ଦାରିଙ୍ଗବାଡ଼ିରେ ମାଛ ମଡ଼କ: ଲକ୍ଷାଧିକ ଟଙ୍କାର କ୍ଷତିକୁ ନେଇ ଚିନ୍ତାରେ ଚାଷୀ

ଦାରିଙ୍ଗବାଡି,୬।୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ କାରିପାଙ୍ଗା ଗ୍ରାମରେ ମାଛ ମଡ଼କ ଦେଖାଯାଇଛି। ଉକ୍ତ ଗ୍ରାମର ଅମରେନ୍ଦ୍ର ପ୍ରଧାନ ଦେଶୀ ପ୍ରଣାଳୀରେ ମାଛ ଚାଷ କରୁଥିବା ବେଳେ ଏବେ ମାଛ ମଡ଼କକୁ ନେଇ ସେ ଲକ୍ଷାଧିକ ଟଙ୍କା କ୍ଷତି ସହିଥିବା କହିଛନ୍ତି।
କିଛିଦିନ ତଳେ ସେ ତାଙ୍କ ପୋଖରୀରେ ମାଛ ଯାଆଁଳ ଛାଡ଼ିଥିବା ବେଳେ ସୋମବାର ସମସ୍ତ ମାଛ ଯାଆଁଳଗୁଡିକ ମରି ଭାସୁଥିବା ଦେଖିବାକୁ ମିଳିଛି। ଏଠାରେ ମତ୍ସ ବିଭାଗର କୌଣସି ଅଧିକାରୀ ନ ଥିବା ବେଳେ କେଉଁ କାରଣରୁ ଏଭଳି ମଡ଼କ ଦେଖାଯାଇଛି ସେ ଜାଣିପାରୁ ନ ଥିବାରୁ ଅସହାୟତା ପ୍ରକାଶ କରିଛନ୍ତି।

ପ୍ରକାଶ ଯେ, ଦାରିଙ୍ଗବାଡି ଅଞ୍ଚଳର ଲୋକେ ଆନ୍ଧ୍ର ମାଛ ଉପରେ ନିର୍ଭର କରିଆସୁଛନ୍ତି। ହେଲେ କିଛି ବର୍ଷ ହେଲା ସରକାରଙ୍କ ମୋ ପୋଖରୀ ଯୋଜନାରେ ପୋଖରୀ ଓ ମାଛ ଚାଷକୁ ଗୁରୁତ୍ୱ ଦିଆଯାଉଥିବାରୁ ସ୍ଥାନୀୟ ଲୋକ ମାଛ ଚାଷ କରିବାକୁ ଆଗ୍ରହ ପ୍ରକାଶ କରୁଛନ୍ତି। ଏବେ ମାଛ ମଡ଼କ ଯୋଗୁ ଏବେ ଚିନ୍ତା ବଢ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁରରେ ପୁଣି ଏନ୍‌କାଉଣ୍ଟର: ପୋଲିସ ଗୁଳି ଖାଇ ଏବେ ଆଇସିୟୁରେ ଅପରାଧୀ ଜଗା

ବ୍ରହ୍ମପୁର,୨୫ା୫: ଗଞ୍ଜାମ ଜିଲାରେ ଗତ ମାସକ ମଧ୍ୟରେ ୧୦ ହତ୍ୟାକାଣ୍ଡ, ଗୋଷ୍ଠୀ କନ୍ଦଳକୁ ନେଇ ଏକାଧିକ ହଣାକଟା ଘଟଣା ଯୋଗୁ ଆଇନଶୃଙ୍ଖଳା ବିପର୍ଯସ୍ତ ହୋଇପଡିଥିଲା। ଯାହାକି ପୋଲିସ…

ଶୀଥିଳ ହୋଇପଡ଼ିଛି ଧାନ ବିକ୍ରି-ଉଠାଣ ପ୍ରକ୍ରିୟା: ଚାଲିଲା ଛାନଭିନ୍‌, ଫସରଫାଟିଲା ଫଲ୍ସ ଏଣ୍ଟ୍ରି

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ରବିବାର ୨ସପ୍ତାହ ପୂରି ଯାଇଛି। ହେଲେ ଏବେ ମଧ୍ୟ କେତେକ ମିଲର୍ସ ନିୟମିତ ଭାବେ ଆସୁ ନ…

ଘରୋଇ ବିବାଦୀୟ ଜମିରେ ଗୋଷ୍ଠୀ ସାଂସ୍କୃତିକ କେନ୍ଦ୍ର ନିର୍ମାଣ: ବିଡିଓ ଦୃଷ୍ଟିଦେବାକୁ ଦାବି

ମହାକାଳପଡ଼ା, ୨୫ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ ବଗଗହଣ ଗ୍ରାମରେ ବିକଶିତ ଗାଁ ବିକଶିତ ଓଡ଼ିଶା ପ୍ରକଳ୍ପ ଯୋଜନାରେ ଷୋଳ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଶୁଭାରମ୍ଭ; ଜଳ କଳସଯାତ୍ରାରେ ସହସ୍ରାଧିକ ଶ୍ରଦ୍ଧାଳୁ ସାମିଲ, ସୋମବାରଠୁ ଶତରୁଦ୍ର ମହାଯଜ୍ଞ 

ଦିଗପହଣ୍ଡି,୨୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri