତିକୂଳ ପରିସ୍ଥିତି ମଧ୍ୟରେ ପାକିସ୍ତାନର ହିନ୍ଦୁ ସଂଖ୍ୟାଲଘୁମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ପ୍ରଥମ ଥର ପାଇଁ ଜଣେ ହିନ୍ଦୁ ମହିଳା ପାକିସ୍ତାନରେ ଡିଏସ୍‌ପି ହୋଇଛନ୍ତି। ଏହି ମହିଳା ହେଉଛନ୍ତି ମନୀଷା ରୂପେତା। ମନୀଷା ହେଉଛନ୍ତି ପ୍ରଥମ ହିନ୍ଦୁ ମହିଳା ଯିଏକି ପାକିସ୍ତାନରେ ଡିଏସ୍‌ପି ଭାବରେ ନିଯୁକ୍ତ ହୋଇଛନ୍ତି।

ସିନ୍ଧ ସିଭିଲ ସର୍ଭିସ ପରୀକ୍ଷାରେ ସଫଳ ହେବା ପରେ କରିବା ଏବଂ ତାଲିମ ନେବା ପରେ ସେ ଏହି ସଫଳତା ହାସଲ କରିଛନ୍ତି। ଡିଏସ୍‌ପି ଦାୟିତ୍ୱ ଗ୍ରହଣ କରିବା ପୂର୍ବରୁ ମନୀଷା କରାଚି, ଲିଆରିର ସବୁଠାରୁ ଦୁର୍ଗମ ଅଞ୍ଚଳରେ ତାଲିମ ନେଇଥିଲେ। ମନୀଷା ଏହି କ୍ଷେତ୍ରରେ ପ୍ରଥମ ମହିଳା ଯିଏକି ପୋଲିସ ବିଭାଗରେ ଜଣେ ଅଧିକାରୀ ହୋଇ ପାରିଛନ୍ତି। ମନୀଷା କହିଛନ୍ତି ଯେ ମୋର ସମ୍ପର୍କୀୟ ଏବଂ ସମ୍ପ୍ରଦାୟ ବିଶ୍ୱାସ କରନ୍ତି ଯେ ମୁଁ ଏହି ଚାକିରିରେ ଅଧିକ ଦିନ ରହି ପାରିବେ ନାହିଁ। ଲୋକମାନେ ବିଶ୍ୱାସ କରନ୍ତି ଯେ ମୁଁ ଶୀଘ୍ର ମୋର ଚାକିରି ବଦଳାଇବି ।
ଚାକିରି ବ୍ୟତୀତ ମନୀଷା ଜନସେବା ଆୟୋଗ ପରୀକ୍ଷା ପାଇଁ ପ୍ରସ୍ତୁତ ଏକ ଏକାଡେମୀରେ ମଧ୍ୟ ଶିକ୍ଷାଦାନ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri