ଆନ୍ତଃରାଜ୍ୟ ଛିନତାଇ ଗ୍ୟାଙ୍ଗର ୫ ଗିରଫ

କେନ୍ଦୁଝର,୧୧।୭: କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ଶୁକ୍ରବାର ଆନ୍ତଃରାଜ୍ୟ ଛିନତାଇ ଏବଂ ଲୁଟେରା ଗ୍ୟାଙ୍ଗର ୫ଜଣଙ୍କୁ ଝାଡ଼ଖଣ୍ଡରୁ ଧରିବାରେ ସଫଳ ହୋଇଛି।

ପୋଲିସ ଅଭିଯୁକ୍ତଙ୍କ ନିକଟରୁ ୨୯ ଗ୍ରାମ ସୁନା, ୩୬୮୧ ଗ୍ରାମ ରୁପା ଅଳଙ୍କାର ଜବତ କରିଛି। ଅଭିଯୁକ୍ତମାନେ ବଡ଼ବିଲ, ଯୋଡ଼ା ଓ ଚମ୍ପୁଆରେ ବିଭିନ୍ନ ଛିନ୍ତାଇ ଘଟଣାରେ ସମ୍ପୃକ୍ତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିପଦରେ ୧୦୦ କୋଟିରୁ ଅଧିକ ଆଣ୍ଡ୍ରଏଡ୍ ଫୋନ୍; ହ୍ୟାକିଂ ଆଶଙ୍କାରେ ଗୁଗଲ୍ ଦେଲା ଚେତାବନୀ

ନୂଆଦିଲ୍ଲୀ,୮ା୨: ଯଦି ଆପଣ ଏକ ପୁରୁଣା ଆଣ୍ଡ୍ରଏଡ୍ ସ୍ମାର୍ଟଫୋନ୍ ବ୍ୟବହାର କରୁଛନ୍ତି, ତେବେ ସାବଧାନ ହୋଇଯାଆନ୍ତୁ। ଗୁଗଲ ରିପୋର୍ଟ ଅନୁଯାୟୀ, ବିଶ୍ୱର ପ୍ରାୟ ୧୦୦ କୋଟିରୁ ଅଧିକ…

‘ପ୍ରକୃତି ପ୍ରତି ଦାୟିତ୍ୱବୋଧ ଜରୁରୀ’

ପାଟଣା,୮ା୨(ବୀରକିଶୋର ଦାଶ): ଓଡ଼ିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ ପିପୁଲସ କଲଚରାଲ ସେଣ୍ଟର (ପିକକ) ପକ୍ଷରୁ ଆଡପ୍ସନସେଣ୍ଟ୍ରମର ସହଯୋଗରେ ଫେବୃଆରୀ ୫ସେରୁ ୮ ତାରିଖ ପର୍ଯ୍ୟନ୍ତ କେନ୍ଦୁଝର ଜିଲା…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

‘କ୍ରିକେଟ ପାଗଳ’: ବିନା ଭାରତ ମ୍ୟାଚ୍‌ରେ ବି ଷ୍ଟାଡିୟମ୍ ଫୁଲ୍

ଚେନ୍ନାଇ,୮ା୨: ଭାରତୀୟମାନେ ହେଉଛନ୍ତି କ୍ରିକେଟ ପ୍ରେମୀ। ଯାହା ଏବେ ପୁଣିଥରେ ଟି-୨୦ ବିଶ୍ୱକପରେ ପ୍ରମାଣିତ ହୋଇଛି। ଚାଲିଥିବା ଟି-୨୦ ବିଶ୍ୱକପ୍‌କୁ ନେଇ ଉଠୁଥିବା ସମସ୍ତ ଆଶଙ୍କାକୁ ଭୁଲ୍…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ପ୍ରେମିକାର ନିର୍ବନ୍ଧ ଖବର ଶୁଣି ବଡିବିଲ୍ଡରଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ,୮।୨: ପ୍ରେମିକାର ଅନ୍ୟତ୍ର ବିବାହ ଖବର ଶୁଣି ସହିପାରିଲେନି ବଡି ବିଲ୍ଡର ପ୍ରେମିକ। ମାତ୍ର ୨୬ ବର୍ଷ ବୟସରେ କରିଦେଲେ ଆତ୍ମହତ୍ୟା। ମୃତ ଯୁବକଙ୍କ ନାମ କିରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri