Posted inଜାତୀୟ

ଭାରତରେ ପ୍ରଥମ: ଝିଅରୁ ପୁଅ ହୋଇଥିବା ଯୁବକ କଲେ ବିବାହ

ଇନ୍ଦୋର,୮।୧୨:ଇନ୍ଦୋରରେ ମହିଳାରୁ ପୁରୁଷ ହୋଇଥିବା ଜଣେ ଯୁବକ ବିବାହ କରିଛନ୍ତି। ଦେଶରେ ଏହା ପ୍ରଥମ ଘଟଣା। ସ୍ବତନ୍ତ୍ର ବିବାହ ଅଧିନିୟମ ଅନୁଯାୟୀ ଜଣେ ଯୁବତୀଙ୍କୁ ବିବାହ କରିଥିଲେ। ଏହି ବିବାହ ଅଳକାରୁ ଅସ୍ତିତ୍ୱ ହୋଇଥିବା ଏହି ଆସ୍ତା ନାମକ ଜଣେ ଯୁବତୀଙ୍କୁ ବିବାହ କରିଛନ୍ତି।
ଉଭୟ ପରିବାରର ୨୫ ଜଣ ବ୍ୟକ୍ତି କୋର୍ଟ ବିବାହରେ ଭାଗ ନେଇଥିଲେ। ଗତବର୍ଷ ତାଙ୍କର ୪୭ତମ ଜନ୍ମଦିନରେ, ଅଲକା ଅସ୍ତ୍ରୋପଚାର କରି ମହିଳାରୁ ପୁରୁଷକୁ ଲିଙ୍ଗ ପରିବର୍ତ୍ତନ କରିଥିଲେ। ଏହା ପରେ ସେ ତାଙ୍କ ନାମ ଅସ୍ତିତ୍ୱରେ ବଦଳାଇଥିଲେ।
ଅସ୍ତିତ୍ୱ ତାଙ୍କ ଭଉଣୀଙ୍କ ବନ୍ଧୁଙ୍କୁ ବିବାହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାର ଟଙ୍କା ପରିଶୋଧକୁ କେନ୍ଦ୍ରକରି ଛୁରୀରେ ମରଣାନ୍ତକ ଆକ୍ରମଣ ; ଜାମିନ ଆବେଦନ ଖାରଜ ହେବାରୁ ୨ ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର ଚନ୍ଦନ ସ୍ବାଇଁଙ୍କ ଠାରୁ ଗ୍ରାମର ଏ.ସନ୍ତୋଷ ପାତ୍ର ଗତ ପ୍ରାୟ ୩ ମାସ ପୂର୍ବେ…

ଦ୍ୱିପାକ୍ଷିକ ବୈଠକ ପୂର୍ବରୁ ମୋଦିଙ୍କୁ ଏ କ’ଣ କହିଦେଲେ ଟ୍ରମ୍ପ? ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ (G-7) ସମିଟ ଅବସରରେ ଆଜି ବୁଧବାର (୧୭ ଜୁନ,…

ଧାନକିଣାରେ ଅବ୍ୟବସ୍ଥା: ଚିନ୍ତାରେ ଶତାଧିକ ଚାଷୀ

ତିହିଡ଼ି,୧୭ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ ଧାନ ଅମଳ…

ଭାଜପାରେ ସାମିଲ ହେଲେ ବିଜେଡି-କଂଗ୍ରେସର ବହୁ କର୍ମକର୍ତ୍ତା

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପଡ଼ିଆ ସଦର ବ୍ଲକ କଲ୍ୟାଣମଣ୍ଡପଠାରେ ଭାରତୀୟ ଜନତା ପାର୍ଟିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ମିଶ୍ରଣ ପର୍ବରେ ମାଲକାନଗିରି ବିଧାୟକ…

ପ୍ରବଳ ଖରା ଯୋଗୁ ସକାଳୁଆ ସ୍କୁଲ, ଜାଣନ୍ତୁ କେଉଁ ଜିଲାରେ ହେଲା ଘୋଷଣା

ନୂଆପଡା,୧୭।୬: ପ୍ରବଳ ଖରା ଏବଂ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଓଡ଼ିଶାର ଅନେକ ଜିଲାରେ ପାରଦ ୪୦ରୁ ୪୫ ଡିଗ୍ରୀ ଉପରେ ରହୁଥିବା ବେଳେ ଉଚ୍ଚ…

ଆନ୍ତଃଜିଲା ବାଇକ ଚୋରି ର଼୍ୟାକେଟ୍‌ର ପର୍ଦ୍ଦାଫାଶ, ୭ ଗିରଫ

ରିଷିଡା ୧୭।୬: (ସୁଶାନ୍ତ ମଲ୍ଲିକ): ମ.ରାମପୁର ପୋଲିସକୁ ମିଳିଛି ବଡ଼ ସଫଳତା । ଆନ୍ତଃ ଜିଲା ବାଇକଚୋରି ର଼୍ୟାକେଟ ବର୍ତ୍ତମାନ ପୋଲିସ ହାତରେ । ଦୀର୍ଘଦିନ ଧରି…

ସ୍ବାଧୀନତାର ୭୮ ବର୍ଷ ପରେ ବି ଅନ୍ଧାରରେ ଗ୍ରାମବାସୀ: ଦେଲେ ଏଭଳି ଚେତାବନୀ, ବିଜୁଳି ନ ମିଳିଲେ …

ଥୁଆମୁଳ ରାମପୁର, ୧୭।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଆଦିବାସୀ ଅଧ୍ୟୁଷିତ ଥୁଆମୁଳ ରାମପୁର ବ୍ଲକ ଅଧୀନସ୍ଥ ‘ତୁମୋନୀଖୋଲ’ ଗ୍ରାମକୁ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ପହଞ୍ଚି…

ସୁବର୍ଣ୍ଣପୁର ପରେ ଏହି ଜିଲାରେ ସ୍କୁଲ ଛୁଟି, ୨୨ରେ ଖୋଲିବ ସ୍କୁଲ

ଭୁବନେଶ୍ୱର,୧୭।୬: ପ୍ରବଳ ଖରା ଏବଂ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଓଡ଼ିଶାର ଅନେକ ଜିଲାରେ ପାରଦ ୪୦ରୁ ୪୫ ଡିଗ୍ରୀ ଉପରେ ରହୁଥିବା ବେଳେ ଉଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri