Posted inଫୁରସତ

ଇଲ୍‌କୁ ଗିଳୁଛି ମାଛ, ଦେଖନ୍ତୁ ପୂରା ଭିଡିଓ

ସୋସିଆଲ ମିଡିଆରେ ଏମିତି ଏକ ଭିଡିଓ ଭାଇରାଲ ହେଉଛି, ଯାହାକୁ ଲୋକେ ଖୁବ୍‌ ପସନ୍ଦ କରିଛନ୍ତି। ଭିଡିଓରେ ଏକ ମାଛ ଗୋଟିଏ ବଡ଼ ଇଲ୍‌କୁ ଗିଳୁଛି। ଲୋକେ ଭିଡିଓ ଦେଖି ବିଶ୍ୱାସ କରିପାରୁନାହାନ୍ତି ମାଛ କିପରି ଏତେବଡ଼ ଇଲ୍‌କୁ ଖାଇପାରିବ?
ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ମାଇକ୍ରୋବ୍ଲଗିଂ ଫ୍ଲାଟଫର୍ମରେ ଏହି ଭିଡିଓଟି ଶେୟାର କରିଛନ୍ତି। ଯେଉଁଥିରେ ସେ କୌଣସି ସମ୍ପୂର୍ଣ୍ଣ ସୂଚନା ଦେଇନାହାନ୍ତି। ଖାଲି ଏତିକି ଲେଖିଛନ୍ତି, ଯଦି ଆପଣ ଦେଖିନାହାନ୍ତି; ତାହେଲେ…

ଏହି ଅଜବ ଭିଡିଓରେ ମାଛ କିପରି କାର୍ପ ଭାବରେ ଜଣା ତାହା ସ୍ପଷ୍ଟ ହେଉଛି। ମାଛଟି ପାଣିରୁ ମୁଣ୍ଡ ଉଠାଇବା କ୍ଷଣି ଧୂଆଁ ବାହାରୁଛି। ପରେ ସେ ପାଣି ଭିତରକୁ ଚାଲିଯାଉଛି ପୁଣି ଇଲ୍‌କୁ ଖାଇବା ପାଇଁ ପ୍ରୟାସ କରୁଛି। ଶେଷରେ ସେ ଏହାକୁ ଗିଳିବାରେ ସଫଳ ମଧ୍ୟ ହୋଇଛି।

ଭିଡିଓଟି ଟୁଇଟରରେ ଗତ ୧୦ ତାରିଖରେ ଶେୟାର ହୋଇଥିବା ବେଳେ ଗୋଟିଏ ଦିନରେ ୧.୫ ଲକ୍ଷରୁ ଅଧିକ ଲୋକ ଦେଖିସାରିଲେଣି। ଜଣେ ୟୁଜର ଲେଖିଛନ୍ତି, ଦୟାକରି ଏହାର ପୂରା ଭିଡିଓ ଦେଖାନ୍ତୁ। ଏହି ଭିଡିଓ ଆମ ମନରେ ଅନେକ ପ୍ରଶ୍ନବାଚୀ ଆଣୁଛି। ସେହିପରି ଆଉ ଜଣେ ୟୁଜର ଲେଖିଛନ୍ତି, କ’ଣ? ମାଛ କିପରି ଧୂଆଁ ଛାଡ଼ିପାରିବ? ଏହା ତ ମୁଁ ପ୍ରଥମଥର ଦେଖୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଧରଣର ବ୍ରାଉନ ସୁଗାର ନେଟ୍‌ୱର୍କ ଠାବ: ବେପାରୀଙ୍କ ଟାର୍ଗେଟରେ ଥିଲେ ଛାତ୍ରୀଛାତ୍ର

ରାଉରକେଲା,୨୩।୫(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା ଅନ୍ତର୍ଗତ ପ୍ଲାଣ୍ଟସାଇଟ୍‌ ଥାନା ଅଧୀନ ମୀନାପଡ଼ା ଅଞ୍ଚଳରେ ଶନିବାର ଭୋର ସମୟରେ ଚଢାଉ କରି ଏକ ବଡ଼ଧରଣର ବ୍ରାଉନସୁଗାର ନେଟୱର୍କ…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri