୫ ଘଣ୍ଟା ପରେ ଉଦ୍ଧାର ହେଲା ହାତୀ

ବାଙ୍ଗିରିପୋଷି,୩।୧୦(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ରେଞ୍ଜ ଅଧୀନ ଧୋବଣୀଶୋଳ ପଞ୍ଚାୟତ ଟେମ୍ବଟଲା ଗାଁରେ ଏକ ପରିତ୍ୟକ୍ତ କୂଅରେ ଖସିପଡ଼ିଥିବା ହାତୀକୁ ଉଦ୍ଧାର କରାଯାଇଛି।

ଶିମିଳିପାଳ ଅଭୟାରଣ୍ୟରୁ କିଛି ହାତୀ ପାହାଡ଼ ତଳକୁ ଓହ୍ଲାଇ ଗଁା ଆଡ଼କୁ ଚାଲି ଆସିଥିଲେ। ହେଲେ ହାତୀଟି ବାଟବଣା ହୋଇ କୂଅ ଭିତରେ ଖସିଯାଇଥିବା ଅନୁମାନ କରାଯାଇଛି। ବାଙ୍ଗିରିପୋଷି ବନ ବିଭାଗ ଅଧିକାରୀ ଅଜୟ କୁମାର ଦାସଙ୍କ ଏକ ଟିମ୍‌ ସହ ଦମକଳ ବାହିନୀ ପହଞ୍ଚି ହାତୀକୁ ଉଦ୍ଧାର କରିବା ପାଇଁ ଚେଷ୍ଟା କରି ପ୍ରଥମେ ବିଫଳ ହୋଇଥିଲେ। ଶେଷରେ ୫ ଘଣ୍ଟା ପରେ ଜେସିବି ମେଶିନ ସାହାଯ୍ୟରେ ମାଟି ଖୋଳି ହାତୀକୁ ଉଦ୍ଧାର କରାଯାଇଥିଲା। ଉଦ୍ଧାର ହାତୀଟି ଜଙ୍ଗଲ ଭିତରକୁ ଚାଳି ଯାଇଥିବା ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅମରେଶ ହତ୍ୟା ମାମଲା : ରାଜଧାନୀ ବାହାରୁ ଆଉ ଜଣେ ଗିରଫ

ଭୁବନେଶ୍ୱର,୪ା୧୧(ବ୍ୟୁରୋ) : ଏୟାରଫିଲ୍ଡ ଥାନା ଅଧୀନ ଭୀମଟାଙ୍ଗିସ୍ଥିତ ଏକାମ୍ର କଲେଜ ପଛପଟେ ଘଟିଥିବା ଅମରେଶ ନାୟକ ହତ୍ୟାକାଣ୍ଡରେ ସମ୍ପୃକ୍ତି ଅଭିଯୋଗରେ ଆଉ ଜଣଙ୍କୁ ସ୍ବତନ୍ତ୍ର ସ୍କ୍ବାଡ୍‌...

ରାହାଡପୁର ପାହାଡ଼ରେ ଚଢ଼ାଉ: ଖାଦାନ ରାସ୍ତା କାଟି ଅଲଗା କଲା ତହସିଲ ପ୍ରଶାସନ, ହାଇୱା ସହ ୨ ଟ୍ରକ୍‌ ଜବତ

ଧର୍ମଶାଳା/ଚଢେଇଧରା.୨୨ା୧୧(ଡି.ଏନ୍‌.ଏ.): ଧର୍ମଶାଳା ତହସିଲ ଅନ୍ତର୍ଗତ ରାହାଡପୁର କଳାପଥର ପାହାଡରୁ ବେଆଇନ ପଥର ଉତ୍ତୋଳନ ରୋକିବା ନେଇ ଗୁରୁବାର ତହସିଲ ପକ୍ଷରୁ ଚଢ଼ାଉ କରାଯାଇଛି। ଏହି ପାହାଡରେ...

କମ୍ପାନୀ କର୍ମଚାରୀଙ୍କ କଲୋନୀରେ ସରକାରୀ ବାବୁ, ପୋଲିସ; ନାଲ୍‌କୋ ଉପରେ ଚାପ ଚର୍ଚ୍ଚା

ଅନୁଗୋଳ ଅଫିସ/ବଅଁରପାଳ, ୧।୭(ଡି.ଏନ.ଏ.)  କର୍ମଚାରୀଙ୍କ ପାଇଁ କଲୋନୀ ନିର୍ମାଣ କରିଛି ନାଲ୍‌କୋ। ହେଲେ ପ୍ରାୟ ଶତାଧିକ କ୍ୱାର୍ଟର୍ସରେ ରହୁଛନ୍ତି ସରକାରୀ ଅଧିକାରୀ ଓ ପୋଲିସ। ଭଡ଼ା ଦେଉଥିଲେ...

ଫେବୃୟାରୀ ୨୯ରୁ ଭୁବନେଶ୍ୱରରୁ ବାରାଣସୀକୁ ବିମାନ ସେବା

ଭୁବନେଶ୍ୱର,୨୧।୧(ବ୍ୟୁରୋ): ବିମାନଯାତ୍ରୀଙ୍କ ପାଇଁ ଖୁସି ଖବର। ସୋମବାର ଭୁବନେଶ୍ୱରରୁ ସୁରଟ୍‌କୁ ବିମାନ ସେବା ଆରମ୍ଭ ହେବା ପରେ ଆସନ୍ତା ଫେବୃୟାରୀ ୨୯ରୁ ଭୁବନେଶ୍ୱରରୁ ବାରାଣସୀକୁ ସିଧାସଳଖ...

ସାନଭାଇଙ୍କ ତୀରମାଡ଼ରେ ବଡ଼ଭାଇ ଗୁରୁତର

କେନ୍ଦୁଝର,୧୪।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ବ୍ଲକ ପିପିଳିଆ ଥାନା ପିପିଳିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ ସାନଭାଇଙ୍କ ତୀରମାଡ଼ରେ ବଡ଼ଭାଇ...

ପୁଣି ଫୁଲିଲାଣି ସୁବର୍ଣ୍ଣରେଖା

ବାଲିଆପାଳ, ୩।୧୦: ଚାଷ ଜମିରୁ ବନ୍ୟାଜଳ ଛାଡ଼ିବା ୩ଦିନ ନ ପୁରୁଣୁ ଶୁକ୍ରବାରଠାରୁ ପୁଣି ସୁବର୍ଣ୍ଣରେଖା ନଦୀର ଜଳସ୍ତର ଫୁଲିବାରେ ଲାଗିଛି। ରାଜଘାଟଠାରେ ସୁବର୍ଣ୍ଣରେଖା ନଦୀର...

୩୧ ଜଣଙ୍କ ସଂସ୍ପର୍ଶରେ ଆସିଛନ୍ତି ଝାରସୁଗୁଡ଼ା କରୋନା ଆକ୍ରାନ୍ତ

ଝାରସୁଗୁଡ଼ା ଅଫିସ,୩୦ା୪: ଝାରସୁଗୁଡ଼ା ଜିଲାରେ ବୁଧବାର ପ୍ରଥମ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେ ଝାରସୁଗୁଡ଼ା ଜିଲାର ହୋଇଥିବା ବେଳେ ପଶ୍ଚିମବଙ୍ଗ ରାଜ୍ୟ ପୁରୁଲିଆ ଜିଲାରେ...

CORONAVIRUS UPDATE : କେନ୍ଦୁଝରରେ ଆଉ ୨ କରୋନା ପଜିଟିଭ, ଉଭୟ ସୁରଟ ଫେରନ୍ତା

ଭୁବନେଶ୍ୱର,୧୨।୫(ବ୍ୟୁରୋ)-ରାଜ୍ୟରେ ଆଉ ୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୩୯କୁ ବୃଦ୍ଧି ପାଇଛି। ଚିହ୍ନଟ ଆକ୍ରାନ୍ତ ଦ୍ୱୟ...

Advertisement
Archives

Model This Week