‘ଗଣପଥ’ର ଫାଷ୍ଟ ଲୁକ ରିଲିଜ, ଆକ୍ସନ ଅବତାରରେ ଟାଇଗର

ମୁମ୍ବାଇ: ବଲିଉଡର ହ୍ୟାଣ୍ଡସମ ହଙ୍କ ଆକ୍ଟର ଟାଇଗର ଶ୍ରଫ ଖୁବଶୀଘ୍ର ସିନେମାରେ ତାଙ୍କର ଯାଦୁ ଦେଖାଇବାକୁ ଆସୁଛନ୍ତି। ଅଭିନେତା ଖୁବଶୀଘ୍ର ରିଲିଜ ହେବାକୁ ଯାଉଥିବା ତାଙ୍କ ଆଗାମୀ ମୁଭିର ଫାଷ୍ଟ ଲୁକ ସେୟାର କରିଛନ୍ତି। ଟାଇଗରଙ୍କ ଆଗାମୀ ମୁଭିର ନାମ ହେଉଛି ‘ଗଣପଥ: ଏ ହିରୋ ଇଜ ବର୍ନ’। ମୋଷ୍ଟ ପପୁଲାର ଯୋଡି ଟାଇଗର ଏବଂ କ୍ରିତି ଏହି ଫିଲ୍ମରେ ପୁଣି ଥରେ ଏକାଠି ନଜର ଆସିବେ। ଗଣେଶ ଚତୁର୍ଥି ଅବସରରେ ଫିଲ୍ମର ନିର୍ମାତାମାନେ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ଏକ ପୋଷ୍ଟର ସେୟାର କରି ଫିଲ୍ମରୁ ଟାଇଗର ଶ୍ରଫଙ୍କ ପ୍ରଥମ ଲୁକ ସେୟାର କରିଛନ୍ତି। ଏହି ମୁଭିରେ ଅମିତାଭ ବଚ୍ଚନ ମୁଖ୍ୟ ଭୂମିକାରେ ଅଭିନୟ କରିବେ ଏବଂ ଚଳିତ ବର୍ଷ ଅକ୍ଟୋବର ୨୦ରେ ଦଶହାରା ସମୟରେ ଏହା ମୁକ୍ତିଲାଭ କରିବ।
ମୁଖ୍ୟ ଭୂମିକାରେ ଟାଇଗର ଶ୍ରଫ, କ୍ରିତି ସାନନ ଏବଂ ଅମିତାଭ ବଚ୍ଚନଙ୍କ ଅଭିନୀତ ଫିଲ୍ମର ର୍ନିମାତାମାନେ ଶେଷରେ ଫିଲ୍ମରେ ଟାଇଗରଙ୍କ ପ୍ରଥମ ଲୁକ ସେୟାର କରିଛନ୍ତି। ଟାଇଗର ଶ୍ରଫ ତାଙ୍କ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ପୋଷ୍ଟର ସେୟାର କରି ଲେଖିଛନ୍ତି, ଯବ ବାପ୍ପାକା ହୈ ଉସକା ହାତ ଥାଏ େଆ ରହା ହୈ ଗଣପଥ..କରନେ ଏକ ନଇ ଦୁନିଆ କି ସୁରଓ୍ବାତ।


Enter your email to get our daily news in your inbox.

All Right Reserved By Dharitri.Com

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri