Posted inଜାତୀୟ

ପ୍ରାଣୀଙ୍କ ପାଇଁ ଆରମ୍ଭ ହେଲା ଦେଶର ପ୍ରଥମ ମୋବାଇଲ ଆଇଭିଏଫ ଭ୍ୟାନ

ଆମରେଲି,୨ ।୧: ଦେଶରେ ପ୍ରାଣୀଙ୍କ ପାଇଁ ଇନ ଭିଟ୍ରୋ ଫର୍ଟିଲାଇଜେଶନ ଆଇଭିଏଫ ପାଇଁ ପ୍ରଥମ ଚାଳିତ ଲ୍ୟାବର ଲୋକାର୍ପଣ ଗୁଜରାଟର ଆମରେଲିରେ ସନ୍ଥ ମୁରାର ବାପୁ ଓ କେନ୍ଦ୍ରମନ୍ତ୍ରୀ ପୁରୁଷୋତ୍ତମ ରୁପାଲା କରିଛନ୍ତି । ଏହା ମାଧ୍ୟମରେ ସର୍ବୋତ୍ତମ ପ୍ରଜାତିର ସାହିୱାଲ ଗାଈଙ୍କର ପ୍ରଜନନ ତଥା ଅନ୍ୟାନ୍ୟ ପ୍ରଜାତିର ପ୍ରାଣୀମାନଙ୍କ ପ୍ରଜନନ ଉପରେ ଗୁରୁତ୍ୱ ଦିଆଯିବ ।
ରବିବାର ଆମରେଲିରେ ସାରହି ତପୋବନ ଆଶ୍ରମର ଭୂମିପୂଜା କାର୍ଯ୍ୟକ୍ରମରେ ଏହି ମୋବାଇଲ ଆଇଭିଏଫ ଭ୍ୟାନର ଉଦଘାଟନ କରାଯାଇଛି । କେନ୍ଦ୍ର ସରକାର ଓ ଅମର ଡେୟରିର ମିଳିତ ଉଦ୍ୟମରେ ଏହା ପରିଚାଳିତ ହେବ । ପ୍ରାଣୀମାନଙ୍କ ପାଇଁ ଏହା ହେଉଛି ଦେଶର ପ୍ରଥମ ଆଇଭିଏଫ ଭ୍ୟାନ ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଜବତ ହେଲା ବିଡ଼ା ବିଡ଼ା ନୋଟ୍‌…

କାନପୁର, ୨୫।୧୨: ଉତ୍ତରପ୍ରଦେଶରେ କେବଳ ଜଣେ ବ୍ୟକ୍ତିଙ୍କ ଘରୁ ବିପୁଳ ପରିମାଣର ନଗଦ ଜବତ ହୋଇଛି। ଅତର ବ୍ୟବସାୟୀ ପୀୟୂଷ ଜୈନଙ୍କ ଘରୁ ଆୟକର ଚଢ଼ାଉ...

ସାର୍ବଜନୀକ ଛଠ୍‌ ପୂଜା ପାଇଁ ଅନୁମତି ମନା, ପାର୍ବଣ ତୁଳନାରେ ବଞ୍ଚିରହିବା ଗୁରୁତ୍ୱପୂର୍ଣ୍ଣ: ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ,୧୮।୧୧: ସାର୍ବଜନୀକ ଛଠ୍‌ ପୂଜା ପାଇଁ ଅନୁମତି ଦେବାକୁ ଦିଲ୍ଲୀ ହାଇକୋର୍ଟ ମନା କରିଛନ୍ତି। କୋର୍ଟ କହିଛନ୍ତି ଯେ, ପାର୍ବଣ ତୁଳନାରେ ବଞ୍ଚିରହିବା ଗୁରୁତ୍ୱପୂର୍ଣ୍ଣ। ବଞ୍ଚି...

ରମଜାନକୁ ନେଇ ରାଜ ଠାକରେଙ୍କ ବିବାଦୀୟ ବୟାନ

ମୁମ୍ବାଇ,୩ ।୪: କର୍ନାଟକରେ ଉଠିଥିବା ହିଜାବ ବିବାଦ ତୁଟି ନ ଥିବା ବେଳେ ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ମସଜିଦରେ ଲାଗିଥିବା ଲାଉଡ ସ୍ପିକର ହଟାଇବାକୁ...

ଔଷଧ କମ୍ପାନୀରେ ଲାଗିଲା ନିଆଁ: ଚାଲିଗଲା ୪ ଜୀବନ

ହାଇଦ୍ରାବାଦ୍‌,୧୭।୧୨: ଆନ୍ଧ୍ରପ୍ରଦେଶର ଆନାକାପାଲରେ ଅବସ୍ଥିତ ଏକ ଫାର୍ମାସ୍ୟୁଟିକାଲ କମ୍ପାନୀରେ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି।...

ଏଲପିଜି ସିଲିଣ୍ଡରରେ ରହିବ କ୍ୟୁଆର କୋଡ, ଗ୍ୟାସ ଚୋରି ହେବ ବନ୍ଦ…

ନୂଆଦିଲ୍ଲୀ,୧୭।୧୧ : ଏଲପିଜି ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଥିବା ଗ୍ରାହକଙ୍କ ସୁବିଧା ପାଇଁ ସରକାର କଠୋର ପଦକ୍ଷେପ ନେବାକୁ ଯାଉଛନ୍ତି। ପ୍ରାୟତଃ ଗ୍ରାହକମାନେ ଅଭିଯୋଗ କରନ୍ତି...

ସ୍ବାମୀଙ୍କୁ ୧୦ ଖଣ୍ଡ କଲେ ସ୍ତ୍ରୀ, ପୁଅ

ନୂଆଦିଲ୍ଲୀ,୨୯।୧୧(ପି.ଟି.):ଶ୍ରଦ୍ଧା ଓ୍ବାଲ୍‌କର ବୀଭତ୍ସ ହତ୍ୟା ମାମଲାର ଆତଙ୍କ ମନରୁ ଲିଭି ନ ଥିବାବେଳେ ପୂର୍ବ ଦିଲ୍ଲୀରେ ଅନୁରୂପ ଏକ ହତ୍ୟା ଘଟଣା ପଦାକୁ ଆସିଛି। ଶ୍ରଦ୍ଧାଙ୍କୁ...

୨୪ ଘଣ୍ଟାରେ ୧ ଲକ୍ଷ ୪୧ ହଜାର ନୂଆ ସଂକ୍ରମିତ

ନୂଆଦିଲ୍ଲୀ,୮।୧: ଦେଶରେ ଉପରମୁହାଁ ହୋଇଛି କରୋନା ମିଟର। ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ଲକ୍ଷ ୪୧ ହଜାର ୩୨୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସଂକ୍ରମଣ...

ଭାଜପାର ମିଶନ ପଶ୍ଚିମବଙ୍ଗ: ଘରଘର ବୁଲି ଏକ ମୁଠା ଚାଉଳ ସଂଗ୍ରହ କରିବେ ନଡ୍ଡା

କୋଲକାତା,୯।୧: ଆଗକୁ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି ଭାଜପା ପକ୍ଷରୁ ମିଶନ ପଶ୍ଚିମବଙ୍ଗ ଯୋଜନା ଉପରେ ଗୁରୁତ୍ୱାରୋପ କରାଯାଉଛି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ...

Advertisement
Archives

Model This Week