ଏକାବେଳେ ୫ ଗ୍ୟାସ ସିଲିଣ୍ଡର ବିସ୍ଫୋରଣ: ଜଳିଗଲା ଦୋକାନ ଘର

ବାଲେଶ୍ୱର, ୧୨।୫(ବାଞ୍ଛାନିଧି ଦେ):ବାଲେଶ୍ୱର ଜିଲା ବଳରାମଗଡି ମେରାଇନ ଥାନା ଅନ୍ତର୍ଗତ ନାଉପାଳଗଡିଠାରେ ଥିବା ଏକ ଗ୍ୟାସ ସିଲିଣ୍ଡର ଦୋକାନରେ ସୋମବାର ସକାଳେ ଭୟାବହ ଅଗ୍ନିକାଣ୍ଡ ଘଟିଛି l ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଛାରଖାର ହୋଇଥିବା ଜଣାପଡିଛି l ଦୋକାନ ଭିତରେ ଥିବା ୫ଟି ଗ୍ୟାସ ସିଲିଣ୍ଡର ଏକାବେଳେ ବିସ୍ଫୋରଣ ଘଟିଥିଲା l ବାଲେଶ୍ୱର ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri