ଆଜିଠୁ ପିଜି ନାମଲେଖା ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୧୬।୯(ବ୍ୟୁରୋ): ରାଜ୍ୟର ବିଭିନ୍ନ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟରେ ସ୍ନାତକତ୍ତୋର (ପିଜି) ପାଠ୍ୟକ୍ରମରେ ଶୁକ୍ରବାରଠୁ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି। ମେଧା ତାଲିକା ପ୍ରକାଶ ପାଇବା ପରେ ଯୋଗ୍ୟ ବିବେଚିତ ଛାତ୍ରୀଛାତ୍ର ଶୁକ୍ରବାର ଏବଂ ଶନିବାର ନାମ ଲେଖାଇବେ। ଏହା ପରେ ଆସନ୍ତା ୨୩ ତାରିଖରେ ଦ୍ବିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ତେବେ ଯେଉଁ ଛାତ୍ରୀଛାତ୍ରଙ୍କ ମେଧା ତାଲିକାରେ ଥିବ ସେମାନେ  ଆସନ୍ତା ୨୪ ଏବଂ ୨୫ ତାରିଖରେ ନାମ ଲେଖାଇ ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ଆରମ୍ଭରୁ କରୋନାର କରାଳ ରୂପ: ୭ ଦିନରେ ଚିହ୍ନଟ ହେଲେଣି ୩ହଜାରରୁ ଅଧିକ ଆକ୍ରାନ୍ତ, ବଢ଼ୁଛି ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର, ୭।୭(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଜୁଲାଇ ପ୍ରଥମ ସପ୍ତାହ ଅର୍ଥାତ୍‌ ୭ ଦିନ...

ଶିଶିର ସରସ ମେଳା ଆରମ୍ଭ

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ବିଭିନ୍ନ ଆକର୍ଷଣୀୟ ସାମଗ୍ରୀକୁ ନେଇ ୟୁନିଟ୍‌-୩ସ୍ଥିତ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆରେ ମଙ୍ଗଳବାରଠାରୁ ଶିଶିର ସରସ ମେଳା ଆରମ୍ଭ ହୋଇଛି। ଏହା ଜାନୁୟାରୀ ୬ତାରିଖ ପର୍ଯ୍ୟନ୍ତ...

୩୦ରୁ ୪୦ କିମି ବେଗରେ ବହୁଛି ପବନ, ଲାଗି ରହିଛି ବର୍ଷା

ଭୁବନେଶ୍ୱର,୫ା୧୨(ବ୍ୟୁରୋ): ବାତ୍ୟା ‘ଜଓ୍ବାଦ’ ଦୁର୍ବଳ ହେବା ପରେ ଅବପାତରେ ପରିଣତ ହୋଇ ଓଡ଼ିଶା ଉପକୂଳରେ ଘଣ୍ଟାପ୍ରତି ୧୮ କିଲୋମିଟର ବେଗରେ ଉତ୍ତର-ପୂର୍ବ ଦିଗ ଦେଇ ଗତି...

ଭିନ୍ନକ୍ଷମଙ୍କୁ ଟିକିଏ ସ୍ନେହ, ଚେନାଏ ହସ ବାନ୍ଧିରଖିଛି

ମହାକାଳପଡ଼ା, ୧୪ା୨(ଡି.ଏନ୍‌.ଏ.): ପ୍ରେମ ଶାଶ୍ୱତ ଓ ଚିରନ୍ତନ ସତ୍ୟ। ପ୍ରେମ ମାନେନା ଜାତି, ଧର୍ମ, ବର୍ଣ୍ଣ। ନିର୍ବିଶେଷରେ ଗୋଟିଏ ହୃଦୟ ସହ ଅନ୍ୟ ଏକ ହୃଦୟର...

କରୋନା ମୁକାବିଲା: ବମିଖାଲରେ ବଢ଼ିଲା ସାନିଟାଇଜ୍‌ ବ୍ୟବସ୍ଥା

କଟକରୋଡ, ୬।୪ (ଡି.ଏନ୍‌.ଏ.): ରାଜଧାନୀ ଭୁବନେଶ୍ୱରର କେତେକ ଅଞ୍ଚଳରେ କରୋନା ଭୂତାଣୁ ବ୍ୟାପିବା ନେଇ ସାନିଟାଇଜ ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି। ରବିବାର ବମିଖାଲ ଅଞ୍ଚଳରେ ଗୋଟିଏ...

୧୧ ନିୟୁତ ବେଆଇନ ଶରଣାର୍ଥୀଙ୍କୁ ନାଗରିକତ୍ୱ ମିଳିବ

ଓ୍ବାଶିଂଟନ, ୧୫ା୧୦:ଆମେରିକା ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଡେମୋକ୍ରାଟିକ୍‌ ପାର୍ଟି ରାଷ୍ଟ୍ରପତି ପ୍ରାର୍ଥୀ ଜୋ ବିଡେନ୍‌ ଜନମତକୁ ପ୍ରଭାବିତ କରିବା ଲାଗି ଏକ ବଡ଼ ଘୋଷଣା କରିଛନ୍ତି।...

ଶ୍ରୀମନ୍ଦିରରେ ସହଜ ଦର୍ଶନର ନୂଆ ଉପାୟ

ପୁରୀ ଅଫିସ,୨।୩: ମହାପ୍ରଭୁଙ୍କୁ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ପ୍ରତ୍ୟହ ବହୁସଂଖ୍ୟାରେ ଶ୍ରଦ୍ଧାଳୁ ଆସୁଛନ୍ତି। ଏମାନଙ୍କ ମଧ୍ୟରେ ଅନେକ ଭିଆଇପି ଏବଂ ଭିଭିଆଇପି ବି ରହୁଛନ୍ତି। ସେମାନଙ୍କୁ...

ତହସିଲଦାରଙ୍କ ନାଁରେ ମାମଲା, ଲିଜ୍‌ଧାରୀ ଗିରଫ

ବାରିପଦା ଅଫିସ,୩।୫ ମୟୂରଭଞ୍ଜ ଜିଲା ବଡ଼ସାହି ତହସିଲ ଅଧୀନ ଆରପଟା ଓ ଡିଙ୍ଗିରା ବାଲି ସଇରାତରୁ ବେଆଇନ ବାଲି ଉତ୍ତୋଳନ ଘଟଣା ଭିନ୍ନମୋଡ଼ ନେଇଛି। ଜାତୀୟ...

Advertisement
Archives

Model This Week