ଆସୁଛି ଲଘୁଚାପ: ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୪ା୫(ବ୍ୟୁରୋ): ଅଶାନ୍ତ ହେଉଛି ଦକ୍ଷିଣ ଆଣ୍ଡାମାନ ସାଗର। ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବୁଧବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ପରେ ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ଆଜି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୬ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ସାଧାରଣତଃ ମେ’ ମାସରେ ଅଧିକ ବାତ୍ୟା ହୋଇଥାଏ। ପ୍ରାକ୍‌ ମୌସୁମୀ ପରିବେଶ ବାତ୍ୟା ପାଇଁ ଅନୁକୂଳ ରହିଛି। ଆଣ୍ଡାମାନ ସାଗର ନିକଟସ୍ଥ ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳର ମତ୍ସ୍ୟଜୀବୀମାନଙ୍କୁ ଆସନ୍ତା ୫ରୁ ୮ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ଯିବା ପାଇଁ ମନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri