ପୁରୀ ମାର୍କଣ୍ଡପୁରରେ ଜମି ବିବାଦରୁ ଫୁଟିଲା ବୋମା, ୫….

ପୁରୀ,୨୫।୧୧(ଅଜିତ କୁମାର ମହାନ୍ତି): ପୁରୀ ସଦରଥାନା ବାଲିପୁଟ ପଞ୍ଚାୟତ ମାର୍କଣ୍ଡପୁରରେ ବୋମାମାଡ ହୋଇଛି । ଜମିବାଡ଼ି ବିବାଦକୁ କେନ୍ଦ୍ରକରି ବୋମାମାଡ ହୋଇଥିବା ବେଳେ ଏଥିରେ ୫ଜଣ ଆହତ ହୋଇଥିବା ସୂଚନା ରହିଛି । ଚିକିତ୍ସା ପାଇଁ ସେମାନଙ୍କୁ ପୁରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆହତଙ୍କ ମଧ୍ୟରେ ରହିଛନ୍ତି ପୁରୁଷ ଓ ମହିଳା।

ଦୁଇଟି ବୋମାମାଡ ହୋଇଥିବା ଜଣାପଡିଛି । ସଦର ଥାନା ପୋଲିସର ତଦନ୍ତ ଜାରି ରହିଥିବା ବେଳେ ଗୁରୁତର ଆହତ ହୋଇଥିବାବ୍ୟକ୍ତି ହେଲେ ଅକ୍ଷୟ କୁମାର ପ୍ରଧାନ, କବିତା ସ୍ୱାଇଁ, ଚନ୍ଦନ କୁଣ୍ଡଳ । ଅନ୍ୟ ଦୁଇଜଣଙ୍କ ପରିଚୟ ମିଳିପାରିନାହିଁ ।  ଜମିବାଡ଼ି ବିବାଦକୁ ନେଇ ବୋମାମାଡ ହୋଇଥିବା ନେଇ ଚର୍ଚ୍ଚା ହେଉଥିବା ବେଳେ ଏନେଇ ପୋଲିସର ପ୍ରତିକ୍ରିୟା ମିଳିପାରି ନାହିଁ । ଅଭିଯୋଗ ଅନୁଯାୟୀ, କୋଠ ଜମିରେ ଜଣେ ବ୍ୟକ୍ତି ଘର କରୁଥିବାକୁ ନେଇ ବିବାଦ ଉପୁଜିଥିଲା। ପରେ ବଚସା ଓ ବଚସାରୁ ବୋମାମାଡ ପର୍ଯ୍ୟନ୍ତ କଥା ଯାଇଥିଲା ବୋଲି ସୂଚନା ରହିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଡିଜିଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ମଞ୍ଚେଶ୍ୱର ଥାନା ଆଇଆଇସି ନିଲମ୍ବିତ

ଭୁବନେଶ୍ୱର,୨୫ା୧୧: ରାଜଧାନୀ ଭୁବନେଶ୍ୱରରେ ଆଇନଶୃଙ୍ଖଳା ବ୍ୟବସ୍ଥାକୁ ସୁଦୃଢ଼ କରିବା ସହ ପୋଲିସ ପ୍ରଶାସନରେ ସ୍ବଚ୍ଛତା ଆଣିବା ପାଇଁ ରାଜ୍ୟ ପୋଲିସ ଡିଜି ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ…

ହାଇଦ୍ରାବାଦରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ଗାଁରେ ଶୋକର ଛାୟା

କୋକସରା,୨୫।୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ପରିବାର ପ୍ରତିପୋଷଣ ସହ ଦୁଇ ପଇସା ଅଧିକ ରୋଜଗାର ଆଶାରେ ଦାଦନ ଖଟିବାକୁ ହାଇଦ୍ରାବାଦ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି…

ମଦ କିଣିବାକୁ ଗଲେ ହେଉଛି ସ୍ୱାସ୍ଥ୍ୟ ପରୀକ୍ଷା, ଦୋକାନରେ ଲିଭର ଓ କିଡ୍‌ନୀ ଯାଞ୍ଚ କରୁଛି…

ଭୋପାଳ,୨୫।୧୧: ମଦ୍ୟପାନ କରୁଥିବା ଲୋକଙ୍କୁ ସ୍ୱାସ୍ଥ୍ୟ ପ୍ରତି ସଚେତନ କରିବାକୁ ପ୍ରଶାସନର ନିଆରା ପଦକ୍ଷେପ । ଏଣିକି ମଦ କିଣିବାକୁ ଦୋକାନକୁ ଆସୁଥିବା ଲୋକଙ୍କର ସେଠାରେ ହିଁ…

ଅଙ୍ଗନଓ୍ବାଡ଼ି କର୍ମୀଙ୍କୁ ସରକାରୀ ମାନ୍ୟତା ସହ ମାସିକ ୩୦ ହଜାର ଟଙ୍କା ପାରିଶ୍ରମିକ ଦାବି, ନ ହେଲେ ଆନ୍ଦୋଳନ ତୀବ୍ରତର ଚେତାବନୀ

ଦିଗପହଣ୍ଡି,୨୫ା୧୧(ଅଶେଷ ନାଥ ମିଶ୍ର): ଭାରତୀୟ ମଜଦୂର ସଂଘ ସହବନ୍ଧିତ ଅଲ ଓଡ଼ିଶା ଅଙ୍ଗନଓ୍ବାଡ଼ି ଲେଡିଜ୍‌ ଓ୍ବାର୍କର୍ସ ଆସୋସିଏଶନ ଦିଗପହଣ୍ଡି ଶାଖା ପକ୍ଷରୁ ସ୍ଥାନୀୟ ସମନ୍ବିତ ଶିଶୁ ବିକାଶ…

ବୃଦ୍ଧାଶ୍ରମରେ ପ୍ରେମ, ୭୫ ବର୍ଷୀୟ କନ୍ହେୟାଙ୍କୁ ବିବାହ କଲେ ୬୩ ବର୍ଷୀୟା ସବିନା

ବିଲାସପୁର,୨୫।୧୧: ବୟସ କେବଳ ଏକ ସଂଖ୍ୟା। ଜୀବନର ଶେଷ ପାହାଚରେ ମଧ୍ୟ ମିଳିପାରେ ଜୀବନସାଥୀଙ୍କ ଭଲପାଇବା ଓ ସାହାରା। ଏହାକୁ ପ୍ରମାଣ କରିଛନ୍ତି ହିମାଚଳ ପ୍ରଦେଶର ବିଲାସପୁରସ୍ଥିତ…

ପାହାଡ଼ପଦରରେ ହାତୀ ଆତଙ୍କ: ୫ ପରିବାରଙ୍କ ଘର ଭାଙ୍ଗିବା ସହ ଖାଇଗଲେ ଧାନଚାଉଳ

ଲାଞ୍ଜିଗଡ଼,୨୫ା୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ରେଞ୍ଜ ଅନ୍ତର୍ଗତ ପାହାଡ଼ପଦର ଓ ଜାମାଗୁଡ଼ା ଗ୍ରାମରେ ୨୯ ଟିକିଆ ହାତୀପଲ ଉପଦ୍ରବ କରି ୫ଟି…

ବଡ଼ ସୂଚନା; ଘୋଷଣା ହେଲା ପୋଲିସ SI ପରୀକ୍ଷା ତାରିଖ

ଭୁବନେଶ୍ୱର,୨୫।୧୧: ଦୀର୍ଘଦିନ ଧରି ପୋଲିସ SI ପରୀକ୍ଷାକୁ ଅପେକ୍ଷା କରିଥିବା ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର । ଆସନ୍ତା ଡିସେମ୍ବର ୨୬ ଓ ୨୭ ତାରିଖରେ ଅନୁଷ୍ଠିତ…

‘ଡିସେମ୍ବର ୧୬ ସୁଦ୍ଧା ବାଂଲାଦେଶକୁ କବ୍‌ଜା କରିବୁ’, ଭାଜପା ମନ୍ତ୍ରୀଙ୍କ ବୟାନକୁ ନେଇ ହଇଚଇ

କୋଲକାତା,୨୫।୧୧: ବାଂଲାଦେଶକୁ ନେଇ ବିବାଦୀୟ ବୟାନ ଦେଇ ଚର୍ଚ୍ଚାକୁ ଆସିଛନ୍ତି ପଶ୍ଚିମବଙ୍ଗ ଭାଜପା ସରକାରର ପରିବହନ ମନ୍ତ୍ରୀ ଅର୍ଜୁନ ସିଂ । ୨୦୨୬ ଡିସେମ୍ବର ୧୬ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?