ଫିଟ୍‌ନେସ୍‌ ମନ୍ତ୍ର

କାର୍ଯ୍ୟବ୍ୟସ୍ତତା ଭିତରେ ନିଜକୁ ଅଣଦେଖା କରିବା କାରଣରୁ ଅଧିକାଂଶ ମହିଳା ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହୋଇଥାନ୍ତି। ତେଣୁ ଫିଟ୍‌ନେସ୍‌ ଲାଗି ଅଳ୍ପ ବୟସରୁ ହିଁ କେତେକ କଥା ପ୍ରତି ଯନତ୍ଶୀଳ ହେବା ଆବଶ୍ୟକ। ଜାଣି ରଖନ୍ତୁ ସେ ସମ୍ପର୍କରେ…

ପ୍ରତିଦିନ ୩୦ମିନିଟ୍‌ ଶାରୀରିକ ବ୍ୟାୟାମ କରନ୍ତୁ। ଏହାଦ୍ବାରା ଶରୀରରେ ରକ୍ତ ସଞ୍ଚାଳନ ଠିକ୍‌ ଭାବେ ହୋଇଥାଏ, ମାଂସପେଷୀ ମଜ୍‌ଭୁତ ହୋଇଥାଏ ଏବଂ ରୋଗ ପ୍ରତିରୋଧକ ଶକ୍ତି ବଢିଥାଏ। ସେହିପରି ଶ୍ୱାସ କ୍ରିୟା ଠିକ୍‌ ରଖିବା, ହୃତ୍‌ପିଣ୍ଡକୁ ମଜ୍‌ଭୁତ କରିବା ଲାଗି ୧୦ ମିନିଟ୍‌ ବ୍ରିଦିଂ ଏକ୍ସରସାଇ୍‌ କରନ୍ତୁ(ସକାଳେ ୫ମି. ଏବଂ ସଂଧ୍ୟା ୫ମି.)।
ଦୈନିକ ୧୦-୧୫ ଗ୍ଲାସ ପାଣି ପିଅନ୍ତୁ।
ଶର୍କରା ଯୁକ୍ତ ଖାଦ୍ୟ ବା ମିଠା ଏବଂ ଚର୍ବିଯୁକ୍ତ ଖାଦ୍ୟ ଯଥା ସମ୍ଭବ କମ୍‌ ଖାଆନ୍ତୁ। ଏହା ପରିବର୍ତ୍ତେ ପ୍ରୋଟିନ୍‌ଯୁକ୍ତ ଖାଦ୍ୟ ଖାଆନ୍ତୁ। ଏହାସହ ଫାଇବର, କାର୍ବୋହାଇଡ୍ରେଟ୍‌ ଯୁକ୍ତ ଖାଦ୍ୟକୁ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ।
ଚା କିମ୍ବା କଫି ପିଇବାର ଅଭ୍ୟାସ ଥିଲେ ଏହା ବଦଳରେ ଗ୍ରୀନ୍‌ ଟି ପିଇବା ଉପକାରୀ।
କାମର ଚାପ, ମାନସିକ ଅବସାଦ ଆଦି ଥିଲେ ନିଜକୁ ସେଥିରୁ ମୁକାଳିବା ଲାଗି ମନ ପସନ୍ଦର ମ୍ୟୁଜିକ୍‌ ଶୁଣନ୍ତୁ, ବହି ପଢନ୍ତୁ, ଫିଲ୍ମ ଦେଖନ୍ତୁ। କାରଣ ମନ ଖୁସି ରହିଲେ ଶରୀର ସୁସ୍ଥ ରହିଥାଏ।
ଯେତେ କାମ ଥିଲେ ସୁଦ୍ଧା ସକାଳ ଜଳଖିଆ ଖାଇବାରେ ଆଦୌ ଅବହେଳା କରନ୍ତୁ। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ପ୍ରତିଦିନ ଆବଶ୍ୟକ ନିଦ୍ରା ଗ୍ରହଣ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ୟୁରୋପର ସର୍ବୋଚ୍ଚ ଶୃଙ୍ଗରେ ଭାରତୀୟ ମହିଳା

ଲକ୍ଷ୍ନୌ, ୩୧ା୮ (ପି.ଟି.) : ଲକ୍ଷ୍ନୌର ୪୩ ବର୍ଷୀୟା ଶିବାନୀ ମେହରୋତ୍ରା ସାଂସାରିକ ବନ୍ଧନରେ ଥାଇ ମଧ୍ୟ ବିଶ୍ୱର ଉଚ୍ଚତମ ଶୃଙ୍ଗଗୁଡ଼ିକୁ ଚଢ଼ି ନିଜର ଦୃଢ଼ ଇଚ୍ଛାଶକ୍ତିର…

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri