ପୋଲ ଉପରେ ପାଞ୍ଚ ଫୁଟର ବନ୍ୟା ଜଳ : ୫ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ

ତେଲକୋଇ,(ସ୍ବ.ପ୍ର.): ତେଲକୋଇ ବ୍ଲକରେ ଲଗାଣ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ବିଭିନ୍ନ ନଦୀ ଏବଂ ନାଳରେ ବନ୍ୟା ଜଳ ପୋଲ ଉପରେ ପ୍ରବାହିତ ହେଉଛି। କରଦାଙ୍ଗି ଗାଁ ଘୁରୁଡିଆ ନାଳ ଉପରେ ପାଞ୍ଚ ଫୁଟର ବନ୍ୟା ଜଳ ପ୍ରବାହିତ ହେଉଛି । ଫଳରେ ପାଞ୍ଚଟି ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇପଡିଛି। ସରେଇ, କରଦାଙ୍ଗି, ଖଳିଢିପ, କମଳାବଣି, ଚକଧର, ଆମ୍ବତଇଲା ପ୍ରମୁଖ ଗାଁ ଏବେ ତେଲକୋଇ ବ୍ଲକ ମୁଖ୍ୟାଳୟରୁ ବିଚ୍ଛିନ୍ନ ହୋଇପଡିଛି। ଏନେଇ ପ୍ରଶାସନ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନେବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁନିୟର କଲେଜ ଅଧ୍ୟକ୍ଷଙ୍କ କରୋନାରେ ମୃତ୍ୟୁ: ବାରିକପୁର ବଜାର ଶଟଡାଉନ

ଭଣ୍ଡାରିପୋଖରୀ,୨୭।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ବାରିକପୁର ବଜାରକୁ ୨୭ରୁ ୩୦ ତାରିଖ ପର୍ଯ୍ୟନ୍ତ ଶଟଡାଉନ ଘୋଷଣା କରାଯାଇଛି। ସ୍ଥାନୀୟ ନିର୍ଗୁଣ୍ଡି ଓ ନଗୁଁଆ ପଞ୍ଚାୟତର...

ସାକ୍ଷୀଗୋପାଳ ମନ୍ଦିରରେ ଠାକୁରଙ୍କୁ ଲାଗିହେଲା ମକର ଚାଉଳ

ସାକ୍ଷୀଗୋପାଳ,୧୫।୧: ବର୍ଷକୁ ଥରେ ମକର ସଂକ୍ରାନ୍ତିରେ ସାକ୍ଷୀଗୋପାଳ ଠାକୁରଙ୍କୁ ମକର ଚାଉଳ ଭୋଗ ଲାଗି ହୋଇଛି। ଅପରାହ୍ନରେ ଆଖପାଖ ଅଞ୍ଚଳର ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି। ପୌଷମାସରେ...

ବିଦ୍ୟୁତ୍‌ ସଂଯୋଗ ନ ଥାଇ ଆସିଲା ବିଲ୍‌

କେନ୍ଦ୍ରାପଡା ଅଫିସ, ୯ା୯- କେନ୍ଦ୍ରାପଡା ବ୍ଲକ ଘିଘିଡିଆ ଗ୍ରାମର ୩୦ରୁ ଊର୍ଦ୍ଧ୍ୱ ହିତାଧିକାରୀ ସୌଭାଗ୍ୟ ଯୋଜନାରେ ସାମିଲ ହୋଇଛନ୍ତି ।ଅଦ୍ୟାବଧି ଏହି ହିତାଧିକାରୀଙ୍କୁ ବିଦ୍ୟୁତ ସଂଯୋଗ...

ପରୀ ହତ୍ୟା ମାମଲାର ତଦନ୍ତ କରିବେ ଆଇନଶୃଙ୍ଖଳା ଏଡିଜି ଯଶୋବନ୍ତ ଜେଠଓ୍ବା

ନୟାଗଡ ଅଫିସ,୨୬।୧୧: ବହୁ ଚର୍ଚ୍ଚିତ ପରୀ ହତ୍ୟା ମାମଲାର ତଦନ୍ତ ପାଇଁ ଶୁକ୍ରବାର ନୟାଗଡ଼ରେ ପହଞ୍ଚିଛନ୍ତି ରାଜ୍ୟ ପୋଲିସ ଆଇନଶୃଙ୍ଖଳା ଏଡିଜି ଯଶୋବନ୍ତ ଜେଠୱା ।...

ବାହାର ନେତା, କର୍ମୀଙ୍କ ଲାଗି କଟକଣା

ଜଗତ୍‌ସିଂହପୁର ଅଫିସ,୨।୧୧: ତିର୍ତ୍ତୋଲ ଉପନିର୍ବାଚନ ରବିବାର ସନ୍ଧ୍ୟାରେ ପ୍ରଚାର ସରିବା ପରେ ନିର୍ବାଚନମଣ୍ଡଳୀ ବାହାରୁ ଆସିଥିବା ନେତା,କର୍ମୀଙ୍କ ରହଣି ଉପରେ କଟକଣା ଜାରି କରାଯାଇଛି। ଏନେଇ...

ସମୁଦ୍ର ସ୍ନାନର ମଜା ନେଲେ ପର୍ଯ୍ୟଟକ

ପୁରୀ ଅଫିସ,୩।୮: କୋଭିଡ୍‌ କଟକଣା କୋହଳ ହେବା ପରେ ସୋମବାର ପୁରୀ ସହରରେ ଦୋକାନ ବଜାର ଖୋଲିଛି। ପ୍ରଥମ ଦିନରୁ ହିଁ ପୁରୀ ବେଳାଭୂମିରେ ପ୍ରବଳ...

ବ୍ୟାଟେରି ଚୋରି ଘଟଣା: ୪ ଅଭିଯୁୁକ୍ତ କୋର୍ଟ ଚାଲାଣ

ରାଇରଙ୍ଗପୁର,୧୯ା୯(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା ବାଦାମପାହାଡ ସ୍ଥିତ ଯୁକ୍ତ ୨ ବିଜ୍ଞାନ କଲେଜ ପରିସରରୁ ଗତ ଅଗଷ୍ଟ ୨୧ ତାରିଖରେ ୮ଟି ସୋଲାର ବ୍ୟାଟେରି ଚୋରି ଘଟଣାରେ ପୋଲିସ...

ଗାଁରେ ନାହିଁ ନେଟୱର୍କ

କେନ୍ଦୁଝର, ୧୮।୧(ସ୍ବ.ପ୍ର.) କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଅନ୍ତର୍ଗତ ତାଳପଦା ପଞ୍ଚାୟତ ଅଞ୍ଚଳରେ ମୋବାଇଲ ନେଟଓ୍ବାର୍କ ସୁବିଧା ନ ଥିବାରୁ ଛାତ୍ରୀଛାତ୍ରମାନେ ପାଠପଢାରୁ ବଞ୍ଚିତ ହେଉଛନ୍ତି।...

Advertisement
Archives

Model This Week