ପାହାଡ଼ରୁ ପଥର ଖସି ପଡିଲା ଡଙ୍ଗା ଉପରେ: ୫ ମୃତ, ୩୨ ଆହତ

ବ୍ରାସିଲିଆ,୯ ।୧: ବ୍ରାଜିଲର ମିନସ ଗେରୈସ ରାଜ୍ୟରେ ଶନିବାର ପାହାଡରୁ ପଥର ଖଣ୍ଡ ଖସି ପଡି ଏହାର ନିମ୍ନ ଭାଗରେ ନୌକାରେ ଯାତ୍ରା କରୁଥିବା ଲୋକଙ୍କ ଉପରେ ପଡିଥିଲା । ଫଳରେ ଅତିକମରେ ୫ ଜଣଙ୍କ ମୃତ୍ୟୁ ହେବା ସହ ୩୨ ଜଣ ଆହତ ହୋଇଥିବା ସୂଚନା ମିଳିଛି । ସ୍ଥାନୀୟ ଗଣମାଧ୍ୟମର ସୂଚନା ଅନୁଯାୟୀ ୨୦ ଜଣ ଏବେବି ନିଖୋଜ ଅଛନ୍ତି । ଅନ୍ୟ ୯ ଜଣଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏହି ଘଟଣାର ଯାଞ୍ଚ କରାଯାଉଥିବା ବେଳେ ଦକ୍ଷିଣପୂର୍ବ ବ୍ରାଜିଲର ଲ୍ୟାଣ୍ଡଲକ ରାଜ୍ୟ ମିନସ ଗେରୈସର ପୂବତନ ଗଭର୍ନର ରୋମୁ ଜେମା କହିଛନ୍ତି, ପ୍ରବଳ ବର୍ଷା ଯୋଗୁ କୌପିଟୋଲିୟୋରେ ଫର୍ନାସ ହ୍ରଦରେ ପାହାଡର କିଛି ଅଂଶ ଭାଙ୍ଗି ପଡିଥିଲା । ଜେମା ଟୁଇଟ୍ କରି ଲେଖିଛନ୍ତି ଏହି ଦୁଃଖଦ ସମୟରେ ସେ ମୃତାହତଙ୍କ ପରିବାର ସହ ଅଛନ୍ତି । ଏହାସହ ଆବଶ୍ୟକ ସୁରକ୍ଷା ଓ ସହାୟତା ପ୍ରଦାନ କରିବାର କାର୍ଯ୍ୟ ଜାରି ରଖିବେ । ତେବେ ନିଖୋଜଙ୍କୁ ଖୋଜିବାରେ ସାମନ୍ୟ ବିଳମ୍ବ ହେଉଛି । କାରଣ ରାତିରେ ବୁଡାଳିମାନେ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହାକୁ ସ୍ଥଗିତ ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri