Posted inଜାତୀୟ

ପରିବାରର ୫ଜଣଙ୍କୁ ହତ୍ୟା

ଲକ୍ଷ୍ନୌ,୨୪।୪: ଉତ୍ତର ପ୍ରଦେଶ ପ୍ରୟାଗରାଜରେ ଦୁର୍ବୃତ୍ତମାନେ ୨ ବର୍ଷର ଶିଶୁ କନ୍ୟା ସମେତ ପରିବାରର ୫ ସଦସ୍ୟଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି। ମୃତକମାନେ ହେଲେ ରାମ କୁମାର ଯାଦବ (୫୫), ସ୍ତ୍ରୀ କୁସୁମ ଦେବୀ (୫୨), ବୋହୂ ସବିତା (୨୭), ଝିଅ ମନୀଷା (୨୫) ଏବଂ ନାତୁଣୀ ମିନାକ୍ଷୀ (୨)। ଏହି ସମୟରେ ରାମ କୁମାରଙ୍କ ପୁଅ ସୁନୀଲ ଘରେ ନ ଥିଲେ। ରାମ କୁମାରଙ୍କ ଆଉ ଜଣେ ନାତୁଣୀ ବର୍ତ୍ତି ଯାଇଥିବା ସ୍ଥାନୀୟ ପୋଲିସ କହିଛି। ଶନିବାର ସକାଳୁ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦିଆଯାଇଛି। ତେବେ ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ ପାଇଁ ପୋଲିସ ୭ ଗୋଟି ଟିମ୍‌ ଗଠନ କରି ଯାଞ୍ଚ ଆରମ୍ଭ କରିଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବପ୍ନାଙ୍କ ଜାମିନକୁ କେନ୍ଦ୍ରର ବିରୋଧ

ଚେନ୍ନାଇ,୧୧।୭: କେରଳ ସୁନା ଚାଲାଣ ମାମଲାର ମୁଖ୍ୟ ଅଭିଯୁକ୍ତ ସ୍ବପ୍ନା ସୁରେଶଙ୍କ ଜାମିନ ଆବେଦନକୁ ଶୁକ୍ରବାର କେନ୍ଦ୍ର ସରକାର ବିରୋଧ କରିଛନ୍ତି। ତାଙ୍କୁୁ ଜାମିନ ଦିଆଗଲେ...

ସେନାରେ ଯୋଗଦେବେ ପୁଲ୍‌ଓ୍ବାମା ଶହୀଦଙ୍କ ସ୍ତ୍ରୀ

ଡେରାଡୁନ୍‌,୧୯ା୨: ଜମ୍ମୁ-କଶ୍ମୀରର ପୁଲ୍‌ଓ୍ବାମାରେ ଗତବର୍ଷ ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀଙ୍କ ସହ ଗୁଳିବିନିମୟ ବେଳେ ଶହୀଦ ହୋଇଥିବା ମେଜର ବିଭୂତି ଶଙ୍କର ଧୌଣ୍ଡିୟାଙ୍କ ସ୍ତ୍ରୀ ନିକିତା କୌଲ୍‌ ଖୁବ୍‌ଶୀଘ୍ର...

ଭାଜପାକୁ ଟାର୍ଗେଟ କଲେ ଦିଦି

କୋଲକାତା,୧୨।୯: ପଶ୍ଚମିବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣିଥରେ କେନ୍ଦ୍ରର ଭାଜପା ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଗୁରୁବାର ମମତା କୋଲକତାରେ ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ(ଏନ୍‌ଆର୍‌ସି) ବିରୋଧରେ...

ଏମ୍ସର ୨୦୬ କରୋନା ଯୋଦ୍ଧାଙ୍କ ରିପୋର୍ଟ ଆସିଛି ପଜିଟିଭ

ନୂଆଦିଲ୍ଲୀ,୨୯।୫: କରୋନା ମହାମାରୀ ଏବେ ସାରା ବିଶ୍ୱକୁ ବ୍ୟାପି ସାରିଥିବା ବେଳେ ଦେଶରେ ମଧ୍ୟ ଏହାର ସ୍ଥିତି ବେଳକୁ ବେଳ ଅଣାୟତ ହେବାକୁ ଯାଉଛି। ବିଶେଷକରି...

ଜେଇଇ, ନିଟ୍‌ ପାଇଁ ସାନି ତାରିଖ ଘୋଷଣା ୫ରେ

ନୂଆଦିଲ୍ଲୀ,୪ା୫(ପି.ଟି.): ଜେଇଇ ଏବଂ ନିଟ୍‌ ପ୍ରବେଶିକା ପରୀକ୍ଷା ଲାଗି ସାନି ତାରିଖ ୫ରେ ଘୋଷଣା କରାଯିବ ବୋଲି ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ରବିବାର...

ସୀମାରେ ଶତ୍ରୁ ଉପରେ କଡ଼ା ନଜର ରଖିବ ଜିସାଟ୍‌-୧…

ନୂଆଦିଲ୍ଲୀ,୮।୮: ସ୍ବାଧୀନତା ଦିବସର ତିନି ଦିନ ପୂର୍ବରୁ ଭାରତ ଅତ୍ୟାଧୁନିକ ଉପଗ୍ରହ ଜିସାଟ୍‌-୧ର ଉତକ୍ଷେପଣ କରିବ। ଏହି ଉପଗ୍ରହ ଦେଶର ସୁରକ୍ଷା ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ...

ମୁଖ୍ୟମନ୍ତ୍ରୀ ପାଇଁ ରାହୁଲ ଗାନ୍ଧୀଙ୍କଠାରୁ ୧୦ ଗୁଣା ଅଧିକ ଯୋଗ୍ୟ ଆଦିତ୍ୟ ଠାକରେ: ସୁବ୍ରମଣ୍ୟମ ସ୍ବାମୀ

ନୂଆଦିଲ୍ଲୀ,୨୯।୧୦: ମହାରାଷ୍ଟ୍ରରେ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଶିବସେନା ମଧ୍ୟରେ ମେଣ୍ଟ ହୋଇଛି। ହେଲେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଏପର୍ଯ୍ୟନ୍ତ ଏମାନଙ୍କ ଭିତରେ ଅଙ୍କକଷା ଛିଡି...

ପରମବୀରଙ୍କ ଆବେଦନ ସୁପ୍ରିମ୍‌କୋର୍ଟରେ ଖାରଜ

ନୂଆଦିଲ୍ଲୀ,୨୪।୩: ମହାରାଷ୍ଟ୍ରରେ ଜାରି ରହିଥିବା ସଙ୍କଟ ନେଇ ପୂର୍ବତନ ପୋଲିସ କମିଶନର ପରମବୀର ସିଂଙ୍କ ଆବେଦନ ସୁପ୍ରିମ୍‌କୋର୍ଟରେ ଖାରଜ ହୋଇଯାଇଛି। ମାମଲା ଗୁରୁତର ମାତ୍ର ଏହି...

Advertisement
Archives

Model This Week