ଦିଲ୍ଲୀ ଏମ୍ସ୍‌ର କରୋନା ଯୋଦ୍ଧା ନେଲେ ପ୍ରଥମ ଟିକା

ନୂଆଦିଲ୍ଲୀ,୧୬।୧: ଦେଶରେ ଶନିବାରଠାରୁ ସାର୍ବଜନୀକ କରୋନା ଟିକାକରଣ ଅଭିଯାନ ଆରମ୍ଭ ହୋଇଛି। ପ୍ରଥମ ଟିକା ଦିଲ୍ଲୀ ଏମ୍ସ୍‌ର କରୋନା ଯୋଦ୍ଧାଙ୍କୁ ଦିଆଯାଇଛି। ହସ୍ପିଟାଲର ସଫେଇ କର୍ମଚାରୀ ମନିଶ କୁମାର ପ୍ରଥମେ ଟିକା ନେଇଛନ୍ତି। ଏହି ଅବସରରେ କେନ୍ଦ୍ରୀୟ ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ, ଏମ୍ସ୍‌ର ନିର୍ଦ୍ଦେଶକ ଡ. ରଣଦୀପ୍‌ ଗୁଲେରିଆ ଏବଂ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ। ରଣଦୀପ୍‌ ମଧ୍ୟ କରୋନା ଟିକା ନେଇଛନ୍ତି। ଏହି ଅବସରରେ ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, କରୋନା ବିରୋଧରେ ଜାରି ରହିଥିବା ଲଢ଼େଇରେ ଟିକା ସଞ୍ଜିବନୀ ଭଳି କାମ ଦେବ। ଏବେ ଲଢ଼େଇ ଅନ୍ତିମ ତଥା ନିର୍ଣ୍ଣାୟକ ମୋଡ଼ରେ ପହଞ୍ଚିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଫାଲକୁ ନେଇ ଭାରତୀୟ ବାୟୁ ସେନାକୁ ଶୁଭେଚ୍ଛା ଜଣାଇଲେ ଧୋନି

ନୂଆଦିଲ୍ଲୀ,୧୦ ।୯: ଭାରତୀୟ କ୍ରିକେଟ ଦଳର ପୂର୍ବତନ କ୍ୟାପଟେନ ମହେନ୍ଦ୍ର ସିଂ ଧୋନିଙ୍କ ସେନା ପ୍ରେମ ଦେଖିବାକୁ ମିଳିଛି । ଭାରତୀୟ ସେନା ପକ୍ଷରୁ ଧୋନିଙ୍କୁ...

ନିର୍ବାଚନରେ ପରାସ୍ତ ହେବାପରେ କାନ୍ଦିଲେ ଟିକ୍‌ଟକ୍‌ ଷ୍ଟାର୍‌ ସୋନାଲି

ଚଣ୍ଡିଗଡ,୨୫।୧୦: ଟିକ୍‌ଟକ୍‌ ଷ୍ଟାର ସୋନାଲି ଫୋଗାଟ ନିର୍ବାଚନ ମୈଦାନରେ ଫେଲ୍‌ ମାରିବା ପରେ ଚିରାଚରିତ ଟିକ୍‌ଟକ୍‌ ଭିଡିଓ କରି ନିଜ ପ୍ରତିକ୍ରିୟା ଦେଇଛନ୍ତି। ପରାଜୟ ପରେ...

ଡ୍ରଗ୍ସ ମାମଲାରେ ଅଷ୍ଟ୍ରେଲୀୟ ଗିରଫ

ନୂଆଦିଲ୍ଲୀ,୧୪।୧୧: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଓ ବଲିଉଡ୍‌ ଡ୍ରଗ୍ସ ମାମଲାକୁ ନେଇ ଏକାଧିକ ବ୍ୟକ୍ତିଙ୍କୁ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି) ଜେରା କରିବା ପରେ...

ଜାତୀୟ ନିଯୁକ୍ତି ଏଜେନ୍ସି ସ୍ଥାପନକୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ, ୨୦।୮(ଆଇଏନ୍‌ଏସ୍‌): ଜାତୀୟ ନିଯୁକ୍ତି ଏଜେନ୍ସି ସ୍ଥାପନକୁ ବୁଧବାର କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିଛି। ଅଧିକାଂଶ କେନ୍ଦ୍ରୀୟ ସରକାରୀ ଚାକିରି ପାଇଁ ଏହି ସଂସ୍ଥା ସାଧାରଣ...

ରାଜଧାନୀରେ ଗାଡ଼ି ଚଳାଇବା ସମୟରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ!

ନୂଆଦିଲ୍ଲୀ,୧୯ ।୧୧: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ପୁଣିଥରେ ବଢି ଯାଇଛି । ଏହାକୁ ଦେଖି ବୁଧବାର ସରକାର ହାଇକୋର୍ଟଙ୍କୁ କହିଛନ୍ତି ଯେ ରାଜଧାନୀରେ ଗାଡ଼ି...

ଭାଜପା ବରିଷ୍ଠ ନେତା ଜିବିଏଲ୍‌ ନରସିଂହ ରାଓଙ୍କ ଉପରକୁ ଜୋତା ମାଡ଼

ନୂଆଦିଲ୍ଲୀ,୧୮।୪: ଭାଜପାର ବରିଷ୍ଠ ନେତା ଜିବିଏଲ୍‌ ନରସିଂହ ରାଓଙ୍କ ଉପରକୁ ଜୋତା ମାଡ଼ ହୋଇଛି। ଦିଲ୍ଲୀସ୍ଥିତ ଭାଜପାର ମୁଖ୍ୟାଳୟରେ ନରସିଂହ ଅନ୍ୟ ଜଣେ ଦଳୀୟ ସଦସ୍ୟ...

ସାନିଟାଇଜର୍‌ର ବହୁଳ ବ୍ୟବହାର କ୍ଷତିକାରକ

ନୂଆଦିଲ୍ଲୀ, ୧୭।୩: ସାରା ବିଶ୍ୱରେ କରୋନା ଭାଇରସ ବ୍ୟାପିବାରେ ଲାଗିଛି। ଏ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଥିବା ବେଳେ ଡାକ୍ତର ଏବଂ ବିଶେଷଜ୍ଞମାନେ...

ନିର୍ଭୟା ମାମଲା: କାନ୍ଥରେ ମୁଣ୍ଡ ବାଡେଇ ଆହତ ହେଲେ ବିନୟ

ନୂଆଦିଲ୍ଲୀ,୨୦।୨: ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଦୋଷୀ ବିନୟ ଶର୍ମା ନିଜେ ରହୁଥିବା ସେଲ୍‌ର କାନ୍ଥରେ ମୁଣ୍ଡ ବାଡେଇ ନିଜକୁ ଆହତ କରିଥିବା ସୂଚନା ମିଳିଛି।...

Advertisement


Archives

Model This Week