Posted inଜାତୀୟ

ପୋଲିସ ଷ୍ଟେଶନରେ ଖେଳୁଛନ୍ତି ମାଛ-ସାପ

ପାଟନା, ୨୮।୭: ଲଗାତାର ବର୍ଷା ଯୋଗୁ ବିହାରରେ ବନ୍ୟା ଦେଖାଦେଇଛି। ରାସ୍ତାଘାଟ ବନ୍ୟା ଜଳରେ ବୁଡ଼ି ରହିଛି। ଏପରିସ୍ଥଳେ ଦରଭଙ୍ଗାର କୁଶେଶ୍ୱରସ୍ଥାନ ପୋଲିସ ଷ୍ଟେଶନରେ ବନ୍ୟା ଜଳ ପଶିଛି। ଷ୍ଟେଶନରେ ମାଛ ଏବଂ ସାପ ଖେଳୁଥିବାର ଫଟୋ ଓ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ତେବେ ବି ପୋଲିସ ଜୀବନକୁ ଖାତିର ନ କରି ଡ୍ୟୁଟି କରୁଛନ୍ତି। ପାଟ୍ରୋଲିଂ ପାଇଁ ପୋଲିସଙ୍କ ପାଖରେ ବୋଟ୍‌ ନ ଥିବା ଷ୍ଟେଶନ ପକ୍ଷରୁ ଅଭିଯୋଗ କରାଯାଇଛି। ତେଣୁ ଷ୍ଟେଶନର କର୍ମଚାରୀମାନେ ଟଙ୍କା ଆଦାୟ କରି ଭଡ଼ାରେ ବୋଟ୍‌ ଆଣି ନିକଟବର୍ତ୍ତୀ ଗାଁ ଗୁଡ଼ିକୁ ପାଟ୍ରୋଲିଂରେ ଯାଉଥିବା କୁହାଯାଉଛି। ଷ୍ଟେଶନର କେତେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ପାଣିରେ ନଷ୍ଟ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri