Odisha Elections 2024

ପାରାଦୀପରେ ସୁନାମି ସମ୍ଭାବନା, ଡାକବାଜି ଯନ୍ତ୍ର ଯୋଗେ ସତର୍କ କରାଇଲା ମତ୍ସବିଭାଗ

ପାରାଦୀପ,୫।୫(ଶରତ ରାଉତ): ସମ୍ପ୍ରତି ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ହୋଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ୫ରୁ ଆସନ୍ତା ୮ ତାରିଖ ମଧ୍ୟରେ ସମୁଦ୍ରରେ ୦.୨ ମିଟରରୁ ୧.୦୫ ମିଟର ପର୍ଯ୍ୟନ୍ତ ଉଚ୍ଚ ଜୁଆର ଆସିପାରେ। ଏହା ସୁନାମି ଭଳି ହେବାର ସମ୍ଭାବନା ରହିଛି। ଏଥିସହିତ କାଳବୈଶାଖି ପବନ ଘଣ୍ଟା ପ୍ରତି ୫୦ ରୁ ୬୦ କିମି ବେଗରେ ବୋହିପାରେ। ଏହି ସମୟରେ ମତ୍ସ୍ୟଜୀବୀମାନେ ସମୁଦ୍ର ଭିତରକୁ ନ ଯିବା ପାଇଁ ପାରାଦୀପ ସାମୁଦ୍ରିକ ମତ୍ସ୍ୟ ବିଭାଗ ପକ୍ଷରୁ ରବିବାର ପାରାଦୀପ ମାଛଧରା ବନ୍ଦର ପରିସରରେ ଡାକବାଜି ଯନ୍ତ୍ର ଯୋଗେ ସୂଚନା ଦିଆଯାଇଛି। ଏବେ ପାରାଦୀପ ମାଛଧରାବନ୍ଦର ପୋତାଶ୍ରୟ ମଧ୍ୟରେ ୬୩୫ ବୋଟ ସୁରକ୍ଷିତ ଅଛି ବୋଲି ମତ୍ସ୍ୟ ଅଧିକାରୀ ବିଜୟ କୁମାର କର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ହିଂସାର ତଦନ୍ତ ପାଇଁ ଗଠନ ହେଲା ଏସ୍‌ଆଇଟି ଟିମ୍‌: ସୂଚନା ଦେଲେ ଆରକ୍ଷୀ ମହାନିର୍ଦ୍ଦେଶକ

ଛତ୍ରପୁର,୧୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଖଲ୍ଲିକୋଟ ହିଂସାର ତଦନ୍ତ ପାଇଁ ଏସ୍‌ଆଇଟି ଟିମ୍‌ ଗଠନ କରାଯାଇଛି। ଦକ୍ଷିଣାଞ୍ଚଳ ମହାନିର୍ଦ୍ଦେଶକ ଜୟନାରାୟଣ ପଙ୍କଜ ଏହି ଟିମ୍‌କୁ ତଦାରଖ...

ଜବାଗଡ଼ ନଦୀଘାଟରେ ଡଙ୍ଗାବୁଡ଼ି ଘଟଣା: ଆଜି ଉଦ୍ଧାର ହେଲା ନିଖୋଜ ଯୁବକଙ୍କ ମୃତଦେହ

କୋରାପୁଟ,୧୮ା୫(ଅମିତାଭ ବେହେରା): କୋରାପୁଟ ଜିଲା ନନ୍ଦପୁର ବ୍ଲକର ବିଲାପୁଟ ପଞ୍ଚାୟତ ଜବାଗଡ଼ ନଦୀଘାଟରେ ଗତ ଗୁରବାର ଡଙ୍ଗାବୁଡି ଘଟଣାରେ ନିଖୋଜ ଥିବା ସୁକୁ ପ୍ରଧାନୀ (୩୫)ଙ୍କ...

ଭାଜପା ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ନବୀନ, ଭିଡିଓ ଜାରି କରି ବର୍ଷିଲେ

ଭୁବନେଶ୍ୱର,୧୮।୫: ପୁଣି ଏକ ଭିଡିଓ ଜାରି କରି ବର୍ଷିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, ଓଡ଼ିଶା ପ୍ରସଙ୍ଗରେ କହିବା ଆଗରୁ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ପୋଲିଂ କର୍ମଚାରୀ ପ୍ରସ୍ତୁତ, ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା

ଛତ୍ରପୁର,୧୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆସନ୍ତା ୨୦ ତାରିଖରେ ମତଦାନ ଅନୁଷ୍ଠିତ ହେବ। ଏହିଦିନ ଗଞ୍ଜାମ ଜିଲାରେ ଆସିକା ଲୋକ...

୩୪ ନଂ ଜୋନ୍‌ରେ କେନ୍ଦ୍ର ସରକାରଙ୍କ ଗ୍ୟାରେଣ୍ଟିକୁ ନେଇ ପ୍ରାର୍ଥୀଙ୍କ ଭୋଟ୍‌ ଭିକ୍ଷା

ହାଟଡିହୀ,୧୮।୫(ଶୁଭକାନ୍ତ ନାୟକ)କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅଧୀନ ହାଟଡିହୀ ବ୍ଲକର ୩୪ନଂ ଜୋନ୍‌ ଅଧୀନ ୭ଟି ପଞ୍ଚାୟତରେ ଭାଜପା ପକ୍ଷରୁ ନିର୍ବାଚନୀ ପ୍ରଚାର କରାଯାଇଛି।...

ଡଙ୍ଗା ତିଆରି କରୁଥିବା ସମୟରେ ଲାଗିଲା କରେଣ୍ଟ, ମତ୍ସ୍ୟଜୀବୀଙ୍କ ଜୀବନ ଗଲା

ଖଲ୍ଲିକୋଟ,୧୮ା୫(ପ୍ରଶାନ୍ତ କୁମାର ମିଶ୍ର): ଚିଲିକା କୂଳରେ ଡଙ୍ଗା ତିଆରି କରୁଥିବା ସମୟରେ ବିଦ୍ୟୁତ୍‌ ଆଘାତ ଲାଗି ଜଣେ ମତ୍ସ୍ୟଜୀବୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମିଳିଥିବା ସୂଚନାନୁଯାୟୀ,...

‘ଭଡ଼ାଟିଆକୁ ଆଣି ଓଡ଼ିଶାରେ ନେତା କରିଛନ୍ତି ନବୀନ ବାବୁ’: ଧର୍ମେନ୍ଦ୍ର

ବାଲେଶ୍ୱର,୧୮।୫: ଶନିବାର ବାଲେଶ୍ବରରେ ବିଶାଳ ସମାବେଶ କରିଛନ୍ତି ଭାଜପାର ବରିଷ୍ଠ ନେତା। ଏହି ସମାବେଶରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତଥା ଭାଜପାର ସମ୍ବଲପୁର ଲୋକ ସଭା...

ଗଞ୍ଜାମରେ ବଢୁଛି ନିର୍ବାଚନୀ ହିଂସା, ଅଧିକ ପୋଲିସ ଫୋର୍ସ ମୁତୟନ

ଛତ୍ରପୁର,୧୮ା୫(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାରେ ବଢୁଛି ନିର୍ବାଚନୀ ହିଂସା। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଆସିକା ଲୋକ ସଭା ଅଧୀନ ୭ ବିଧାନସଭା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri