ମତ୍ସ୍ୟଜୀବୀ ଡଙ୍ଗା ବୁଡ଼ି ୩୯ ନିଖୋଜ

ବେଜିଂ,୧୭ା୫: ଚାଇନାର ଏକ ଡଙ୍ଗା ଭାରତ ମହାସାଗରରେ ମାଛ ଧରିବାକୁ ଆସିଥିବା ବେଳେ ଦୁର୍ଘଟଣାର ଶିକାର ହୋଇଛି। ରିପୋର୍ଟ ଅନୁଯାୟୀ, ଚାଇନାର ଏକ ମତ୍ସ୍ୟଜୀବୀ ଡଙ୍ଗା ବୁଡ଼ି ଯିବାରୁ ଏଥିରେ ଥିବା ୩୯ଜଣ ନିଖୋଜ ଅଛନ୍ତି। ଏହା ମଙ୍ଗଳବାର ଅପରାହ୍ନରେ ଘଟିଥିବା ଜଣାପଡ଼ିଛି।

ରିପୋର୍ଟରେ କୁହାଯାଇଛି, ଏଥିରେ ଥିବା ୩୯ କ୍ରୁ ସଦସ୍ୟଙ୍କ ମଧ୍ୟରୁ ୧୭ ଜଣ ଚାଇନାର, ୧୭ ଜଣ ଇଣ୍ଡୋନେସିଆ ଏବଂ ୫ ଜଣ ଫିଲିପାଇନ୍ସର। ତେବେ ବୁଡ଼ିଯିବାର କାରଣ ସମ୍ପର୍କରେ କୌଣସି ସୂଚନା ମିଳିନାହିଁ। ନିଖୋଜ ଲୋକଙ୍କୁ ଖୋଜିବା ପାଇଁ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ୍‌ ଏବଂ ପ୍ରଧାନମନ୍ତ୍ରୀ ଲି କିଆଙ୍ଗ ଚାଇନା କୂଟନୀତିଜ୍ଞ ତଥା କୃଷି ଏବଂ ପରିବହନ ମନ୍ତ୍ରଣାଳୟକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

ଯୁଦ୍ଧ ଭିତରେ ବଡ଼ ଡିଲ୍‌ କରିଦେଲେ ମୋଦି-ପୁଟିନ୍‌, ଭାରତୀୟ ଯୁବପିଢ଼ିଙ୍କୁ ମିଳିବ ବଡ଼ ଫାଇଦା!

ନୂଆଦିଲ୍ଲୀ,୩୦।୩: ଭାରତ ଏବଂ ରୁଷିଆ ମଧ୍ୟରେ ବନ୍ଧୁତା ଆଉ କେବଳ ଅସ୍ତ୍ରଶସ୍ତ୍ର କିଣା ବିକ୍ରୟ ପର୍ଯ୍ୟନ୍ତ ସୀମିତ ନାହିଁ। ଦୁଇ ଦେଶ ଭବିଷ୍ୟତର ପ୍ରଯୁକ୍ତିବିଦ୍ୟାକୁ ମିଳିତ ଭାବରେ…

ଇରାନକୁ ଭୟଙ୍କର ଧମକ ଦେଲେ ଟ୍ରମ୍ପ, ଶୁଣିକି ଥରହର ହେଲା…..

ତେହରାନ,୩୦ା୩: ଇରାନ ସହିତ ଚାଲିଥିବା ସାମରିକ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ଧମକ ଦେଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ ଭାବରେ…

କାୟା ମେଲାଇଲାଣି କାରୋନାର ନୂଆ ଭାରିଆଣ୍ଟ, ୨୩ଟି ଦେଶରେ ବ୍ୟାପିଲା, ଜାଣନ୍ତୁ ଏହା କେତେ ବିପଦ

ନୂଆଦିଲ୍ଲୀ,୩୦।୩: ଯେତେବେଳେ ବି କରୋନା ଭାଇରସ ବିଲୁପ୍ତ ହେବାର ଦ୍ୱାରଦେଶରେ ଥାଏ, ସେତେବେଳେ ଏକ ନୂତନ ପ୍ରକାର ବ୍ୟାପିଥାଏ ଏବଂ ଲୋକଙ୍କୁ ଦ୍ରୁତ ଗତିରେ ସଂକ୍ରମିତ କରିଥାଏ।…

ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କରାଜ, ୭୦ରୁ ଅଧିକ ଲୋକଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୦ା୩: ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କର ରାଜତ୍ୱ ଦେଖିବାକୁ ମିଳିଛି । ସୋମବାର ଦିନ ଜଣେ ପୋଲିସ ମୁଖପାତ୍ର ନିଶ୍ଚିତ କରିଛନ୍ତି ଯେ ରାଜଧାନୀର ଉପକଣ୍ଠରେ ଅବସ୍ଥିତ…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ପାକିସ୍ତାନ ମାଧ୍ୟମରେ ଇରାନକୁ ଏମିତି ପ୍ରସ୍ତାବ ଦେଲେ ଟ୍ରମ୍ପ, ରାଗିଗଲା ତେହେରାନ, ଦେଲା ଏମିତି ଜବାବ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟ ବିବାଦ ମଧ୍ୟରେ ଇରାନ ଆମେରିକାର ୧୫-ସୂତ୍ରୀ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି। ଇରାନର ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି , ତେହେରାନକୁ ଦିଆଯାଇଥିବା…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri