Posted inଫୁରସତ

ମଣିଷ ଭଳି ଦେଖାଯାଉଛି ଏହି ମାଛ! ଭିଡିଓ ଦେଖିଲେ…

ଦୁନିଆରେ ଅନେକ ଅଜବ ଜିନିଷ ରହିଛି। ଏଣୁ କେବେ, କ’ଣ ଦେଖିବାକୁ ମିଳିବ ତାହା କହିହେବ ନାହିଁ। ବେଳେବେଳେ ଆମ ସାମ୍ନାକୁ ଏପରି ଜିନିଷ ଆସେ ଯାହାକୁ ବିଶ୍ୱସ କରିବା କଷ୍ଟକର। ଏପରି ଏକ ଆଶ୍ଚର୍ଯ୍ୟଜନକ ଭିଡ଼ିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓକୁ ଦେଖିଲେ ଆପଣ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯିବେ। କାରଣ ଏଥିରେ ଏକ ମାଛ ମଣିଷ ପରି ଦେଖାଯାଉଛି।

ଟୁଇଟରରେ @BanginTweets ନାମକ ଆକାଉଣ୍ଟରୁ ଭିଡିଓଟିଏ ଶେୟାର କରାଯାଇଥିଲା। ସେଥିରେ ପୋଖରୀଜଳରେ ଏକ ମାଛ ବୁଲୁଥିବା ଦେଖାଯାଉଛି। କୂଳକୁ ଆସିବା ପରେ ତାର ମୁହଁ ଅବିକଳ ମଣିଷ ଭଳି ନଜର ଆସୁଛି। ସମସ୍ତେ ତାକୁ ଦେଖି ଚକିତ ହୋଇଯାଉଛନ୍ତି। କେହି କେହି ଏହାର ସତ୍ୟତା ଜାଣିବାକୁ ଚାହୁଁଥିବା ବେଳେ ଅନ୍ୟମାନେ ବିଶ୍ୱାସ କରିପାରୁନାହାନ୍ତି।

ଦେଖନ୍ତୁ ଭିଡିଓ:


Enter your email to get our daily news in your inbox.

All Right Reserved By Dharitri.Com

ସୁବର୍ଣ୍ଣପୁର ପରେ ଏହି ଜିଲାରେ ସ୍କୁଲ ଛୁଟି, ୨୨ରେ ଖୋଲିବ ସ୍କୁଲ

ଭୁବନେଶ୍ୱର,୧୭।୬: ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର ଜିଲା ପରେ ଅନୁଗୁଳ ଜିଲାରେ ଗ୍ରୀଷ୍ମଛୁଟି ଅବଧି ବୃଦ୍ଧି…

ଅନ୍ଧାରରେ ଲୁଚି ମଣିଷର ଜାସୁସୀ କରୁଛନ୍ତି ଏଲିଅନ! ବୈଜ୍ଞାନିକଙ୍କ ଏହି ଚେତାବନୀ ସାରା ବିଶ୍ୱରେ ସୃଷ୍ଟି କଲାଣି ଆତଙ୍କ

ବିଗତ ଅନେକ ବର୍ଷ ଧରି ଏହି ସୌରମଣ୍ଡଳରେ ଏଲିଅନଙ୍କ ଉପସ୍ଥିତିକୁ ନେଇ ଅନେକ ବଡ଼ ବଡ଼ ଦାବି କରାଯାଇଛି। ହେଲେ ଏପର୍ଯ୍ୟନ୍ତ ଏହା ଏକ ଅସମାହିତ ପ୍ରଶ୍ନ…

NEET ପରୀକ୍ଷା ପୂର୍ବରୁ ଭାରତରେ ଟେଲିଗ୍ରାମ୍ ବ୍ୟାନ୍: ସରକାରଙ୍କୁ ଘେରିଲେ ଟେଲିଗ୍ରାମ ସିଇଓ

ନୂଆଦିଲ୍ଲୀ,୧୭।୬: ଭାରତରେ ଟେଲିଗ୍ରାମ (Telegram) କୁ ସାମୟିକ ଭାବେ ବ୍ୟାନ କରାଯାଇଛି। NEET-UG ୨୦୨୬ ପୁନଃ-ପରୀକ୍ଷା ପୂର୍ୱରୁ କପି ଏବଂ ଗୁଜବ ବା ଭୁଲ ସୂଚନା ରୋକିବା…

ଗର୍ଜିଲା ଶୁଭମନଙ୍କ ବ୍ୟାଟ୍‌; ଆଫଗାନିସ୍ତାନ ବିପକ୍ଷ ମ୍ୟାଚରେ କଲେ ଏମିତି କାରନାମା, ସବୁ ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୧୭।୬: ଲକ୍ଷ୍ନୌରେ ଖେଳାଯାଉଥିବା ଭାରତ ବନାମ ଆଫଗାନିସ୍ତାନ ଦ୍ୱିତୀୟ ଦିନିକିଆ (ODI) ମ୍ୟାଚରେ ଶୁଭମନ ଗିଲ ଏକ ଚମତ୍କାର ଶତକ ହାସଲ କରିଛନ୍ତି। ସେ ୭୭ ବଲରେ…

‘I Am The Boss’… G-7 ମିଟିଂରେ ବଡ଼ ଘୋଷଣା କଲେ ଟ୍ରମ୍ପ! ସମସ୍ତେ କାବା

ନୂଆଦିଲ୍ଲୀ,୧୭।୬: ବୁଧବାର G-7 ନେତାମାନଙ୍କ ବୈଠକର ଶେଷ ଦିନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଏକ ବିବୃତ୍ତି ଭାଇରାଲ ହେଉଛି। କ୍ଲିପରେ, ସମସ୍ତେ ବସିଥିବାବେଳେ…

ଅଭିଯୋଗ ଦେବାକୁ ଯାଇଥିବା ନାବାଳିକାଙ୍କୁ ଥାନାରେ ଧମକ, ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ବାରିପଦା/ମୋରଡ଼ା,୧୭ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ବିବାଦୀୟ ମୋରଡ଼ା ଥାନା ଅଧିକାରୀ ସୁମିତ କୁମାର ସୋରେନ ଅଭିଯୋଗ ଦେବାକୁ ଯାଇଥିବା ଜଣେ ନାବାଳିକାଙ୍କୁ ଥାନାରେ ଧମକ ଦେବା ଘଟଣାକୁ…

ଇରାନକୁ ଡୋନାଲ୍ଡ ଟ୍ରମ୍ପଙ୍କ ଖୋଲା ଧମକ: ‘ସର୍ତ୍ତ ନ ମାନିଲେ ସିଧା ମୁଣ୍ଡ ଉପରେ ପକାଇବୁ ବୋମା’

ନୂଆଦିଲ୍ଲୀ,୧୭।୬: ଇରାନ ସହିତ ଚାଲିଥିବା ଆଲୋଚନା ଏବଂ ଚୁକ୍ତିକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂଆ ବୟାନ ପୁଣି ଥରେ ଯୁଦ୍ଧ ଚିନ୍ତାକୁ ବଢ଼ାଇ ଦେଇଛି।…

କାଠରେ ରାମଦୋଳି ନିଜେ ପ୍ରସ୍ତୁତ କରନ୍ତି ଗାଁର ଯୁବତୀ-ଯୁବକ, ରଜ କୁଇନ୍‌ ପ୍ରତିଯୋଗିତାରେ ନେଲେ ଖୁବ୍‌ ମଜା

ଭଞ୍ଜନଗର,୧୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ରଜ ମହୋତ୍ସବ ଧୂମ୍‌ଧାମରେ ପାଳିତ ହୋଇଯାଇଛି। ଭଞ୍ଜନଗର ପାତ୍ର କଲୋନୀରେ ୩ ଦିନ ବ୍ୟାପି ଚାଲିଥିବା ରଜ କୁଇନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri