Advertisement

ପାକିସ୍ତାନ ପୋଲିସ କ୍ୟାମ୍ପ୍‌ରେ ଆକ୍ରମଣ: ୫ ପୋଲିସ କର୍ମଚାରୀ ମୃତ

କରାଚୀ, ୬।୧୧: ପାକିସ୍ତାନର ସିନ୍ଧ୍‌ ପ୍ରଦେଶ ଅଧୀନ ରୋଣ୍ଟି ଏବଂ ଘୋଟ୍‌କିରେ ଥିବା ପୋଲିସ କ୍ୟାମ୍ପ୍‌ ଉପରେ ୧୫୦ରୁ ଊର୍ଦ୍ଧ୍ୱ ସଶସ୍ତ୍ର ଡକାୟତ ଆକ୍ରମଣ କରିଛନ୍ତି। ଆକ୍ରମଣରେ ୫ ପୋଲିସ ନିହତ ହେବା ସହ ୨ ଜଣ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ଡିଏସ୍‌ପି ଏବଂ ଦୁଇଜଣ ଏସ୍‌ଏଚ୍‌ଓ ଅଛନ୍ତି। ଆକ୍ରମଣ ପରେ ଡକାୟତ ଓ ପୋଲିସ ମଧ୍ୟରେ ଗୁଳି ବିନିମୟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୟୁ ଚୀ ପୁଣି ଦୁଇ ମାମଲାରେ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡାଦେଶ ବୃଦ୍ଧି ପାଇ ହେଲା ୨୬ ବର୍ଷ…

ନାପିଦ୍ୱ,୧୨।୧୦ : ମ୍ୟାନମାରର ଅବସରପ୍ରାପ୍ତ ନେତା ଅଙ୍ଗ ସାନ ସ୍ୟୁ ଚୀଙ୍କୁ ପୁଣି ଆଉ ଦୁଇଟି ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ କରାଯାଇଛି। ଏହା ସହିତ...

ଚଳନ୍ତା ଟ୍ରେନ୍‌ରେ ଫଟୋ ଶୁଟ୍‌ କରି ଚର୍ଚ୍ଚାକୁ ଆସିଲେ ମହିଳା

ଆଲବାନି,୨୨।୮: ନ୍ୟୁୟର୍କରେ ଜଣେ ମହିଳା ଚଳନ୍ତା ଟ୍ରେନ୍‌ରେ ଫଟୋ ଶୁଟ୍‌ କରି ଆସିଛନ୍ତି ଚର୍ଚ୍ଚାକୁ। ଜେସିକା ଜର୍ଜ ନାମକ ଏହି ମହିଳା ଟ୍ରେନ୍‌ରେ ଯାତ୍ରା କରୁଥିବା...

ଅନୁଚ୍ଛେଦ ୩୭୦ ଉଚ୍ଛେଦ: ଭାରତକୁ ସମର୍ଥନ କଲା ରୁଷିଆ

ମସ୍କୋ,୨୮।୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ମାମଲାରେ ପାକିସ୍ତାନକୁ ପୁଣି ଏକ ଝଟକା ଲାଗିଛି। ବୁଧବାର ରୁଷିଆ ରାଜନେତା ନିକୋଲେ କୁଦାଶେଭ୍‌ କହିଛନ୍ତି ଯେ, ଏହା...

ଆମେରିକାକୁ ତାଲିବାନର ଚେତାବନୀ

କାବୁଲ,୨୯ ।୯: ଆଫଗାନିସ୍ତାନରେ ଶାସନକୁ ଫେରିବା ପରେ ତାଲିବାନ ଆମେରିକାକୁ ଚେତାବନୀ ଦେଇଛି । ଆମେରିକା ଦ୍ୱାରା ଆଫଗାନିସ୍ତାନ ବିମାନ ବନ୍ଦରରେ ଡ୍ରୋନ୍ ଉଡାଇବାକୁ ନେଇ...

ଫଟୋଗ୍ରାଫରଙ୍କ କ୍ୟାମେରାରେ କଏଦ ହେଲା ବିରଳ ହଳଦିଆ ପେଙ୍ଗୁଇନ୍‌!

ତିବଲିସି,୨୧ ।୨: ପେଙ୍ଗୁଇନ୍ ସାଧାରଣତଃ ଧଳା ଓ କଳା ରଙ୍ଗର ହୋଇଥିବା ବେଳେ ସେମାନଙ୍କ ବେକ ନିକଟରେ ଏକ ହଳଦିଆ ପ୍ୟାଚ ଥାଏ । କିନ୍ତୁ...

ସବୁଜ ଉଦ୍‌ଜାନ ଚୁକ୍ତି ସ୍ବାକ୍ଷରିତ

ବର୍ଲିନ, ୩।୫: ୟୁକ୍ରେନ୍‌ ସଙ୍କଟ ଭିତରେ ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନି ଦିନିଆ ୟୁରୋପ ଗସ୍ତରେ ସୋମବାର ଜର୍ମାନୀରେ ପହଞ୍ଚିଛନ୍ତି। ବର୍ଲିନରେ ପହଞ୍ଚିବା ପରେ...

ରୁଷିଆର ବର୍ବରତାକୁ ଉଚିତ ଦର୍ଶାଇଲେ ପୁଟିନଙ୍କ ସରକାରରେ ଥିବା ବିହାରୀ ନେତା

ମସ୍କୋ,୨।୩: ୟୁକ୍ରେନ ଉପରେ ରୁଷିଆର ବର୍ବରତାକୁ ଉଚିତ ଦର୍ଶାଇଛନ୍ତି ଭାରତୀୟ ବଂଶୋଦ୍ଭବ ତଥା ରୁଷିଆ ରାଷ୍ଟ୍ରପତି ଭ୍ଲାଦମିର ପୁଟିନଙ୍କ ସରକାରରେ ବିଧାୟକ ଥିବା ଡ. ଅଭୟ...

ସାଧାରଣ କାଶ ବି ହୋଇପାରେ ଓମିକ୍ରନ୍‌ ଲକ୍ଷଣ…

ଲଣ୍ଡନ/ନୂଆଦିଲ୍ଲୀ, ୨୧।୧୨: ପୃଥିବୀରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ ଆକ୍ରାନ୍ତଙ୍କୁ ବିଶ୍ଳେଷଣ କରୁଥିବା ବୈଜ୍ଞାନିକମାନେ ଏକ ରିପୋର୍ଟ...

Advertisement
Archives

Model This Week