ପହିଲି ଶୀତରେ ପହିଲି ପର୍ଯ୍ୟଟକ: ଭୋଜି ପାଇଁ ଲଗାଇଲେ ଭିଡ଼, ବୁଲିଲେ କଫି ବଗିଚା

ଦାରିଙ୍ଗବାଡ଼ି,୧୭ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଯେମିତି ତାପମାତ୍ରା କମିବାରେ ଲାଗିଛି ସେହିଭଳି ଶୀତ ମଧ୍ୟ ଧୀରେ ଧୀରେ ସ୍ପର୍ଶ କରିବାରେ ଲାଗିଛି। ଏହାର ମଜା ଉଠାଇବା ପାଇଁ ରବିବାର ପର୍ଯ୍ୟଟକଙ୍କ ଭିଡ଼ ଜମିଛି। ଡୁଲୁରୀ ପାଇନବଣ ସମେତ ଦାରିଙ୍ଗବାଡ଼ିର ମିଡିୟୁବାନ୍ଦା ଜଳପ୍ରପାତ,ସରାମୁଳି ପଞ୍ଚାୟତର ଯୋଗୀମଠ, କିରିକୁଟିର ଲଭର୍ସ ପଏଣ୍ଟ, କିସୁବାଡ଼ି ଜଳପ୍ରପାତ ଆଦି ଅଞ୍ଚଳରେ ବଣ ଭୋଜି ପାଇଁ ପ୍ରବଳ ଭିଡ଼ ଲାଗିରହିଛି।

ସେହିପରି ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଥିବା କଫି ବଗିଚା, କଫି କାଫେ ସମେତ ଶାନ୍ତି ଉପତ୍ୟକା, ସୁଲେଇ ସରୁ ଭିୟୁ, ହିଲ୍‌ଭିୟୁ ପାର୍କ, ନେଚର ପାର୍କ ଆଦି ପର୍ଯ୍ୟଟନକ୍ଷେତ୍ର ବୁଲିବା ସହ ମଜା ନେଇଛନ୍ତି। ରବିବାର ଛୁଟି ରହିଥିବା ବେଳେ ଛାଡ଼ ଖାଇ ପରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକ ଏହାର ଭରପୂର ଫାଇଦା ନେଇଛନ୍ତି। ଦାରିଙ୍ଗବାଡ଼ିରେ ତାପମାତ୍ରା ୧୨ ଡିଗ୍ରୀ ରହିଥିବା ବେଳେ ଶୀତ ମଧ୍ୟ ଅନୁଭୂତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ମଧ୍ୟରେ ଶାନ୍ତି ଚୁକ୍ତିକୁ ଭାରତର ସ୍ବାଗତ: ପ୍ରଧାନମନ୍ତ୍ରୀ ମୋଦି କହିଲେ, ମୁଁ ଏହି ଚୁକ୍ତିକୁ…

ନୂଆଦିଲ୍ଲୀ,୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଶାନ୍ତି ଚୁକ୍ତିକୁ ସ୍ବାଗତ କରିଛନ୍ତି। ଏହି ଚୁକ୍ତି ଏହି ଅଞ୍ଚଳରେ ଶାନ୍ତି ଏବଂ ସ୍ଥିରତା…

ବହୁ ଖୋଜାଖୋଜିି ପରେ ବି ମିଳିଲେନି: ଏବେ ଜଙ୍ଗଲରେ…

ଭଞ୍ଜନଗର, ୧୫।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ତାରସିଂ ଥାନା ପୋଲିସ ସୋମବାର ବ୍ରାହ୍ମଣପଦର ନିକଟସ୍ଥ ଜଙ୍ଗଲରୁ ଜଣେ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ…

ବଡ଼ ଭାଇର ପ୍ରେମ ପାଇଁ ସାନ ଭାଇକୁ ଗୁଳି: ପାଣ୍ଡରାସିଙ୍ଗାରେ ରାସ୍ତାରୋକ, ହତ୍ୟାକାଣ୍ଡକୁ ନେଇ ତୀବ୍ର ଉତ୍ତେଜନା

ଗଣିଆ,୧୫।୬: ନୟାଗଡ଼ ଜିଲାର ଗଣିଆ ଅଞ୍ଚଳରେ ଗ୍ୟାରେଜ ମାଲିକ ରବୀନ୍ଦ୍ରଙ୍କ ହତ୍ୟା ଘଟଣାକୁ ନେଇ ସୋମବାର ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। କଣ୍ଟିଲୋ–ଗଣିଆ ମୁଖ୍ୟ ରାସ୍ତାର ପାଣ୍ଡରାସିଙ୍ଗା…

ପୋଖରୀର ଦୂଷିତ ପାଣି ପିଉଛନ୍ତି ଗ୍ରାମବାସୀ

ମହାକାଳପଡ଼ା,୧୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟ୍‌ଛେଲା ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ମହିଳାମାନେ ପାନୀୟଜଳ ସମସ୍ୟା ଯୋଗୁ ଗଡ଼ିଆ, ପୋଖରୀର…

୧୮ରେ ଖୋଲିବ ସ୍କୁଲ; ଖରା ବଢ଼ିଲେ ପୁନର୍ବିଚାର…

ଭୁବନେଶ୍ୱର,୧୫।୬: ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ନେଇ ସ୍କୁଲ ଖୋଲିବା ନ ଖୋଲିବା ଚର୍ଚ୍ଚା ମଧ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୋମବାର ମସ୍ପଷ୍ଟ କରିଛନ୍ତି।…

କେନାଲ ଗଛରେ ଝୁଲୁଛି ମେଡିକାଲ କର୍ମଚାରୀଙ୍କ ମୃତଦେହ

ଭବାନୀପାଟଣା,୧୫।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଉଦେପୁର-ଗୋପିନାଥପୁର କେନାଲ ନିକଟସ୍ଥ ଏକ ଗଛରୁ ସୋମବାର ଜଣେ ମେଡିକାଲ କର୍ମଚାରୀଙ୍କ ଝୁଲନ୍ତା ମୃତ…

ଆମେରିକା-ଇରାନ ଚୁକ୍ତି ଭାରତର ବଲ୍ଲେ-ବଲ୍ଲେ: ପାଇବ ସର୍ବାଧିକ ଲାଭ

ନୂଆଦିଲ୍ଲୀ,୧୫।୬: ମାସ ମାସର ସଂଘର୍ଷ ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶେହବାଜ…

ସର୍ଟସର୍କିଟ୍‌ରୁ ଅଗ୍ନିକାଣ୍ଡ: ୩ ବଖରା ଘର ଜଳିପୋଡ଼ି ଛାରଖାର

ତିହିଡି,୧୫।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ କୋଠାର ପଞ୍ଚାୟତର ମହନ୍ତ ସାହିରେ ସୋମବାର ଏକ ଅଭାବନୀୟ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ସୁବାସ ଚନ୍ଦ୍ର ସେଠୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri