ଇଣ୍ଡିଆ ବୁକ ଅଫ ରେକର୍ଡସ୍‌ରେ ପ୍ରଥମେଶ

ଖଇରା, ୧୦।୧୦(ଡି.ଏନ.ଏ.): ମାତ୍ର ୧୬ସେକେଣ୍ଡରେ ଓଡ଼ିଶାର ୩୦ଟି ଜିଲାର ନାମ କହି ଇଣ୍ଡିଆ ବୁକ୍‌ ଅଫ ରେକର୍ଡସ୍‌ରେ ସ୍ଥାନ ପାଇଛନ୍ତି ବାଲେଶ୍ୱର ଜିଲା ଖଇରା ବ୍ଲକ ସାରକେଣା ଗ୍ରାମର ପ୍ରଥମେଶ ମହାପାତ୍ର। ସାରକୋଣା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦ୍ୱିତୀୟ ଶ୍ରେଣୀର ପଢୁଥିବା ପ୍ରଥମେଶ ରଘୁନାଥ ମହାପାତ୍ର ଓ ଇତିସ୍ମିତା ସେଠୀଙ୍କ ପୁଅ। ଗତ ଅଗଷ୍ଟ ୧୮ତାରିଖରେ ପ୍ରତିଯୋଗିତାରେ ଅଂଶଗ୍ରହଣ ପାଇଁ ସେ ଅନଲାଇନରେ ଆବେଦନ କରିଥିଲେ। ୨୦ତାରିଖରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ା ଅଗଷ୍ଟ ୨୫ତାରିଖରେ ପ୍ରକାଶିତ ଫଳାଫଳରେ ତାଙ୍କ ନାମ ଘୋଷଣା କରାଯାଇଥିଲା। ୨ଦିନ ତଳେ ଇଣ୍ଡିଆ ବୁକ ଅଫ ରେକର୍ଡସ୍‌ ତରଫରୁ କୋରିୟରରେ ତାଙ୍କ ନିକଟକୁ ମାନପତ୍ର, ମେଡାଲ ଓ କିଛି ପୁସ୍ତକ ପହଞ୍ଚିଛି। ତାଙ୍କ ବାପା ରଘୁନାଥ ଜଣେ ବ୍ୟବସାୟୀ ହୋଇଥିବା ବେଳେ ମା’ ଇତିସ୍ମିତା ଝିଙ୍କିରିଆ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷୟିତ୍ରୀ।


Enter your email to get our daily news in your inbox.

All Right Reserved By Dharitri.Com

‘ଘର ଭାଙ୍ଗୁଥିବାଙ୍କୁ ପ୍ରୋତ୍ସାହନ ଦିଅନି’, ଗୋବିନ୍ଦା-କୋମଲଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ…

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦାଙ୍କୁ ଲାଲବାଗଚା ରାଜାଙ୍କ ଦର୍ଶନ କରି ଆଶୀର୍ବାଦ ନେଉଥିବା ବେଳେ ତାଙ୍କ କଥିତ ଗର୍ଲଫ୍ରେଣ୍ଡ ଓ କୋ-ଷ୍ଟାର୍‌ କୋମଲ ରାଣୀ ସ୍ବର୍ଣ୍ଣକାରଙ୍କ ସହ…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

ଗମ୍ଭୀରଙ୍କ ସହ ସିରାଜଙ୍କ ଝଗଡ଼ା! କ୍ରିକେଟ ଜଗତରେ ଛାଇଗଲା ଖବର, ଏହି କାରଣ ପାଇଁ…

ନୂଆଦିଲ୍ଲୀ,୨୭।୯: ଥିରଭାନନ୍ତପୁରମରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ହେଲେ ଭାରତୀୟ ବୋଲରମାନେ ଦଳକୁ ଭଲ ଆରମ୍ଭ ଦେଇପାରିନଥିଲେ। ଏହାରି…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ହିମନ୍ତ ବିଶ୍ୱ ଶର୍ମାଙ୍କୁ ଅଲ୍ଟିମେଟମ ଦେଲେ ଅଭିଜିତ, ଏମିତି ନ କଲେ ଆସାମରେ ହେବ…

ନୂଆଦିଲ୍ଲୀ,୨୭।୯: ଗୁଆହାଟୀରେ କକ୍ରୋଚ ଜନତା ପାର୍ଟି (CJP)ର ସହ-ସଂସ୍ଥାପକ ଆଶୁତୋଷ ରାଙ୍କାଙ୍କ ସମେତ ଅନ୍ୟ କିଛି କର୍ମୀଙ୍କୁ ଆସାମ ପୋଲିସ ଅଟକ ରଖିବା ପରେ CJP ସଂସ୍ଥାପକ…

ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ବଡ଼ ଖବର: ଏବେ ବର୍ଷକୁ ୧୩ ନୁହେଁ, ୧୨ ଥର କରିବାକୁ ପଡ଼ିବ ରିଚାର୍ଜ

ନୂଆଦିଲ୍ଲୀ,୨୭।୯: ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ଏକ ଅତ୍ୟନ୍ତ ଖୁସିର ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାର ଏବଂ ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (TRAI) ଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?