Posted inଜାତୀୟ

କାନପୁରରେ ପ୍ରଥମ ଜିକା ଭାଇରସ ରୋଗୀ

କାନପୁର,୨୪ ।୧୦: ଉତ୍ତର ପ୍ରଦେଶର କାନପୁରରେ ଦେଶର ପ୍ରଥମ ଜିକା ଭାଇରସ ରୋଗୀ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ଏହାପରେ ଦିଲ୍ଲୀରୁ ବିଶେଷଜ୍ଞ ଟିମ କାନପୁରରେ ପହଞ୍ଚି ରୋଗୀଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କ ସାମ୍ପଲ କଲେକ୍ସନ କରିଛନ୍ତି । ଏହାପରେ ସମସ୍ତ ସାମ୍ପଲକୁ ଟେଷ୍ଟ ପାଇଁ ପଠାଇ ଦିଆଯାଇଛି । ମିଳିଥିବା ସୂଚନା ଅନୁଯାୟୀ ରୋଗୀ ଜଣଙ୍କ ବାୟୁସେନା ଷ୍ଟେଶନର କର୍ମଚାରୀ । ତାଙ୍କୁ ଏୟାରଫୋର୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଲକ୍ଷଣ ଆଧାରରେ ହସ୍ପିଟାଲ ପକ୍ଷରୁ ତାଙ୍କର ସାମ୍ପଲ ଯାଞ୍ଚ ପାଇଁ ପୁଣେ ପଠାଯାଇଥିଲା । ଜିକା ଭାଇରସରେ ପୀଡ଼ିତ ବାୟୁସେନା ୱାରଂଟ ଅଧିକାରୀ ଗତ କିଛିଦିନ ହେବ ଜ୍ୱରରେ ପୀଡ଼ିତ ଥିଲେ । ତେବେ ଭାଇରସର ପ୍ରସାର ହୋଇଛି କି ନା ଜାଣିବା ପାଇଁ ୧୦ଟି ଟିମ୍ ଗଠନ କରାଯାଇଥିବା କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ: ପରିବାର ଲୋକେ ଦେଲେ ଚେତାବନୀ

ଭୁବନେଶ୍ୱର/ବାରଙ୍ଗ,୨୬ା୫(ତ୍ରିନାଥ ମହାନ୍ତି/ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ହାଜତରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗରେ ସୋମବାର ରାତିରେ ଉତ୍ତେଜନା ଦେଖିବାକୁ ମିଳିଛି। ସ୍ଥାନୀୟ ଚଣ୍ଡୀପ୍ରସାଦ ଗ୍ରାମର ଶତାଧିକ ମହିଳାପୁରୁଷ ରାତିତମାମ…

ମହିଳାଙ୍କୁ ପାଗଳ କଲା ପରକୀୟା ପ୍ରୀତି, ସ୍ବାମୀଙ୍କୁ ବିଦ୍ୟୁତ୍‌ ଶକ୍‌ ଦେଇ ମାରିଲେ ସ୍ତ୍ରୀ

ବରେଲି,୨୬।୫: ଉତ୍ତରପ୍ରଦେଶର ବରେଲିରେ ଜଣେ ମହିଳାଙ୍କ ପରକୀୟା ପ୍ରୀତିକୁ ସ୍ବାମୀ ବିରୋଧ କରିବାରୁ ସେ ପ୍ରେମିକ, ଭଉଣୀ ଓ ଭଉଣୀଙ୍କ ପୁରୁଷ ବନ୍ଧୁ ସହ ମିଶି ସ୍ବାମୀଙ୍କୁ…

ଆଉ ଏକ ଝଟକା….ପୁଣି ଥରେ ବଢ଼ିଲା CNG ଦର, ୧୨ ଦିନ ମଧ୍ୟରେ ଚତୁର୍ଥ ଥର ପାଇଁ ବୃଦ୍ଧି

ନୂଆଦିଲ୍ଲୀ,୨୬।୫:  ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ସହିତ ଜଡ଼ିତ ସାଧାରଣ ଲୋକଙ୍କୁ ପୁଣି ମହଙ୍ଗା ମାଡ଼ । CNG ମଧ୍ୟ କ୍ରମଶଃ ମହଙ୍ଗା ହେଉଛି। ମଙ୍ଗଳବାର…

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri