ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି।

ମିଳିଥିବା ସୂଚନା ମୁତାବକ, ବିଦ୍ୟୁତ୍‌ ଖୁଣ୍ଟରୁ ଏକ ତାର ଖସିଯାଇ ବିଲ ମଝିରେ ପଡି ରହିଥିଲା। ସେତିକିବେଳେ ଉଦୟ ଚରଣ ଜାନୀଙ୍କ ୩ଟି ମଇଁଷି ଏବଂ ଅଙ୍ଗଦ ଜାନୀଙ୍କ ୨ଟି ମଇଁଷି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଯାଇଥିଲେ। ଫଳରେ ଘଟଣାସ୍ଥଳରେ ସେମାନଙ୍କ ମୃତ୍ୟୁ ଘଟିଥିଲା।

ଗ୍ରାମବାସୀ ଏହି ଅଘଟଣ ପାଇଁ ବିଦ୍ୟୁତ୍‌ ବିଭାଗର ଅବହେଳାକୁ ଦାୟୀ କରିବା ସହିତ ମାଲିକମାନଙ୍କୁ ତୁରନ୍ତ କ୍ଷତିପୂରଣ ଯୋଗାଇ ଦେବା ପାଇଁ ଦାବି କରିଛନ୍ତି। ଏନେଇ ବିଦ୍ୟୁତ୍‌ ବିଭାଗୀୟ ଯନ୍ତ୍ରୀ ବିଚିତ୍ରା ବିଷୋୟୀଙ୍କୁ ପଚାରିବାରୁ ଘଟଣାର ତଦନ୍ତ କରି କ୍ଷତିପୂରଣ ପ୍ରଦାନ କରିବାକୁ ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛଟେଇ ବିରୋଧରେ ଗର୍ଜିଲା ବିଦ୍ୟୁତ୍‌ କର୍ମଚାରୀ ସଂଘ, କର୍ତ୍ତୃପକ୍ଷଙ୍କୁ ଚେତାବନୀ ଦେଇ କହିଲା…

ବନ୍ତ,୭ା୫(କିଶୋର କୁମାର ସେଠୀ): ଟାଟା ପାଓ୍ବାର ଉତ୍ତର ଓଡ଼ିଶା ବିତରଣ ସୀମିତ ଅଧୀନରେ କାର୍ଯ୍ୟରତ ବାହ୍ୟସ୍ରୋତ ଏବଂ ବ୍ୟବସାୟିକ ସହଯୋଗୀ କର୍ମଚାରୀଙ୍କୁ ଛଟେଇ କରିବା ନିଷ୍ପତ୍ତିକୁ ନେଇ…

ମେଟ୍ରୋ ନେଇ କେନ୍ଦ୍ର ନଗର ଉନ୍ନୟନ ବିଭାଗର ବଡ଼ ସୂଚନା, ଗଡିବ ୨୦୦….

ଭୁବନେଶ୍ବର,୭।୫: ମେଟ୍ରୋ ନେଇ କେନ୍ଦ୍ର ନଗର ଉନ୍ନୟନ ବିଭାଗ ପକ୍ଷରୁ ବଡ଼ ସୂଚନା ଦିଆଯାଇଛି । ଟ୍ବିନସିଟିରେ ମେଟ୍ରୋ ନୁହେଁ, ଏହା ବଦଳରେ ଗଡିବ ୨୦୦ ଇଲେକ୍ଟ୍ରିକ୍…

ଏହି ଦିନ ଆସାମରେ ଶପଥ ନେବେ ନୂଆ ସରକାର, ଯୋଗଦେବେ ପ୍ରଧାନମନ୍ତ୍ରୀ

ଗୁଆହାଟୀ,୭।୫: ଆସାମରେ ନୂତନ ସରକାରଙ୍କ ଶପଥ ଗ୍ରହଣ ସମାରୋହ ମେ ୧୨ ତାରିଖରେ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମ ଗୁଆହାଟୀର ଖାନାପାରାସ୍ଥିତ ଭେଟେନାରୀ ଫିଲ୍ଡରେ ଅନୁଷ୍ଠିତ ହେବ…

ବଙ୍ଗରେ ଭାଜପା ସରକାର ଗଠନରେ ବାଧା ସୃଷ୍ଟି କରିବା ପାଇଁ ଏହି ଯୋଜନା କଲେ ମମତା, ଚିନ୍ତାରେ ପଡିଲା ଭାଜପା

କୋଲକାତା,୭।୫: ପଶ୍ଚିମବଙ୍ଗରେ ୨୦୭ ଆସନରେ ବିପୁଳ ବିଜୟ ପରେ, ଭାରତୀୟ ଜନତା ପାର୍ଟି (ଭାଜପା) ନୂତନ ସରକାର ଗଠନ ପାଇଁ ମେ ୯ ତାରିଖକୁ ତାରିଖ ଭାବରେ…

ବାଇକ୍‌ ଆରୋହୀଙ୍କୁ ଧକ୍କାଦେଇ ଓଲଟି ପଡ଼ିଲା ଟ୍ୟାଙ୍କର, ଚାଲିଗଲା ଜଣଙ୍କ ଜୀବନ

ସଇଁତଳା,୭ା୫(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଦେଇ ଯାଇଥବା ବଲାଙ୍ଗୀର-ବୋରିଗୁମ୍ମା ୨୬ ନମ୍ବର ଜାତୀୟ ରାଜପଥ କେରମେଲି ଛକ ନିକଟରେ ଗୁରୁବାର ପୂର୍ବାହ୍ନରେ ଏକ ଟ୍ୟାଙ୍କର…

ଯାଜପୁର ନେତାଙ୍କୁ ଗୁରୁମନ୍ତ୍ର ଦେଲେ ନବୀନ, ଭାଜପା ସରକାର ବଡ଼ ବୋଝ….

ଭୁବନେଶ୍ବର,୭।୫: ଯାଜପୁର ଜିଲା ବିଜେଡି କାର୍ଯ୍ୟକାରିଣୀ ବୈଠକରେ ତାଗିଦ କଲେ ନବୀନ ପଟ୍ଟନାୟକ । ଭିଡିଓବାର୍ତ୍ତା ଜାରି କରି କହିଲେ, ମୁଁ ସବୁବେଳେ ଡିସିପ୍ଲିନ୍‌ ଉପରେ ଗୁରୁତ୍ବ…

ବାୟୁସେନା ଯବାନରୁ ଚନ୍ଦ୍ରନାଥ କେମିତି ହେଲେ ଶୁଭେନ୍ଦୁଙ୍କ ଡାହାଣ ହାତ? BJP  ପୂର୍ବରୁ TMC ସହ ଥିଲା ସମ୍ପର୍କ

କୋଲକାତା,୭।୫: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଏକ ବଡ଼ ଧରଣର ରକ୍ତପାତ ଦେଖିବାକୁ ମିଳିଛି। ବୁଧବାର ରାତିରେ ଭାଜପା ନେତା ତଥା ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ…

ବଙ୍ଗରେ ପରାଜୟ ପରେ TMCରେ ଫାଟ! ବୈଠକ ଡାକିଲେ ଦିଦି, ଆସିଲେନି ୯ ବିଧାୟକ

କୋଲକାତା,୭।୫: ତୃଣମୂଳ କଂଗ୍ରେସ ମୁଖ୍ୟ ମମତା ବାନାର୍ଜୀ ସଦ୍ୟ ସମାପ୍ତ ବିଧାନସଭା ନିର୍ବାଚନରେ ଭାଜପା ଠାରୁ ହାରିବା ପରେ ଦଳୀୟ ଲୋକ ଅନ୍ତର୍ଘାତୀ କାମ କରିଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri