କୂଅରେ ପଡ଼ିଗଲେ ୫ ବାର୍‌ହା ଛୁଆ, ଆଉ ତାପରେ…

ଖଡ଼ିଆଳ,୨୬ା୮(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଗଡ୍ରାମୁଣ୍ଡା ଅଞ୍ଚଳରେ ଗତ କିଛିଦିନ ହେଲା ବାର୍‌ହା ଉପଦ୍ରବ ଲାଗିରହିଛି। ବାର୍‌ହା ପଲ ଲୋକଙ୍କ ବାରିରେ ପଶି ମକା ଓ ପନିପରିବା ଚାଷ ନଷ୍ଟ କରୁଛନ୍ତି। ଏହାକୁ ନେଇ ଚାଷୀମାନେ ଚିନ୍ତାରେ ଥିବାବେଳେ ସୋମବାର ଖଡ଼ିଆଳ ବନ କର୍ମଚାରୀ ଗଡ୍ରାମୁଣ୍ଡା ଗାଁର ଭୁବନେଶ୍ୱର ବନଛୋରଙ୍କ ଏକ କୂଅରୁ ପାଞ୍ଚଟି ବାର୍‌ହା ଛୁଆକୁ ଉଦ୍ଧାର କରିଛନ୍ତି।

ମିଳିଥିବା ସୂଚନା ମୁତବେକ, ସକାଳେ ବାର୍‌ହା ପଲ ଗ୍ରାମକୁ ମକା ଖାଇବାକୁ ଆସିଥିବା ବେଳେ ଭୁବନେଶ୍ୱର ବନଛୋରଙ୍କ ମକା ବଗିଚା ନିକଟ କୂଅରେ ୫ଟି ବାର୍‌ହା ଛୁଆ ପଡ଼ିଥିବା ଦେଖିବାକୁ ମିଳିଥିଲା। ଗାଁ ଲୋକେ ଏହା ଜାଣିବା ପରେ ବନ ବିଭାଗକୁ ଖବର ଦେଇଥିଲେ। ବନ ବିଭାଗ ପକ୍ଷରୁ ଫରେଷ୍ଟ ଗାର୍ଡ ମୁକେଶ ଦଣ୍ଡସେନାଙ୍କ ନେତୃତ୍ୱରେ ଏକ ଟିମ୍‌ ଗାଁରେ ପହଞ୍ଚି ୫ ଗୋଟି ବାର୍‌ହା ଛୁଆକୁ କୂଅରୁ ସୁରକ୍ଷିତ ଭାବରେ ଉଦ୍ଧାର କରିଥିଲେ। ବାର୍‌ହା ଛୁଆମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପରେ ନିକଟସ୍ଥ ଜଙ୍ଗଲରେ ଛାଡିଦିଆଯିବ ବୋଲି ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri