ବେଦାନ୍ତ ଲାଞ୍ଜିଗଡ଼ ପକ୍ଷରୁ ପ୍ରଥମ ଇନ୍‌-ହାଉସ୍‌ ଲାବରେଟୋରି

ଭୁବନେଶ୍ୱର,୨୨।୨: ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ତଥା ବେଦାନ୍ତ ଗ୍ରୁପ୍‌ର ଓଡ଼ିଶା ୟୁନିଟ୍‌ ବେଦାନ୍ତ ଲାଞ୍ଜିଗଡ ପକ୍ଷରୁ ପ୍ରଥମ ଇନ୍‌-ହାଉସ୍‌ ଲାବରେଟୋରିର ଶୁଭାରମ୍ଭ କରାଯାଇଛି। ବିଶେଷକରି ଦେଶର ପ୍ରମୁଖ ମେଟାଲର୍ଜିକାଲ ଗ୍ରେଡ୍‌ ଆଲୁମିନା ଉତ୍ପାଦନକାରୀ ଭାବେ ବେଦାନ୍ତ ଲାଞ୍ଜିଗଡ଼ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି। ଏପରିକି ଏହାର କାର୍ଯ୍ୟକ୍ଷମତା ପାଇଁ ଏକ ନୂତନ ମାଇଲଖୁଣ୍ଟ ସହ ଭାରତରେ ପ୍ରଥମ ଇନ୍‌-ହାଉସ୍‌ ଲାବରେଟୋରି ଉଦ୍‌ଘାଟିତ ହୋଇଯାଇଛି। ଯାହାକି ଆନୁଷ୍ଠାନିକ ଭାବେ ସମସ୍ତ ପ୍ରଯୁଜ୍ୟ ଭୌତିକ ଏବଂ ରାସାୟନିକ ପାରାମିଟରରେ ଆଲୁମିନା ପରୀକ୍ଷା କରିବାରେ ସକ୍ଷମ। ନ୍ୟାଶନାଲ ଆକ୍ରିଡେସନ୍‌ ବୋର୍ଡ ଫର୍‌ ଟେଷ୍ଟିଂ ଏବଂ କାଲିବ୍ରେସନ୍‌ ଲାବରେଟୋରି (ଏନ୍‌ଏବିଏଲ୍‌) ବେଦାନ୍ତ ଲାଞ୍ଜିଗଡ଼ର ଗୁଣବତ୍ତା ନିୟନ୍ତ୍ରଣ ଏବଂ ଲାବରେଟୋରିକୁ ଆଇଏସ୍‌ଓ ୧୭୦୨୫:୨୦୧୭ ପ୍ରମାଣପତ୍ର ପ୍ରଦାନ କରିଛି, ଯାହାକି ଦକ୍ଷ ପରୀକ୍ଷଣ ପାଇଁ ଆବଶ୍ୟକତାକୁ ପୂରଣ କରିଥାଏ।
ଏ ସମ୍ପର୍କରେ ବେଦାନ୍ତ ଲିମିଟେଡର ଡେପୁଟି ସିଇଓ (ଆଲୁମିନା ବ୍ୟବସାୟ) ଜି.ଜି.ପାଲ କହିଛନ୍ତି, ବେଦାନ୍ତର ଉଦ୍ୟମ ବ୍ୟବସାୟର ପ୍ରତ୍ୟେକ କ୍ଷେତ୍ରରେ କାର୍ଯ୍ୟକ୍ଷମ ଏବଂ ଗୁଣାତ୍ମକ ଉତ୍କର୍ଷ ହାସଲ କରିବା ପାଇଁ ଉଦ୍ଦିଷ୍ଟ। ବିଶେଷ କରି ବୈଷୟିକ ଜ୍ଞାନକୌଶଳ, ଡିଜିଟାଲ ଉଦ୍ଭାବନ ଏବଂ ବର୍ଦ୍ଧିତ ପ୍ରଯୁକ୍ତିବିଦ୍ୟାର ବିସ୍ତୃତ ମିଶ୍ରଣ ଯୋଗୁ ଏହା ପାଇବାକୁ ଆମେ ସମର୍ଥ ହୋଇଛୁ। ଏପରିକି ଆଇଏସ୍‌ଓ ପ୍ରମାଣପତ୍ର ଏକ ଅତିରିକ୍ତ ପୂର୍ଣ୍ଣତା ଭାବେ ଆସିଥାଏ, ଯାହାକି ଆମର ଉତ୍ପାଦ ଉପଲବ୍ଧ ମାନକ ଏବଂ ଶିଳ୍ପ ମାନଦଣ୍ଡ ସହିତ ଜଡିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Gen Zକୁ ନେଇ ପ୍ରଶାନ୍ତ କିଶୋରଙ୍କ ବଡ଼ ଭବିଷ୍ୟବାଣୀ, ‘ସରକାରଙ୍କୁ ଜଣାଅଛି ଯେ…’

ନୂଆଦିଲ୍ଲୀ,୬।୮: ବାଙ୍କିପୁର ଉପନିର୍ବାଚନରେ ବଡ଼ ବିଜୟ ହାସଲ କରିବା ପରେ ଜନସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର (PK) ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ନିଜର ରାଜନୈତିକ ରଣନୀତି…

ଛାତ୍ର ଆନ୍ଦୋଳନକୁ ନେଇ ରାହୁଲଙ୍କୁ ଟାର୍ଗେଟ କଲେ କଙ୍ଗନା: କହିଲେ- ଉସୁକାଇବା ପାଇଁ..

ନୂଆଦିଲ୍ଲୀ,୬।୮: ହିମାଚଳ ପ୍ରଦେଶର ମଣ୍ଡି ଲୋକ ସଭା ଆସନରୁ ଭାରତୀୟ ଜନତା ପାର୍ଟି (BJP) ସାଂସଦ କଙ୍ଗନା ରାଣାୱତ ଭାରତୀୟ ଜାତୀୟ କଂଗ୍ରେସର ନେତା ଏବଂ ଲୋକ…

RAC ଟିକେଟ୍ ଥିଲେ ଆଉ ଚିନ୍ତା ନାହିଁ, ଏବେ ମିଳିବ ପୁରା….

ନୂଆଦିଲ୍ଲୀ,୬।୮: ଭାରତୀୟ ରେଳରେ ଯାତ୍ରା କରୁଥିବା ଲକ୍ଷାଧିକ ଯାତ୍ରୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଦୀର୍ଘଦିନ ଧରି ଅନେକ ଯାତ୍ରୀଙ୍କ ଅଭିଯୋଗ ଥିଲା…

ଏହି କ୍ରିକେଟର୍‌ଙ୍କ ଘର ଉପରକୁ ପେଟ୍ରୋଲ ବୋମା ମାଡ଼: କାରଣ ଜାଣିଲେ…

ନୂଆଦିଲ୍ଲୀ,୬।୮: କିମ୍ବଦନ୍ତୀ ବାଂଲାଦେଶୀ କ୍ରିକେଟର ଏବଂ ପୂର୍ବତନ ଅଧିନାୟକ ସାକିବ ଅଲ ହାସନଙ୍କ ଘର ଉପରେ ପେଟ୍ରୋଲ ବୋମା ମାଡ଼ କରାଯାଇଛି। ବାଂଲାଦେଶର ସବୁଠାରୁ ସଫଳ କ୍ରିକେଟରମାନଙ୍କ…

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…

ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି…

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ ବେଞ୍ଚ…

Gen Zଙ୍କୁ ବଡ଼ ଉପହାର ଦେଲେ ବିଜୟ, କଲେ ବଡ଼ ଘୋଷଣା: ମିଳିବ…

ଚେନ୍ନାଇ,୬।୮: ତାମିଲନାଡୁରେ ଟିଭିକେ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପ୍ରଥମ ବଜେଟ ବିଧାନସଭାରେ ଉପସ୍ଥାପନ କରିଛି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ ଏହି ନୂଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri