Categories: Video

Five new COVID cases in Balasore | ଵାଲେଶ୍ୱରରେ ଆଉ ୫ କରୋନା ପଜିଟିଭ

ରାଜ୍ୟରେ ମଙ୍ଗଳବାର ଆଉ ୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୭୯ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ଥାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟ୍‌ ଜରିଆରେ ତଥ୍ୟ ପ୍ରକାଶ ପାଇଛି। ତେବେ ଏହି ୫ ନୂଆ କରୋନା ଆକ୍ରାନ୍ତ ବାଲେଶ୍ୱର ଜିଲାର ବୋଲି ଜଣାପଡ଼ିଛି।