ଅଶାନ୍ତ ଆମେରିକା: ୬ ମାସର ଶିଶୁ, ମାଆ ସମେତ ୬ ଜଣଙ୍କୁ ହତ୍ୟା

କାଲିଫର୍ନିଆ,୧୭ ।୧: ତୁଲରେ କାଉଣ୍ଟିର ମାଇକ ବୋଡ୍ରେକ୍ସ ସୋମବାର କହିଛନ୍ତି ଆମେରିକା କାଲିଫର୍ନିଆ ରାଜ୍ୟର ଗୋଶେନରେ ହୋଇଥିବା ଗୁଳିକାଣ୍ଡ ଘଟଣାରେ ଜଣେ ଶିଶୁ ସମେତ ୬ ଜଣଙ୍କ ମୃତ୍ୟୁ ହୋଇଛି । ଏହି ଗୁଳିକାଣ୍ଡ ସୋମବାର ସକାଳେ ମଧ୍ୟ କାଲିଫର୍ନିଆର ଏକ ଘରେ ହୋଇଥିବା ବେଳେ ଅଧିକାରୀମାନେ ଅତିକମରେ ୨ ଜଣଙ୍କୁ ଖୋଜୁଛନ୍ତି । ଶେରିଫ କହିଛନ୍ତି, ଏହି ଘଟଣାରେ ମୋଟ ୬ ଜଣ ପିଡ଼ିତ ରହିଛନ୍ତି । ଏହାର ଏକ ଭିଡିଓ ତୁଲାରେ କାଉଣ୍ଟି ଶେରିଫ କାର୍ଯ୍ୟାଳୟ(ଟିସିଏସଓ)ର ଫେସବୁକ ପେଜରେ ପୋଷ୍ଟ କରାଯାଇଛି । ସେ କହିଛନ୍ତି ମୃତକଙ୍କ ମଧ୍ୟରେ ଜଣେ ୧୭ ବର୍ଷିୟା ମା’ ଓ ତାଙ୍କର ୬ ମାସର ଶିଶୁ ରହିଛନ୍ତି ।
ଏହି ଘଟଣାରେ ଗୋଟିଏ ଗ୍ରୁପ ସମ୍ପୃକ୍ତ ଥିବା ଯାଞ୍ଚକର୍ତ୍ତାମାନେ ଅନୁମାନ କରିଛନ୍ତି । ଟିସିଏସଓର ଫେସବୁକ ପୋଷ୍ଟ ଅନୁଯାୟୀ, ଯାଞ୍ଚକର୍ତ୍ତା ଅନୁମାନ କରୁଛନ୍ତି ଏହି ଘଟଣାରେ ଅତିକମରେ ୨ ଜଣ ସମ୍ପୃକ୍ତ ରହିଛନ୍ତି । ଅନୁମାନ କରାଯାଉଛି କି ଏହି ପରିବାରକୁ ଟାର୍ଗେଟ କରାଯାଇ ଗୁଳିକାଣ୍ଡ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

ପାର୍ଟିଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି

ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି…

ଛାତ ଉପରେ ଶର୍ଟ ଉଡାଇଲେ ଯୁବକ, ଉଦ୍ଧାର ପାଇଁ ପହଞ୍ଚିଲା ହେଲିକପ୍ଟର: ନେପାଳର ବନ୍ୟାର ଛାତିଥରା ଭିଡିଓ ଭାଇରାଲ

କାଠମାଣ୍ଡୁ,୨୮।୮: ପ୍ରକୃତି ନେପାଳରେ ତାଣ୍ଡବ ସୃଷ୍ଟି କରିଛି। ସବୁଠି ପାଣି, କାଦୁଅ ଏବଂ ବିନାଶ ଦୃଶ୍ୟମାନ ହେଉଛି। ନଦୀଗୁଡ଼ିକ ପ୍ରବାହିତ ହେଉଛି, ରାସ୍ତାଗୁଡ଼ିକ ଭାସି ଯାଇଛି ଏବଂ…

ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି

କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା…

ଜିଲାପାଳ, ସିଡିଓ, ପୌରାଧ୍ୟକ୍ଷା, ଇଓଙ୍କୁ ରାଖି ବାନ୍ଧିଲେ ସଫେଇ କର୍ମଚାରୀ

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ପବିତ୍ର ରକ୍ଷା ବନ୍ଧନ ଅବସରରେ ଶୁକ୍ରବାର ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ ସ୍ବତନ୍ତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ‘ସୁରକ୍ଷାର ସାକ୍ଷୀ ରାଖି’ ପାଳନ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri