ଆଠଗଡ଼ ଡିଏସ୍‌ପିଙ୍କ ସମେତ ୫ ପୋଲିସ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୨୯।୬: କଟକ ଜିଲାର ବଡ଼ମ୍ବା ଥାନା ଆଇଆଇସି ରବିବାର କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାର ଗୋଟିଏ ଦିନ ନ ବିତୁଣୁ ସୋମବାର ଆଠଗଡ଼ ଡିଏସ୍‌ପିଙ୍କ ନମୁନା ପଜିଟିଭ ଆସିଛି। ଏହା ସହ ୫ ପୋଲିସ କର୍ମଚାରୀ ମଧ୍ୟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ବଡ଼ମ୍ବା ଆଇଆଇସି କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସମ୍ପୃକ୍ତ ଥାନାକୁ ସିଲ୍‌ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୁଳି ଫୁଟାଇ ଆତ୍ମହତ୍ୟା କଲେ ବଣାଇ ବିଧାୟକଙ୍କ ପିଏସ୍‌ଓ

ସୁନ୍ଦରଗଡ଼,୧୮।୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଣାଇ ବିଧାୟକ ଲକ୍ଷଣ ମୁଣ୍ଡାଙ୍କ ପିଏସ୍‌ଓ ନିଜ ସର୍ଭିସ ବନ୍ଧୁକରୁ ଗୁଳି ଫୁଟାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ତେବେ ଆତ୍ମହତ୍ୟାର କାରଣ...

ଜେଲ ଗଲେ ଗ୍ୟାଙ୍ଗ୍‌ଷ୍ଟର ରାଜା ଆଚାର୍ଯ୍ୟ

କଟକ ଅଫିସ/ଭୁବନେଶ୍ୱର, ୧୪।୧୧(ବ୍ୟୁରୋ): ଜେଲ ଗଲେ ଗ୍ୟାଙ୍ଗ୍‌ଷ୍ଟର ସନ୍ଦୀପ ଆଚାର୍ଯ୍ୟ ଓରଫ ରାଜା। କଟକ ସିଜେଏମ୍‌ କୋର୍ଟରେ ଗୁରୁବାର ହାଜର କରାଯିବା ପରେ ତାଙ୍କୁ ଜେଲ...

ଜାଲ୍‌ ସାର୍ଟିଫିକେଟ, ବେରୋଜଗାରୀ ପ୍ରସଙ୍ଗ: ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା

ଛତ୍ରପୁର,୩୦।୧୧(ଡି.ଏନ.ଏ) -ଅଲ୍‌ ଇଣ୍ଡିଆ ଫରୱାର୍ଡ ବ୍ଲକ ପକ୍ଷରୁ ବିଭିନ୍ନ ଦାବିନେଇ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯାଇଥିଲା। ଜିଲାରେ ବେରୋଜଗାରୀ ବଢୁଥିବାବେଳେ ବିଭିନ୍ନ କ୍ଷେତ୍ରରେ...

ହାତ, ଗୋଡ଼ ନ ଧୋଇଲେ ଗାଁକୁ ପଶିବା ମନା

ଗୁଡଭେଲା,୨୮।୩(ଡି.ଏନ.ଏ.):କରୋନା ମହାମାରୀକୁ ନେଇ ବିଶ୍ୱ ଆତଙ୍ଗିତ ହୋଇ ପଡଛି। ଏହିକ୍ରମରେ ବଲାଙ୍ଗୀର ଜିଲା ଗୁଡଭେଲା ବ୍ଲକ ସମରା ପଞ୍ଚାୟତର ଲୁର୍କୀ ଗ୍ରାମବାସୀ ଶୁକ୍ରବାର ରାତିରୁ ଗାଁର...

ଜବରଦଖଲ ଉଚ୍ଛେଦ ପ୍ରତିବାଦରେ ଧାରଣା, ରାସ୍ତାରୋକୋ

ଆସିକା,୧୫ା୨ (ଡି.ଏନ୍‌.ଏ.) – ଆସିକା ଏନ୍‌ଏସି ପକ୍ଷରୁ ଗୁରୁବାର ଆସିକା ସହରର ଜନଗହଳିପୂର୍ଣ୍ଣ କୁମ୍ଭାରସାହି ଛକ, ବିନାୟକ ବଜାର, ଲକ୍ଷ୍ମୀ ବଜାର, ବସ୍‌ଷ୍ଟାଣ୍ଡ, କଳିଙ୍ଗା ରୋଡ...

ଛାତ୍ରୀଛାତ୍ରଙ୍କ ପାଖକୁ ପୁସ୍ତକ ପହଞ୍ଚାଇଲେ ଶିକ୍ଷୟିତ୍ରୀ

ଭଟଲି,୧୭।୪(ଡି.ଏନ.ଏ): ଲକ୍‌ ଡାଉନ୍‌ କଟକଣା ଯୋଗୁ ଛାତ୍ରୀଛାତ୍ରଙ୍କ ପାଖକୁ ସେମାନଙ୍କ ପାଠ୍ୟ ପୁସ୍ତକ ପଠାଇବା ପାଇଁ ସରକାରଙ୍କ ନିର୍ଦ୍ଦେଶ ରହିଛି । ଏହି କ୍ରମରେ ଶୁକ୍ରବାର...

ଡାବୁଗାଁ-କୋଡ଼ିଙ୍ଗା ରାସ୍ତା ମରଣଯନ୍ତା

ପାପଡାହାଣ୍ଡି, ୨୬।୫(ଡି.ଏନ.ଏ)-ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ହାତୀବେଢା ପଞ୍ଚାୟତ ଦେଇଯାଇଥିବା ଗ୍ରାମ୍ୟ ଉନୟନ ବିଭାଗର ଡାବୁଗାଁ ଠାରୁ କୋଡ଼ିଙ୍ଗା ରାସ୍ତା ଦୀର୍ଘ ଦିନ ହେଲା ମରାମତି...

ଭଡ଼ାରେ ଲାଗିଛି ପଞ୍ଚାୟତ କାର୍ଯ୍ୟାଳୟ: ନୋଟିସ ପ୍ରଦାନ ପରେ ବି ଖାଲି ହେଉନି ଗୃହ

ନାଉଗଁା,୩୦ା୭(ସ୍ବ.ପ୍ର.): ପଞ୍ଚାୟତ କାର୍ଯ୍ୟାଳୟର ଆଧୁନିକୀକରଣ ପାଇଁ ସରକାର ବିପୁଳ ଅନୁଦାନ ଯୋଗାଇ ଦେଉଛନ୍ତି। କିନ୍ତୁ କେତେକ ଦାୟିତ୍ୱହୀନ ଅଧିକାରୀଙ୍କ ଯୋଗୁ ଏସବୁ ଅନୁଦାନ ଠିକ୍‌ ଭାବେ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *