Posted inରାଜ୍ୟ

ଦାଦାବଟି ମାଗି ୫ ସାମ୍ବାଦିକ ଗିରଫ

ଭୁବନେଶ୍ୱର,୨୬।୧୦(ବ୍ୟୁରୋ)-ଦାଦାବଟି ମାଗିବା ଅଭିଯୋଗରେ କମିଶନରେଟ ପୋଲିସ ପାଞ୍ଚ ଜଣ ଗଣମାଧ୍ୟମ ପ୍ରତିନିଧିଙ୍କ ସହ ସମୁଦାୟ ୬ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ନଗଦ ଟଙ୍କା, ବାଇକ, କାର୍‌ ଓ ମୋବାଇଲ ଜବତ ହୋଇଛି। ପୋଲିସ କହିଛି, ଖଣ୍ଡଗିରି ଥାନା ଅଞ୍ଚଳରେ ଥିବା ଏକ ଘିଅ କମ୍ପାନୀକୁ ଧମକ ଚମକ ଦେଇ ୩ ଲକ୍ଷ ଟଙ୍କାର ବଟି ମାଗିଥିଲେ ଏହି ୱେବ ଚ୍ୟାନେଲ ସାମ୍ବାଦିକମାନେ। ଏ ନେଇ ଘିଅ କମ୍ପାନୀ କର୍ତ୍ତୃପକ୍ଷ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ କେସ ନଂ. ୧୪୦/୨୦ରେ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

ବିଦେଶ ଯାଉଥିବା ଏୟାର୍ ଇଣ୍ଡିଆ ଯାତ୍ରୀଙ୍କ ପାଇଁ ବଡ଼ ସୁବିଧା, ଏବେ ଫ୍ଲାଇଟ୍ ସହ ମିଳିବ Travel SIM

ନୂଆଦିଲ୍ଲୀ,୮ା୧୦: ବିଦେଶ ଭ୍ରମଣରେ ଯାଉଥିବା ଯାତ୍ରୀଙ୍କ ପାଇଁ ଏୟାର୍ ଇଣ୍ଡିଆ (Air India) ଏକ ନୂଆ ଏବଂ ସୁବିଧାଜନକ ସେବା ଆରମ୍ଭ କରିବାକୁ ଯାଉଛି। ଏବେ ଅନ୍ତର୍ଜାତୀୟ…

The Real Hero: ଯେତେବେଳେ ଦେଶ ପାଇଁ କାର୍ଗିଲ ଯୁଦ୍ଧ ମଇଦାନକୁ ଓହ୍ଲାଇଥିଲେ ନାନା ପାଟେକର, ଦେଖାଇଥିଲେ ଅସଲ ଦେଶପ୍ରେମ

ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କ ଅଭିନୟ ଓ ଦେଶପ୍ରେମ ବିଷୟରେ ସମସ୍ତେ ପରିଚିତ। ମାତ୍ର ବହୁତ କମ୍ ଲୋକ ଜାଣନ୍ତି ଯେ ୧୯୯୯ କାର୍ଗିଲ ଯୁଦ୍ଧ ସମୟରେ…

ପତ୍ନୀଙ୍କୁ କଡ଼ା ଜବାବ ଦେଲେ ମହମ୍ମଦ ଶାମି, ନିର୍ବାଚନ ଲଢ଼ିବାକୁ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କୁ ନେଇ ଉତ୍ତରପ୍ରଦେଶ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। କିଛି ମାସ ପୂର୍ବରୁ ଶାମି ରାଷ୍ଟ୍ରୀୟ…

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…

‘କଣ୍ଟ୍ରୋଲ୍ ଉଦୟ’ରୁ ‘ଲେ ମୈ ଭୀ ନାଚା’: ନାନା ପାଟେକରଙ୍କ ବିୟୋଗରେ ଝୁରୁଛି ଇଣ୍ଟରନେଟ୍, ଭାଇରାଲ୍ ହେଉଛି ଆଇକନିକ୍ ମିମ୍‌ସ

ପାଣାଜୀ:ଭାରତୀୟ ସିନେମା ଜଗତର ଜଣେ ବରିଷ୍ଠ ତଥା ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କର ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଗୁରୁବାର ସକାଳେ ଗୋଆସ୍ଥିତ ତାଙ୍କ ବାସଭବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?