Posted inଜାତୀୟ

ବନ୍ଦ ଘରୁ ମିଳିଲା ୫ ମୃତଦେହ, ଅଚେତ ଅବସ୍ଥାରେ ୨ ବର୍ଷର ଶିଶୁ ଉଦ୍ଧାର

ବେଙ୍ଗାଲୁରୁ,୧୯ା୯: ବେଙ୍ଗାଲୁରୁର ବ୍ୟାଦରହଲ୍ଲୀ ଥାନା ଅଞ୍ଚଳରେ ଏକ ଘରୁ ଗୋଟିଏ ପରିବାରର ୫ ଜଣଙ୍କ ମୃତଦେହ ଜବତ ହୋଇଛି। ମୃତକଙ୍କ ମଧ୍ୟରେ ଜଣେ ୯ ମାସର ଶିଶୁ ରହିଛନ୍ତି। ପ୍ରାୟ ୪ ଦିନ ତଳେ ସେମାନଙ୍କ ମୃତ୍ୟୁ ଘଟିଥିବା ପୋଲିସ କହିଛି। ପାରିବାରିକ କଳହରୁ ସମସ୍ତେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ମୃତକମାନେ ହେଲେ ଭାରତୀ(୫୧), ତାଙ୍କ ଝିଅ ସିଞ୍ଚାନା(୩୪) ଏବଂ ସିନ୍ଧୁରାଣୀ(୩୪), ପୁଅ ମଧୁସାଗର(୨୫) ଏବଂ ଶିଶୁପୁତ୍ର। ତେବେ ଘଟଣାସ୍ଥଳରେ ଭାରତୀଙ୍କ ସ୍ବାମୀ ନ ଥିବା ବେଳେ ଜଣେ ୨ ବର୍ଷୀୟା ଶିଶୁ କନ୍ୟାଙ୍କୁ ଉକ୍ତ ଘରୁ ଜୀବନ୍ତ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଭାରତୀଙ୍କ ଘର ପଛପଟୁ ବନ୍ଦ ରହିବା ଏବଂ ସେ ଫୋନ୍‌ ନ ଉଠାଇବାରୁ ଘର ମାଲିକ ପୋଲିସକୁ ଖବର ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଯାଉଥିଲେ ରୋନକ, ଧକ୍କା ଦେଲା ବସ୍‌: ଆଉ ତା’ପରେ…

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ):ବରଗଡ ଘରୋଇ ବସଷ୍ଟାଣ୍ଡ ପାଖରେ ବୁଧବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ ଧକ୍କାରେ ଜଣେ ଛାତ୍ରଙ୍କ ଜୀବନ ଚାଲିଯାଇଛି। ମୃତ…

ଇରାନ-ଆମେରିକା ମଧ୍ୟରେ ପୁଣି ହେଲା ସିଧାସଳଖ ଯୁଦ୍ଧ, ଆମେରିକାର ଆକ୍ରମଣ ପରେ ସିଧା ଜବାବ ରଖିଲା ଇରାନ

ତେହରାନ,୮।୭: ହର୍ମୁଜ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ପରେ, ଆମେରିକା ଏବଂ ଇରାନ ଏବେ ସିଧାସଳଖ ମୁହାଁମୁହିଁ ହୋଇଛନ୍ତି। ହର୍ମୁଜ ପ୍ରଣାଳୀରେ ଆକ୍ରମଣ ପରେ ଦୁଇ ଦେଶ…

ବ୍ରେକ୍‌ ବଦଳରେ କାର୍‌ ଏକ୍ସିଲେଟର ଦବାଇ ଦେଲେ ମହିଳା: ଆଉ ତା’ପରେ ଘଟିଗଲା…

ନୋଏଡା,୮।୭: ଗ୍ରେଟର ନୋଏଡା ପଶ୍ଚିମର ବିସରାଖ ପୋଲିସ ଷ୍ଟେଶନ ଅଞ୍ଚଳର ପଞ୍ଚଶୀଳ ଗ୍ରୀନ-୨ ସୋସାଇଟି ବାହାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ସମସ୍ତଙ୍କୁ ଦୋହଲାଇ ଦେଇଛି। ରିପୋର୍ଟ…

ପ୍ରଧାନଶିକ୍ଷକ ମାଗୁଛନ୍ତି ଫେବର: ଡିଡବ୍ଲ୍ୟୁଓଙ୍କୁ ଅଭିଯୋଗ

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁରର ଏକ ସରକାରୀ ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ। ସ୍କୁଲର ମେଟ୍ରନ ଓ ୨ ଏଲ୍‌ସିସିଏଙ୍କୁ…

ଟିମ୍‌ ଇଣ୍ଡିଆର ଲଜ୍ଜାଜନକ ପରାଜୟ ପରେ ଧୋନୀଙ୍କୁ ଘେରିଗଲେ ପ୍ରଶଂସକ: ଜାଣନ୍ତୁ କାହିଁକି

ଟ୍ରେଣ୍ଟ ବ୍ରିଜ,୮।୭: ଟ୍ରେଣ୍ଟ ବ୍ରିଜରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆକୁ ଏକ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। କିନ୍ତୁ…

୧୧ ବର୍ଷର ନାବାଳିକାକୁ ବଳାତ୍କାର ପରେ ହତ୍ୟା ମାମଲାର ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ନିହତ

କୋଲକାତା,୮।୭: ପଶ୍ଚିମବଙ୍ଗ ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ଅଭିଯୁକ୍ତ ପ୍ରଭାସ ମଣ୍ଡଳ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ସୋମବାର ବେଙ୍ଗଲ ପୋଲିସ ତାଙ୍କୁ ଗିରଫ କରିଥିଲା।…

ଗୋଟିଏ ରନ୍‌ଓ୍ବେରେ ୨ ବିମାନ ମୁହାଁମୁହିଁ, ଗୋଟିଏ କଲ୍‌ ପରେ…

ମୁମ୍ବାଇ,୮ା୭: ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରରେ ଗୋଟିଏ ରନଓ୍ବେରେ ଏୟାର ଇଣ୍ଡିଆର  ବିମାନ ଏବଂ ଏୟାର ଇଣ୍ଡିଆ ଏକ୍ସପ୍ରେସ୍‌ ବିମାନ ମୁହାଁମୁହିଁ ହେବା ପରେ ମୁମ୍ବାଇ…

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri