୫ ବିଧାୟକଙ୍କୁ ଅଟକ ରଖିଲେ ଖବରଦାତା

କେନ୍ଦ୍ରାପଡ଼ା ଅଫିସ,୨୧ା୭: କେନ୍ଦ୍ରାପଡ଼ା ରିଜର୍ଭ ପୋଲିସର ଜଣେ ମହିଳା କନ୍‌ଷ୍ଟେବଳ ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର ଭୀମସେନ ସେଠୀ ନାମକ ଜଣେ ଖବରଦାତାଙ୍କୁ ମାଡ ମାରିଥିଲେ। ଘଟଣାର ଭିଡିଓ ଭାଇରାଲ ପରେ ଗୁରୁବାର ଉତ୍ତେଜନା ପ୍ରକାଶ ପାଇଛି। ଏହାକୁ ବିରୋଧକରି କେନ୍ଦ୍ରାପଡ଼ା ଜିଲାର ଖବରଦାତାମାନେ ଗୁରୁବାର ଦିନସାରା ଜିଲାପାଳଙ୍କ କାର୍ଯ୍ୟାଳୟରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏପରି ଉତ୍ତେଜନା ଲାଗି ରହିଥିବା ବେଳେ ମହାନଦୀର କୁଜଙ୍ଗଠାରେ ଏକ ଆନ୍ତଃ ଜିଲା ଜଳାଶୟ କରିବା ଲାଗି ଭର୍ଚୁଆଲ୍‌ ମିଟିଂର ଆୟୋଜନ ହୋଇଥିଲା। ଏଥିଲାଗି ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସିଥିଲେ ଜିଲାର ୫ ବିଧାୟକ। ସେମାନଙ୍କୁ ବାହାରୁ ତାଲା ପକାଇ ଦେଇଥିଲେ ବିକ୍ଷୋଭକାରୀ। ଫଳରେ ଏକପ୍ରକାର ଅଟକ ରହିଥିଲେ ଆଳି ବିଧାୟକ ପ୍ରତାପ କେଶରୀ ଦେବ, କେନ୍ଦ୍ରାପଡ଼ା ବିଧାୟକ ଶଶିଭୂଷଣ ବେହେରା, ରାଜନଗର ବିଧାୟକ ଧ୍ରୁବ ସାହୁ, ମହାକାଳପଡ଼ା ବିଧାୟକ ଅତନୁ ସବ୍ୟସାଚୀ ନାୟକ ଓ ପାଟକୁରା ବିଧାୟିକା ସାବିତ୍ରୀ ଅଗ୍ରୱାଲ। ଭୀମସେନଙ୍କୁ ମାଡ ସମୟରେ ଉପସ୍ଥିତ ଥିବା ୩ ପୋଲିସ କର୍ମଚାରୀଙ୍କୁ ନିଲମ୍ବନ କରିବାକୁ ସେମାନେ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

OAS ପରୀକ୍ଷାରେ କମାଲ୍‌ କଲେ ଦେବଗଡର ପିୟୁଷ: ଦ୍ୱିତୀୟ ପ୍ରଚେଷ୍ଟାରେ ହାସଲ କଲେ ସଫଳତା

ଦେବଗଡ଼, ୨୭।୫(ଶଶାଙ୍କ ଶେଖର ଝାଙ୍କର): ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓସିଏସ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି । ଦେବଗଡ ସହରର ପିୟୁଷ ସାହୁ ୪୦…

ଜୁନ୍‌ ୧ରୁ ଅଗ୍ନିପଥ ଯୋଜନା:ଜାଣନ୍ତୁ କେମିତି କରିବେ ଆବେଦନ

କଟକ,୨୭।୫(କାର୍ତ୍ତିକ ସାହୁ):ଭାରତୀୟ ସେନାରେ ନିଯୁକ୍ତି ପାଇଁ ଅଗ୍ନିପଥ ଯୋଜନା ଏବଂ ନିୟମିତ କ୍ୟାଡ୍‌ର ଅନ୍‌ଲାଇନ ସାଧାରଣ ପ୍ରବେଶିକା ପରୀକ୍ଷା ଆସନ୍ତା ଜୁନ ୧ରୁ ୧୨ ତାରିଖ ପର୍ଯ୍ୟନ୍ତ…

ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ, ଅଭିଯୁକ୍ତ ଗିରଫ

ହାଟଡିହୀ/ଛେନାପଦୀ,୨୭l୫(ଶୁଭକାନ୍ତ ନାୟକ/ନିରାକାର ପରିଡା): ଗତ ମାର୍ଚ୍ଚ ମାସ ୩୦ ତାରିଖ ବିଳମ୍ବିତ ରାତିରେ କେନ୍ଦୁଝର ଜିଲା ନନ୍ଦିପଦା ଥାନାର ଜଣେ କାର୍ଯ୍ୟରତ ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ ଅଭିଯୋଗରେ…

କନ୍ୟା ଆସିଲେନି, ଫେରିଲେ ୪୨ ବର, ପୂରା ଘଟଣା ଜାଣିଲେ…

ଭୋପାଳ,୨୭ା୫: ବିବାହର ସ୍ବପ୍ନ ଦେଖାଇ ୪୨ଜଣ ଯୁବକଙ୍କଠାରୁ ଟଙ୍କା ଆଦାୟ କଲେ। ଏପରି କି ବିବାହ ପାଇଁ ଦିନ ଏବଂ ସ୍ଥାନ ଧାର୍ଯ୍ୟ କରି ଡକାଇଲେ। ସେହି…

ବରଗଡ଼ ଧନୁଯାତ୍ରା ତୋରଣ ଭଙ୍ଗା ଘଟଣା: ଜନପ୍ରିୟ ସରକାରକୁ ବଦନାମ କରିବାକୁ ଚାଲିଛି ଚକ୍ରାନ୍ତ,ବରଗଡ଼ ଏମପି…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା ସବୁଠି ଏବେ ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ତୁରନ୍ତ ଭିଜିଲାନ୍ସ ତଦନ୍ତ କରିବା ପାଇଁ ବରଗଡ଼…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

ଉତ୍କଟ ପାନୀୟ ଜଳ ସମସ୍ୟା: ଗରା-ମାଠିଆ ଧରି ୨୦ କିଲୋମିଟର ପଦଯାତ୍ରା କଲେ ଶତାଧିକ ମହିଳା,ପ୍ରତିବାଦ…

ବଲାଙ୍ଗିର, ୨୬।୫ (ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଏବେ ଉତ୍କଟ ରୂପ ଧାରଣ କରିଛି। ପିଇବା ପାଣି…

କଂଗ୍ରେସର ବଡ଼ ନିଷ୍ପତ୍ତି: ୧୭ କର୍ମୀଙ୍କ ନିଲମ୍ବନ ପ୍ରତ୍ୟାହାର, ଚିଠି ଲେଖିଲେ ରାଜ୍ୟ ସଭାପତି

ଦାରିଙ୍ଗବାଡି, ୨୬।୫ (ଅରୁଣ ସାହୁ): କନ୍ଧମାଳ ଜିଲା ପ୍ରଦେଶ କଂଗ୍ରେସ କମିଟିର ଜିଲ୍ଲା ସଭାପତି ଚନ୍ଦ୍ରଶେଖର ପରିଡା ଗତ କିଛି ଦିନ ପୁର୍ବରୁ ଦାରିଙ୍ଗବାଡି ଏବଂ ରାଇକିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri