୭ ମାସ ସମୁଦ୍ରରେ ମାଛଧରା ନିଷେଧ: ଆଇନ ଭାଙ୍ଗିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧।୧୧: ଆଜିଠୁ ମେ ୩୧ ପର୍ଯ୍ୟନ୍ତ ସମୁଦ୍ରରେ ମାଛ ଧରିବା ଉପରେ କଟକଣା। ବିରଳ ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ପାଇଁ ୭ ମାସ ସରକାରୀ କଟକଣା ଲଗାଯାଇଛି। ସମୁଦ୍ର କୂଳ ଠାରୁ ୨୦ କିଲୋମିଟର ପର୍ଯ୍ୟନ୍ତ ମାଛ ଧରିବା ଉପରେ କଟକଣା ଲାଗିଛି। ଋଷିକୂଲ୍ୟା, ଧାମରା ଓ ଦେବୀ ନଦୀ ମୁହାଣରେ ମଧ୍ୟ ମାଛଧରା ନିଷେଧ କରାଯାଇଛି। ଯନ୍ତ୍ରଚାଳିତ ବୋଟ ଚଳାଚଳ ବନ୍ଦ । ଆଇନ ଭାଙ୍ଗିଲେ ଜେଲ ଓ ଜରିମାନା ହେବ ବୋଲି ନିର୍ଦ୍ଦେଶ ଦିଆଯାଇଛି।

 

Share
Tags: odisha