Posted inଖେଳ

ଭାରତୀୟ ପେସରଙ୍କ ନାମରେ ପ୍ରଥମ ସେସନ

ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲର ୫ମ ଦିନରେ ପ୍ରଥମ ସେସନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ପେସରଙ୍କ ନାମରେ ରହିଛି। ଖେଳ ଆରମ୍ଭ ହେବାର ପ୍ରଥମ ଘଣ୍ଟା ନ୍ୟୁଜିଲାଣ୍ଡର ଅଧିନାୟକ କେନ ଓ୍ବିଲିୟମସନ ଓ ରସ ଟେଲର ବେଶ୍‌ ଧୈର୍ଯ୍ୟର ସହ ଖେଳିଥିଲେ। କିନ୍ତୁ ଡ୍ରିଙ୍କ୍ସ ପରେ ବଦଳି ଯାଇଛି ମ୍ୟାଚ୍‌ର ସ୍ଥିତି। ଡ୍ରିଙ୍କ୍ସ ପରେ ଖେଳାଯାଇଥିବା ୮ ଓଭର ମଧ୍ୟରେ ଭାରତକୁ ମିଳିଛି ୩ ସଫଳତା।

 

ପ୍ରଥମେ ୬୪ତମ ଓଭରରେ ରସ ଟେଲର (୧୧)ଙ୍କୁ ଶୁବମାନ ଗିଲଙ୍କ ହାତରେ କ୍ୟାଚ୍‌ ଆଉଟ୍‌ କରି ପ୍ୟାଭେଲିଅନ ବାଟ ଦେଖାଇଥିଲେ ମହମ୍ମଦ ଶାମି। ସେହିଭଳି ହେନରୀ ନିକୋଲାସ (୭) ୬୯ତମ ଭରରେ ଇଶାନ୍ତ ଶର୍ମାଙ୍କ ଶିକାର ପାଲଟିଥିଲେ। ପରବର୍ତ୍ତୀ ଓଭରରେ କ୍ୟାରିୟରର ଅନ୍ତିମ ମ୍ୟାଚ୍‌ ଖେଳୁଥିବା ବି ଜେ ଓ୍ବାଟଲିଂ(୧)ଙ୍କ କାଳ ସାଜିଥିଲା ଶାମିଙ୍କ ବଲ। ଫଳରେ ପ୍ରଥମ ସେସନ ଶେଷ ସୁଦ୍ଧା ନ୍ୟୁଜିଲାଣ୍ଡ ୫ ଉଇକେଟ ହରାଇ ୧୩୫ ରନ୍‌ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋଷେଇ ଘରୁ ବାହାରିଲା ୮ ଫୁଟ୍‌ ଅହିରାଜ, ଉଦ୍ଧାର ବେଳେ ପାଟିରୁ ବାହାରିଲା ଢମଣା ସାପ, ଦେଖିବାକୁ ଲୋକଙ୍କ ଭିଡ଼

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ପଞ୍ଚାୟତ ଜୟନଗର ଗ୍ରାମର ସିମାଞ୍ଚଳ ସ୍ବାଇଁଙ୍କ ଘରୁ ଏକ ୮ ଫୁଟ୍‌ ଲମ୍ବର କିଙ୍ଗକୋବ୍ରା…

ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କହିଲେ ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୧୦ା୭: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ନୂଆ ଆବେଦନକାରୀଙ୍କ ସମୀକ୍ଷା ପରେ ପ୍ରଭାତୀ କହିଛନ୍ତି, ସୁଭଦ୍ରା ପାଇଁ…

ଗାଁ ପୋଖରୀରେ ଗାଧୋଉଥିବାବେଳେ ଗଭୀର ପାଣିରେ ବୁଡ଼ିଗଲେ ପିଣ୍ଟୁ, ହସ୍ପିଟାଲରେ ଡାକ୍ତର କଲେ ମୃତ ଘୋଷଣା

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମ ପୋଖରୀରୁ ଜଣେ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ…

‘ମୋତେ ଚୁପ୍ କରିବାକୁ ହେଲେ ମାରିବାକୁ ପଡିବ’, ଭାଜପାକୁ ଚ୍ୟାଲେଞ୍ଜ ଦେଲେ ଦିଦି

କୋଲକାତା,୧୦।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ଭାଜପା ଉପରେ କଡ଼ା ଆକ୍ରମଣ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ…

‘କେନ୍ଦୁଝର ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ରାଜ୍ୟ ସରକାର ଅଣଦେଖା କଲେ ଆନ୍ଦୋଳନ ହେବ’

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅସ୍ତିତ୍ୱ ରକ୍ଷା ନ ହେଲେ ଆନ୍ଦୋଳନ ହେବ। ଆମ ଆଦ୍‌ମୀ ପାର୍ଟି, କେନ୍ଦୁଝରର ସ୍ପଷ୍ଟ ମତ ହେଉଛି ଯେ,…

ମ୍ୟାନେଜମେଣ୍ଟ ଉପରେ ବର୍ଷିଲା BCCI: ବିପଦରେ ଗୌତମ ଗମ୍ଭୀରଙ୍କ ଚାକିରି!

ନୂଆଦିଲ୍ଲୀ, ୧୦।୭: ଇଂଲଣ୍ଡ ଗସ୍ତରେ ଲଗାତାର ତିନୋଟି ଟି-୨୦ ମ୍ୟାଚରେ ପରାଜୟ ପରେ ଟିମ ଇଣ୍ଡିଆର କୋଚିଂ ଷ୍ଟାଫ୍‌ଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରେ। ରିପୋର୍ଟ ଅନୁଯାୟୀ,…

ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ମାସରେ ହେବା ନେଇ ସୂଚନା

ଭୁବନେଶ୍ୱର,୧୦।୭: ଓଡ଼ିଶା ପଞ୍ଚାୟତ ନିର୍ବାଚନକୁ ନେଇ ଆସିଛି ଏକ ବଡ଼ ଅପଡେଟ୍‌। ଏଥର ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟାରେ ନିର୍ବାଚନ ଏପ୍ରିଲ କିମ୍ବା ମେ’ ମାସ ଆଡ଼କୁ…

ଟ୍ରାକ୍ଟର ଡାଲାରେ ବସି ଗଲେ ବିଜେଡି ନେତା, ଭିଡିଓ ଭାଇରାଲ ପରେ…

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାକୁ ବିଜେଡି ଦଳର ରାଜ୍ୟର ଏକ ଟିମ୍‌ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସ ବର୍ମାଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri