ପୁରୁଷୋତ୍ତମପୁର ଅଞ୍ଚଳରେ ପ୍ରଥମ: ଚାନ୍ଦି ଗହଣାରେ ଶୋଭା ପାଇଲେ ମା’ ଗଜଲକ୍ଷ୍ମୀ, ସାଢେ ଛଅ କେଜି ରୁପା ଅଳଙ୍କାର ପରିଧାନ କରି ଭକ୍ତଙ୍କୁ ଦେଲେ ଦର୍ଶନ

ପୁରୁଷୋତ୍ତମପୁର, ୨୮/୧୦ (ସିମାଞ୍ଚଳ ମିଶ୍ର) ପବିତ୍ର କୁମାର ପୂର୍ଣମା ଓ ଗଜଲକ୍ଷ୍ମୀ ପୂଜା ଲାଗି ଶନିବାର ସମଗ୍ର ପୁରୁଷୋତ୍ତମପୁର ଅଞ୍ଚଳ ଚଳ ଚଞ୍ଚଳ ହୋଇ ଉଠିଛିା କୁମାରୀ ଯୁବତୀ ମାନେ ଜହ୍ନିଓଷା ବ୍ରତକୁ ଉଦଯାପନରେ ଲାଗିପଡିଥିବା ବେଳେ ବିଭିନ୍ନ ପୂଜା କମିଟି ପକ୍ଷରୁ ମା ଗଜଲକ୍ଷ୍ମୀଙ୍କ ପୂଜା ମଣ୍ଡପକୁ ଆକର୍ଷଣୀୟ
କରାଯାଇଛିା ଏହି ଅବସରରେ ସର୍ବପୂରାତନ ପୁରୁଷୋତ୍ତମପୁର ଏନଏସି ୱାର୍ଡନଂ ୯ ରଥସାହି ପୂଜା କମିଟି ପକ୍ଷରୁ ଦିର୍ଘ ୪୬ ବର୍ଷ ଧରି ପୂଜା ହୋଇ ଆସୁଥିବା ବେଳେ ଚଳିତ ବର୍ଷ ରୁପାର ଚାନ୍ଦି ମେଢ ନିର୍ମାଣ କରାଯାଇଛିା ସାଢେ ଛଅ କେଜି ରୁ ଉର୍ଦ୍ଧ ରୁପାର କିରଟି,ଚୁଡି, ହାର, ପାଉଁଜି ଆଦି ଅଳଙ୍କାର ପରିଧାନ କରି ସଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ମା ଗଜଲକ୍ଷ୍ମୀା  ଏହା ସାଙ୍ଗକୁ ରଥ ସାହି ଛକରେ ୩୦ ଫୁଟ ଉଚ୍ଚତାରେ ନୂତନ ଡିଜାଇନର ଆକର୍ଷଣୀୟ ଇଲୋକ୍ରୋଟିକ ତୋରଣ ସହ ସମଗ୍ର ସାହିକୁ ଆଲୋକରେ ସଜାଯାଇଛିା ଏଭଳି ଚାନ୍ଦିମେଢ ପୁରୁଷୋତ୍ତମପୁର ଅଞ୍ଚଳରେ ଆଗରୁ କେବେ ହୋଇନଥିବା ବେଳ ଚଳିତ ବର୍ଷ ରଥସାହିରେ ପ୍ରଥମ ଚାନ୍ଦିମେଢ ଅଟୋ ଏହାକୁ ଦେଖିବା ସହ ମା ଙ୍କ ଆଶିର୍ବାଦ ଭିକ୍ଷାଲାଗି ଭକ୍ତଙ୍କ ଭିଡ ଜମିବାରେ ଲାଗିଛିା ଏହାସହ ନନ୍ଦିକ ସାହି,କୁମାରୀ,ବିର ଜବନ୍ନାଥପୁର ଶାସନ ଆଦି ଗ୍ରାମରେ ଗଜଳକ୍ଷ୍ମୀଙ୍କ ପୂଜା ପାଳିତ ହୋଇଯାଇଛିା


Enter your email to get our daily news in your inbox.

All Right Reserved By Dharitri.Com

ବାଦଲ ଫଟା ବର୍ଷା, ଜାତୀୟ ରାଜପଥରରେ ଅଣ୍ଟାଏ ପାଣି

କୁଆଁରମୁଣ୍ଡା,୧୩।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ବାଦଲ ଫଟା ବର୍ଷା ହୋଇଛି। ଏହି ବର୍ଷା ଚଳିତ ବର୍ଷର ରେକର୍ଡ ସୃଷ୍ଟି କରିଛି।…

ନ୍ୟାୟ ଦାବିରେ ଶ୍ୱଶୁର ଦ୍ୱାରଦେଶରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

ଥୁଆମୂଳ ରାମପୁର ବ୍ଲକ୍‌ରେ ଘରେ ଘରେ ତ୍ରିରଙ୍ଗା ପଦଯାତ୍ରା; ୧୦୦ ଫୁଟ୍‌ର ତ୍ରିରଙ୍ଗା ପାଲଟିଲା ମୁଖ୍ୟ ଆକର୍ଷଣ

ଥୁଆମୂଳ ରାମପୁର,୧୩।୮(ଦୁର୍ଗା କୀର୍ତ୍ତି): ୮୦ ତମ ସ୍ୱାଧୀନତା ଦିବସ ପାଳନ ଅବସରରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ପକ୍ଷରୁ ଗୁରୁବାର ‘ଘରେ ଘରେ ତ୍ରିରଙ୍ଗା’…

ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, କାଲିମେଳାରୁ ମହାରାଷ୍ଟ୍ରର ଯାଉଥିବା ବେଳେ ମାଡ଼ି ବସିଲା ପୋଲିସ

କାଲିମେଳା,୧୩।୮: ରୋଗୀ ବୁହା ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ ଖବର ସାମ୍ନାକୁ ଆସିଛି। କାଲିମେଳା ପୋଲିସ ଏହି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଗଞ୍ଜେଇ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

କୋଇଡାରେ ଭୟଙ୍କର ଜଳପ୍ରଳୟ: କେର୍କେଟା ସାହିରେ ୫୦ରୁ ଉର୍ଦ୍ଧ୍ୱ ପରିବାର ଜଳବନ୍ଦୀ

ଟେନସା,୧୩ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ଓ୍ବାର୍ନିଂ (Red Warning) ଜାରି କରିଛି ପାଣିପାଗ ବିଭାଗ । ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri