ଭାଇରାଲ ହେଲା ଅଜୟଙ୍କ ନୂଆ ଫିଲ୍ମର ଫାଷ୍ଟ ଲୁକ

ମୁମ୍ବାଇ: ବଲିଉଡ ଅଭିନେତା ଅଜୟ ଦେବଗନ ତାଙ୍କ ମୋଷ୍ଟ ଆୱେଟେଡ ମୁଭି ଭୋଲାର ଫାଷ୍ଟ ଲୁକ୍ ଜାରି କରିଛନ୍ତି । ନୂଆ ବର୍ଷରେ ଏହି ଫାଷ୍ଟ ଲୁକ ଜାରି କରି ସେ ଦର୍ଶକଙ୍କୁ ଶୁଭକାମନା ବି ଦେଇଛନ୍ତି । ଏହାସହ ସେ ଲେଖିଛନ୍ତି ‘ଭୋଲା’ର ବର୍ଷ ଆରମ୍ଭ ହେଲା । ସମସ୍ତଙ୍କୁ ହାପି ନ୍ୟୁ ଇୟର । ଭୋଲାର ଏହି ଭିଡିଓରେ କ୍ୟାମେରାରେ ଅଜୟଙ୍କ ଆଖି ନଜର ଆସିଛି । ଏହା ଖୁବ୍ ଇଂଟେଂସ ଲାଗୁଛି । ଏଥିରେ ଲେଖାଅଛି ଚଳିତ ବର୍ଷ ସମସ୍ତଙ୍କ ନଜର ରହିବ ଭୋଲା ଉପରେ । ଭୋଲାର ଏହି ନୂଆ ଲୁକ ଉପରେ ଦର୍ଶକେ କମେଣ୍ଟ ବି କରୁଛନ୍ତି ।
ଏଥିରେ ଦର୍ଶକେ ଅଜୟଙ୍କ ଆଖିକୁ ପସନ୍ଦ କରିଥିବା ବେଳେ କେହି କେହି କମେଣ୍ଟରେ ଲେଖିଛନ୍ତି ଅଜୟ ସାର ଏକ ନୂଆ ବ୍ଲକବୁଷ୍ଟର ସହ ବଡ ପରଦାକୁ ଆସୁଛନ୍ତି । ଆଉ ଜଣେ ଲେଖିଛନ୍ତି ଭୋଲା ବ୍ଲକବୁଷ୍ଟର ହେବ ।
ସୂଚନାଯୋଗ୍ୟ, ଅଜୟଙ୍କ ମୁଭି ‘ଭୋଲା’ ତାମିଲ ମୁଭି ‘କୈଥି’ର ହିନ୍ଦୀ ରିମେକ । ଗୁରୁତ୍ୱପୂର୍ଣ୍ଣ କଥା ହେଲା ଏହି ମୁଭିକୁ ଅଜୟ ନିଜେ ନିର୍ଦ୍ଦେଶନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri