Posted inଫୁରସତ

ମଣିଷ ପରି ଦେଖାଯାଉଥିବା ମାଛ

ସମୂଦ୍ରରେ ଅନେକ ପ୍ରକାରର ଜୀବ ରହିଛନ୍ତି। ଅଧିକାଂଶ ଜୀବ ଆମେ ଦେଖିନାହୁଁ। ଏବେ ଏମିତି ଏକ ମାଛ ଦେଖିବାକୁ ମିଳିଛି ଯାହାର ମୁହଁ ଏବଂ ଦାନ୍ତ ଦେଖିବାକୁ ମଣିଷ ପରି। ମାଲେଶିୟାରେ ଦେଖିବାକୁ ମିଳିଥିବା ଏହି ମାଛକୁ ଟାଇଗର ଫିସ୍‌ କୁହାଯାଉଛି। ଏହାକୁ ଦେଖିବା ପରେ ଲୋକେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଏହାର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଅନେକ ଏହି ଫଟୋକୁ ଏଡିଟିଂକରି ତା’ର ହାତ ଓ ଆଖି ମଧ୍ୟ ତିଆରି କରୁଥିବା ଦେଖିବାକୁ ମିଳୁଛି। ଏହି ମାଛର ଫଟୋକୁ ରଫ ନସିର ନାମକ ଜଣେ ବ୍ୟକ୍ତି ନିଜ ଟୁଇଟର ଆକାଉଣ୍ଟରେ ଶେୟାର କରିଛନ୍ତି। ଏଥିରେ କ୍ୟାପ୍‌ସନ ଲେଖିଛନ୍ତି, ଏହାର ଓଠ ତୁମଠାରୁ ଅଧିକ ସୁନ୍ଦର।


Enter your email to get our daily news in your inbox.

All Right Reserved By Dharitri.Com

କେବେ ନାରଙ୍ଗୀ ରଙ୍ଗର ଟୋପି ତ କେବେ କଳା ଚଷମା, ୨୦୧୯ରେ ଚର୍ଚ୍ଚାରେ ଥିଲା ମୋଦିଙ୍କ ଏହି ଲୁକ୍‌

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲାଗି ବର୍ଷ ୨୦୧୯ ସ୍ମରଣୀୟ ରହିଥିଲା। ସାଧାରଣ ନିର୍ବାଚନରେ ଭାଜପାର ସଫଳତା ଯୋଗୁ ଉକ୍ତ ବର୍ଷ ସେ ଦ୍ୱିତୀୟ ଥର ଲାଗି...

ଭାଇରସ୍‌ ଚିହ୍ନିବ ଭାଇରିୟନ

ନ୍ୟୁୟର୍କ: ପ୍ରାଣୀମାନଙ୍କ ଦେହରେ ୧୬.୭ ଲକ୍ଷରୁ ଊର୍ଦ୍ଧ୍ୱ ଅଜଣା ଭାଇରସ୍‌ ରହିଥାନ୍ତି, ଯାହାଦ୍ୱାରା ଅନେକ ସମୟରେ ଲୋକମାନେ ସଂକ୍ରମିତ ହୋଇ ଭୟଙ୍କର ରୋଗର ଶିକାର ହୋଇଥାନ୍ତି।...

ଚଷମା ପିନ୍ଧି ଭୋଟ ଦେଲେ ଯମଜ

ଅମୃତସର,୨୧।୨: ମତଦାନ ହେଉଛି ପ୍ରତ୍ୟେକ ଭାରତୀୟ ନାଗରୀକଙ୍କ ମୌଳିକ ଅଧିକାର। ମତଦାନ ଯେତିକି ଆବଶ୍ୟକ ଏହାର ଗୋପନୀୟତା ରକ୍ଷା କରିବା ମଧ୍ୟ ସେତିକି ଜରୁରୀ। ରବିବାର...

୯ ବର୍ଷରେ ୪୪ରୁ ଊର୍ଦ୍ଧ୍ୱ ହାତୀଦାନ୍ତ ଜବତ

ହାତୀକୁ ହତ୍ୟା କରି ଶିକାରୀମାନେ ତା’ର ଦାନ୍ତ ଚୋରା ଚାଲାଣ କରୁଛନ୍ତି। ୨୦୧୨ ଜୁଲାଇରୁ ଏପର୍ଯ୍ୟନ୍ତ ୯ବର୍ଷ ମଧ୍ୟରେ ୪୪ରୁ ଅଧିକ ହାତୀ ଦାନ୍ତ ଜବତ...

ଏକତା ହିଁ ଶକ୍ତି

ଏକତା ହିଁ ଶକ୍ତି। ଏକତା ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ଭାରତରେ ପ୍ରତିବର୍ଷ ୨୦ ଅକ୍ଟୋବରରେ ଜାତୀୟ ଏକତା ଦିବସ ପାଳନ କରାଯାଇଥାଏ। ସେନା ବାହିନୀଙ୍କୁସମ୍ମାନ...

ଶୁଦ୍ଧ ବାୟୁମଣ୍ଡଳର ଦେଶ ଫିନ୍‌ଲ୍ୟାଣ୍ଡ୍‌

ଭାରତର ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଏବେ ଦିନକୁ ଦିନ ବିଷାକ୍ତ ହେବାରେ ଲାଗିଛି। କେବଳ ଦିଲ୍ଲୀ ନୁହେଁ, ବାୟୁପ୍ରଦୂଷଣ ଦୃଷ୍ଟିରେ ଦୁନିଆର ସବୁଠୁ ଅଧିକ ପ୍ରଦୂଷିତ...

ବିରୋଧ ପ୍ରଦର୍ଶନ ସ୍ଥଳରେ ପ୍ଲାକର୍ଡ ଧରି କଲେ ବିବାହ

ଚେନ୍ନାଇ,୧୮।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ରାଷ୍ଟ୍ରୀୟ ନାକରିକ ପଞ୍ଜିକା(ଏନ୍‌ଆର୍‌ସି)କୁ ନେଇ ଆଜିବି ଦେଶର ବିଭିନ୍ନ ସ୍ଥାନରେ ବିରୋଧ ପ୍ରଦର୍ଶନ କରାଯାଉଛି। ଏହାକୁ ନେଇ ତାମିଲନାଡୁର...

ପଞ୍ଜାବୀ କହିବ ଏବଂ ବୁଝିବ ଏହି ରୋବଟ

ପଞ୍ଜାବରେ ଲୋକେ ପଞ୍ଜାବୀ ଭାଷାରେ କଥାବାର୍ତ୍ତା କରିଥାନ୍ତି। କିଛି ଦେଶରେ ମଧ୍ୟ ପଞ୍ଜାବୀ ଭାଷାରେ ଲୋକେ କଥା ହୁଅନ୍ତି। ବିଶ୍ୱର ଅନ୍ୟ ଭାଗରେ ଯେଉଁଠି ଭାରତୀୟମାନେ...

Advertisement
Archives

Model This Week