Posted inଖେଳ

 ବଢ଼ୁଛି କ୍ରେଜ୍‌: ଲିଜେଣ୍ଡସ୍‌ ଲିଗ୍‌ରେ ଖେଳିବା ନେଇ ସ୍ପଷ୍ଟ କଲେ କ୍ରିସ ଗେଲ୍‌ଙ୍କ ସମେତ ଆଉ ୫ ଭେଟେରାନ୍‌

ନୂଆଦିଲ୍ଲୀ,୨୦।୧: ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟ ଲିଜେଣ୍ଡସ୍‌ ଲିଗ୍‌ କ୍ରିକେଟ ଫେବୃୟାରୀ ୨୭ରୁ ମାର୍ଚ୍ଚ ୮ ଯାଏ ଖେଳାଯିବ। ଏଥିରେ ଶାହିଦ ଆଫ୍ରିଦି, ମିସବା-ଉଲ୍‌-ହକ୍‌ ଏବଂ ଏସ୍‌. ଶ୍ରୀସନ୍ତଙ୍କ ଭଳି ଭେଟେରାନଙ୍କ ପରେ କ୍ରିସ୍‌ ଗେଲ ସମେତ ଆଉ ୫ ଖେଳାଳି ଖେଳିବା ସ୍ପଷ୍ଟ କରିଛନ୍ତି। ଟିମ୍‌ ଇଣ୍ଡିଆର ଅଲରାଉଣ୍ଡର ଇରଫାନ ପଠାନ, ଶ୍ରୀଲଙ୍କାର ଦିଲହରା ଫର୍ନାଣ୍ଡିସ୍‌, ଇଂଲଣ୍ଡର ମଣ୍ଟି ପାନସର ଏବଂ ଆଫଗାନିସ୍ତାନର ଅସଗର ଆଫଗାନ ଲିଗ୍‌ରେ ଖେଳିବାକୁ ନିଶ୍ଚିତ କରିଛନ୍ତି। ସେମାନେ ଏହି ଟୁର୍ନାମେଣ୍ଟରେ ଖେଳିବାକୁ ବହୁତ ଉତ୍ସାହିତ ଥିବା କହିଛନ୍ତି।

କ୍ରିସ ଗେଲ କହିଛନ୍ତି, ‘ଟୁର୍ନାମେଣ୍ଟର ଗତ ସିଜନ ଭାରତରେ ଖେଳାଯାଇଥିଲା। ସେହି ସମୟରେ ପ୍ରଶଂସକଙ୍କ ଉତ୍ସାହ ଦେଖି ମଜା ଲାଗିଥିଲା। ଏବେ ଦୋହାର ପାଳି। ’ସେହିଭଳି ଇରଫାନ କହିଛନ୍ତି, ‘ଲିଗ୍‌ର ଅଭିଜ୍ଞତା ବହୁତ ଭଲ ରହି ଆସିଛି। ଏହି ଲିଗ୍‌ରେ କିମ୍ବଦନ୍ତୀ ଖେଳାଳିଙ୍କ ସହ ଖେଳିବା ବହୁତ ମଜାଦାର ହେବ’।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri