Posted inଜାତୀୟ

ଗୋଟିଏ ପରିବାରର ୫ ଲୋକଙ୍କ ମିଳିଲା ମୃତଦେହ

କୋଲକାତା,୮।୧୧: ପଶ୍ଚିମବଙ୍ଗରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ରବିବାର ଦକ୍ଷିଣ ଦିନାଜପୁର ଜିଲା ଅନ୍ତର୍ଗତ ଜମାଲପୁର ଗାଁରେ ଗୋଟିଏ ପରିବାରର ୫ ଜଣ ସଦସ୍ୟଙ୍କ ମୃତଦେହ ମିଳିଛି। ମୃତ ବ୍ୟକ୍ତିମାନେ ହେଲେ ୬୦ବର୍ଷିୟ ଉଲୋବାଲା ବର୍ମନ, ୩୨ ବର୍ଷିୟା ଅନୁ ବର୍ମାନ, ୨୬ ବର୍ଷିୟ ମଲ୍ଲିକା ବର୍ମନ, ୧୦ ବର୍ଷିୟା ବିୟୁଟି ବର୍ମନ ଏବଂ ୬ ବର୍ଷିୟା ସ୍ନିଗ୍ଧା ବର୍ମାନ ବୋଲି ଜଣାପଡିଛି।ସ୍ଥାନୀୟ ପୋଲିସ ଏହି ମାମଲା ସମ୍ପର୍କରେ ସୂଚନା ଦେଇଛି। ପୋଲିସର ସୂଚନା ଅନୁଯାୟୀ ମୃତ୍ୟୁବରଣ କରିଥିବା ଲୋକଙ୍କ ମଧ୍ୟରେ ଦୁଇ ଶିଶୁ ଏବଂ ଦୁଇ ମହିଳା ଥିଲେ। ଘଟଣାର ଯାଞ୍ଚ ଚାଲିଛି। ମାମଲାର ତଦନ୍ତ କରୁଥିବା ପୋଲିସର ସୂଚନାନୁସାରେ, ଏହି ଘଟଣାରୁ ଜଣାପଡୁଛି ଯେ ପରିବାର ଲୋକଙ୍କୁ ହତ୍ୟା କରାଯାଇଛି। ଘଟଣାର ପ୍ରାଥମିକ ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ମୃତଦେହଗୁଡ଼ିକୁ ପୋଷ୍ଟମର୍ଟମ ପାଇଁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଙ୍କ ସ୍କୁଟି ପଛପଟେ ବସି ବୁଲିଲେ ରାହୁଲ ଗାନ୍ଧୀ: ଭିଡିଓ ଭାଇରାଲ

ଜୟପୁର,୨୪।୯: ଜୟପୁର ଗସ୍ତରେ ଆସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ଜଣେ ଛାତ୍ରୀଙ୍କ ସ୍କୁଟି ପଛପଟେ ବସି ବୁଲିଛନ୍ତି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ...

ଆତଙ୍କବାଦୀଙ୍କ ଟାର୍ଗେଟରେ ସାଧାରଣ ଲୋକେ-ସିଆରପିଏଫ୍‌ ଯବାନ…

ଶ୍ରୀନଗର,୨୦।୩ : ଜମ୍ମୁ-କଶ୍ମୀରରେ ଏବେ ଆତଙ୍କବାଦୀମାନେ ସାଧାରଣ ଲୋକଙ୍କୁ ଟାର୍ଗେଟ କରିଛନ୍ତି। ଶନିବାର ଆତଙ୍କବାଦୀମାନେ ପୁଲୱାମା ଜିଲାର ସ୍ଥାନୀୟ ଲୋକଙ୍କ ଉପରକୁ ଗୁଳି ଚଳାଇଥିଲେ। ସେ...

ପ୍ଲାଷ୍ଟିକ ନୁହେଁ ଏଥର ପାଣି ମିଳିବ ପେପର ବ୍ୟାଗରେ

ହାଇଦ୍ରାବାଦ,୩ ।୭: ସାରା ବିଶ୍ୱରେ ବଢି ଚାଲିଥିବା ପ୍ରଦୂଷଣକୁ ଦୃଷ୍ଟିରେ ରଖି ଏହାକୁ ନିୟନ୍ତ୍ରଣ କରିବାକୁ ଏବେ ପ୍ରାୟ ସବୁଠି ପ୍ରୟାସ ଜାରି ରହିଛି ।...

ମହାମାରୀ ଲଢ଼େଇରେ ସହାୟକ ହେବନି ଲକ୍‌ଡାଉନ

ନୂଆଦିଲ୍ଲୀ, ୨୪।୫(ପି.ଟି.): ଦେଶବ୍ୟାପୀ ଲକ୍‌ଡାଉନ କୋଭିଡ୍‌-୧୯ ଲଢ଼େଇରେ ଆଉ ସହାୟକ ହେବନାହିଁ ବୋଲି ଦେଶର ପ୍ରମୁଖ ଭୂତାଣୁ ବିଜ୍ଞାନୀ ଶହିଦ ଜମିଲ୍‌ କହିଛନ୍ତି। ଏହା ବଦଳରେ...

‘ମୋର କିଛି ହଜିଗଲା ଭଳି ଲାଗୁଛି’

ନୂଆଦିଲ୍ଲୀ,୬।୨: ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ଜୀବନର ଅଂଶ ହୋଇଥିବାରୁ ନିଜକୁ ଭାଗ୍ୟବାନ ମନେ କରୁଛି। ଏଭଳି କହିଛନ୍ତି ଭାରତୀୟ କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକର।...

ଲକ୍‌ଡାଉନ ମଧ୍ୟରେ ମା’ ହେଲେ ଟିଏମ୍‌ସି ଏମ୍‌ପି: ଝିଅର ନାଁ ରଖିଲେ ‘କରୋନା’

ହୁଗଳି,୮।୫: କରୋନା ଭାଇରସ ଏବେ ସାରା ବିଶ୍ୱକୁ ଚିନ୍ତାରେ ପକାଇଥିବା ବେଳେ ଇତିମଧ୍ୟରେ କେତେଜଣ ଦମ୍ପତି ତାଙ୍କ ନବଜାତକଙ୍କ ନାଁ ଭାଇରସର ନାଁ ଅନୁସାରେ ରଖୁଥିବା...

ଆସନ୍ତାକାଲି ଠାରୁ ବିଦେଶ ଯାତ୍ରା ହେବ ମହଙ୍ଗା

ନୂଆଦିଲ୍ଲୀ,୩୦।୯: ବିଦେଶ ଯାତ୍ରା ପାଇଁ ପ୍ଲାନିଂ କରୁଛନ୍ତି କି? ଅକ୍ଟୋବର ୧ ଅର୍ଥାତ୍‌ ଆସନ୍ତାକାଲିଠାରୁ ବିଦେଶ ଯାତ୍ରା ମହଙ୍ଗା ହେବାକୁ ଯାଉଛି। ରବିବାର ଠାରୁ ବିଦେଶୀ...

ପ୍ରଧାନମନ୍ତ୍ରୀଙ୍କ ପ୍ରତି ଘୃଣା ଏବେ ଦେଶପ୍ରତି ଘୃଣା ପାଲଟିଛି: ସ୍ମୃତି ଇରାନୀ…

ନୂଆଦିଲ୍ଲୀ,୧୫।୩ : ପ୍ରଧାନମନ୍ତ୍ରୀଙ୍କ ପ୍ରତି ରାହୁଲ ଗାନ୍ଧୀଙ୍କ ଘୃଣା ଏବେ ଦେଶ ପ୍ରତି ଘୃଣାଭାବରେ ପରିଣତ ହୋଇଛି। ବିଦେଶ ମାଟିରେ ଦେଶ ବିରୋଧରେ ଦିଆଯାଇଥିବା ବିବୃତ୍ତି...

Advertisement
Archives

Model This Week