କାର୍‌ରେ କଳାକାଚ ପାଇଁ ଗଣିଲେ ୫ଶହ

ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ପାର୍ବଣରେ ଅପରାଧୀମାନେ ଗାଡ଼ିରେ କଳାକାଚ ଲଗାଇ ଅପରାଧ ଘଟାଇ ପାରନ୍ତି। କାରରେ ମଧ୍ୟ ଅନୈତିକ କାର୍ଯ୍ୟ ବଢିବା ଆଶଙ୍କା କରାଯାଉଛି। ତେଣୁ କଳାକାଚ ଲଗାଥିବା କାରକୁ ଧରିବା ପାଇଁ ଭୁବନେଶ୍ୱରରେ ଟ୍ରାଫିକ ପୋଲିସ ପକ୍ଷରୁ କଡାକଡି ଯାଞ୍ଚ କରାଯାଉଛି। ବିଭିନ୍ନ ଛକରେ ଟ୍ରାଫିକ କର୍ମଚାରୀମାନେ ବିଶେଷକରି ଏଭଳି ଟିଣ୍ଟେଡ଼ ଗ୍ଲାସ ବ୍ୟବହାର ହୋଇଥିବା କାର୍‌ଗୁଡ଼ିକୁ ଅଟକାଉଛନ୍ତି। ନୂଆ ମୋଟରଯାନ ଆଇନ୍‌ର ଧାରା ୧୭୭ ଅନୁଯାୟୀ ୫ଶହ ଟଙ୍କା ଜରିମାନା ଆଦାୟ କରୁଛନ୍ତି। ଗତ ଦୁଇଦିନରେ ରାଜଧାନୀର ବିଭିନ୍ନ ସ୍ଥାନରୁ ୧୫ରୁ ଊର୍ଦ୍ଧ୍ୱ କାରଠାରୁ ଜରିମାନା ଆଦାୟ କରାଯାଇଥିବାବେଳେ ଅଧିକାଂଶ ଦାମୀ କାର୍‌ ପୋଲିସ ହାବୁଡ଼ରେ ପଡିଥିବା ଜଣାପଡିଛି। ପୋଲିସ କେତେକ କାର୍‌ରୁ କଳା ଜରି କାଢ଼ିଥିବାବେଳେ ଆଉ କେତେଜଣଙ୍କୁ ତୁରନ୍ତ କାଢ଼ିବାକୁ ତାଗିଦ୍‌ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୦ କିଲୋମିଟର ବାଇକରେ ବୁହା ହେଲା ନାବାଳିକାଙ୍କ ମୃତଦେହ

ନବରଙ୍ଗପୁର,୧୦।୭ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ପ୍ରାୟ ୧୦ କିଲୋମିଟର ଦୂର ବାଇକରେ ଜଣେ ନାବାଳିକାଙ୍କ ମୃତଦେହ…

ମ୍ୟାକ୍ସ ପିକ୍‌ଅପ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା: ଦୁଇ ଯୁବକ ଗୁରୁତର

ମୋହନା,୧୦।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଲଡାପଙ୍କା ଗାଁ ନିକଟ ବୁଲାଣି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର …

ଟ୍ରେଲର୍‌କୁ ପଛପଟୁ ଧକ୍କା ଦେଲା ଘରୋଇ ବସ୍‌; ୫ରୁ ଅଧିକ ଯାତ୍ରୀ ଆହତ

ଚୌଦ୍ୱାର, ୮।୭:  କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ନିର୍ଗୁଣ୍ଡି ନିକଟ ଜାତୀୟ ରାଜପଥ–୧୬ରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଘରୋଇ ଯାତ୍ରୀବାହୀ ବସ୍‌ ଏକ ଟ୍ରେଲର୍‌କୁ…

ରାଜଧାନୀରେ ନକଲି ଆଡିଶନାଲ ଏସ୍‌ପି, ପୋଲିସ ଗିରଫ କରି…

ଭୁବନେଶ୍ୱର,୧୦ା୭: କୌଣସି ଉପାନ୍ତ ଅଞ୍ଚଳରେ ନୁହେଁ। ଖୋଦ୍‌ ରାଜଧାନୀ ଭୁବନେଶ୍ୱରରେ ନକଲି ଆଡିଶନାଲ ଏସ୍‌ପି ବା ନକଲି ଅତିରିକ୍ତ ଏସ୍‌ପିଙ୍କୁ ଗିରଫ କରିଛି ପୋଲିସ। ରଜନୀକାନ୍ତ ମହାନ୍ତି…

ଦ୍ୱନ୍ଦ୍ୱ ଦୂର କଲେ ଉଚ୍ଚଶିକ୍ଷାମନ୍ତ୍ରୀ, କହିଲେ ବ୍ଲକ୍‌ଗ୍ରାଣ୍ଟ କଲେଜକୁ ସରକାର ଟଙ୍କା ଦେବେ

ଭୁବନେଶ୍ୱର,୧୦ା୭: କେଜିରୁ ପିଜି ମାଗଣା ଶିକ୍ଷା ନେଇ ଦ୍ୱନ୍ଦ୍ୱ ଦୂର କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ସେ କହିଛନ୍ତି, ପ୍ରଫେଶନାଲ ଓ ସେଲ୍ଫ ଫାଇନାନ୍ସିଂ କୋର୍ସକୁ…

ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କହିଲେ ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୧୦ା୭: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ନୂଆ ଆବେଦନକାରୀଙ୍କ ସମୀକ୍ଷା ପରେ ପ୍ରଭାତୀ କହିଛନ୍ତି, ସୁଭଦ୍ରା ପାଇଁ…

ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ମାସରେ ହେବା ନେଇ ସୂଚନା

ଭୁବନେଶ୍ୱର,୧୦।୭: ଓଡ଼ିଶା ପଞ୍ଚାୟତ ନିର୍ବାଚନକୁ ନେଇ ଆସିଛି ଏକ ବଡ଼ ଅପଡେଟ୍‌। ଏଥର ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟାରେ ନିର୍ବାଚନ ଏପ୍ରିଲ କିମ୍ବା ମେ’ ମାସ ଆଡ଼କୁ…

ଟ୍ରାକ୍ଟର ଡାଲାରେ ବସି ଗଲେ ବିଜେଡି ନେତା, ଭିଡିଓ ଭାଇରାଲ ପରେ…

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାକୁ ବିଜେଡି ଦଳର ରାଜ୍ୟର ଏକ ଟିମ୍‌ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସ ବର୍ମାଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri