ଓଲଟିଲା ପୋଲିସ ଭ୍ୟାନ୍‌, ୫ ଆହତ

ଛତ୍ରପୁର,୧୩।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଜାତୀୟ ରାଜପଥରେ ଜଣେ ବାଇକ ଚାଳକଙ୍କୁ ବଞ୍ଚାଇବାକୁ ଯାଇ ଭାରସାମ୍ୟ ହରାଇ ବୁଧବାର ପୂର୍ବାହ୍ନରେ ଏକ ପୋଲିସ ପାଟ୍ରୋଲିଂ ଗାଡ଼ି ଓଲଟି ପଡିଛି । ଏହି ଦୁର୍ଘଟଣାରେ ପୋଲିସ ସର୍ଜେଣ୍ଟ ସଞ୍ଜୟ ବାରିକଙ୍କ ସମେତ ୫ଜଣ କର୍ମଚାରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଛତ୍ରପୁର ଉପଖଣ୍ଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ସର୍ଜେଣ୍ଟ ସଞ୍ଜୟଙ୍କୁ କଟକ ବଡ ମେଡିକାଲକୁ ଏବଂ ଅନ୍ୟମାନଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ଅଧିକ ଚିକିତ୍ସା ପାଇଁ ସ୍ଥାନାନ୍ତର କରାଯାଇଛି।
ପ୍ରକାଶ ଯେ, ଛତ୍ରପୁର ଉପକଣ୍ଠ ତାମ୍ପରା ବୋଟ କ୍ଲବ ସମ୍ମୁଖ ୧୬ ନମ୍ବର ଜାତୀୟ ରାଜପଥରେ ବୁଧବାର ସକାଳେ ଏକ ଗ୍ୟାସ ଟ୍ୟାଙ୍କର ଓଲଟି ପଡ଼ିବା ଖବର ପାଇ ପାଟ୍ରୋଲିଂ ଗାଡ଼ା ଯାଉଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା। କୁହୁଡି ଯୋଗୁ ଏପରି ଦୁର୍ଘଟଣା ଘଟୁଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଗୁଡ଼ା ବ୍ଲକ, ଏନ୍‌ଏସିର ୪୦ ସଙ୍ଗରୋଧ କେନ୍ଦ୍ରରେ ୨୦୫୯ ପ୍ରବାସୀ ଓଡ଼ିଆ

ବୁଗୁଡ଼ା,୭ା୫(ଡି.ଏନ.ଏ.)- ବୁଗୁଡ଼ା ବ୍ଲକ ଓ ଏନ୍‌ଏସିରେ ଥିବା ୪୦ ସଙ୍ଗରୋଧ କେନ୍ଦ୍ରରେ ଗୁରୁବାର ସୁଦ୍ଧା ମୋଟ ୨୦୫୯ ପ୍ରବାସୀ ଓଡ଼ିଆ (ସୁରାଟ ଫେରନ୍ତା) ଆସି ରହିଛନ୍ତି।...

ଖାଲଖମା ରାସ୍ତା: ମରାମତି ଦାବି

ଚନ୍ଦ୍ରଗିରି,୩।୯(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ବ୍ଲକ ମାଣିକପୁର ଇନ୍ଦିରା ଆବାସ ହନୁମାନ ମନ୍ଦିର ସମ୍ମୁଖ ବୁଲାଣିଆ ରାଜରାସ୍ତା ବର୍ଷାରେ ଧୋଇହୋଇ ଖାଲଖମା ହୋଇଯାଇଛି। ଅନ୍ୟପଟେ ଉକ୍ତ...

ପୋଲିସ, ପ୍ରଶାସନିକ ଅଧିକାରୀଙ୍କୁ ସମ୍ବର୍ଦ୍ଧିତ କଲେ ମନ୍ତ୍ରୀ

ଭଞ୍ଜନଗର,୪ା୫(ଡି.ଏନ୍‌.ଏ.): ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସୋମବାର ଭଞ୍ଜନଗର ଉପଖଣ୍ଡର ପୋଲିସ ପ୍ରଶାସନିକ ଅଧିକାରୀଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି...

ପରିବେଶ ଆଇନ ଉଲ୍ଲଂଘନ: ବାଲିଉତ୍ସ ପରିଦର୍ଶନ କଲେ ଉଚ୍ଚ କର୍ତ୍ତୃପକ୍ଷ

ଜଳେଶ୍ୱର, ୮।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ମହମ୍ମଦନଗରପାଟଣା ପଞ୍ଚାୟତ ଅଧୀନ ସୁବର୍ଣ୍ଣରେଖା ନଦୀର ମହମ୍ମଦନଗରପାଟଣା (କ, ଖ, ଗ ଓ ଘ) ୪ଟି ବାଲି ଉତ୍ସକୁ...

ଦୁର୍ଗାପୂଜା ଉପଲକ୍ଷେ ଶାନ୍ତି କମିଟି ବୈଠକ: ଶବ୍ଦ ପ୍ରଦୂଷଣ ଉପରେ ଲାଗିବ ଲଗାମ

ବାଲେଶ୍ୱର ଅଫିସ, ୨୧।୯-ଚଳିତବର୍ଷ ଶାରଦୀୟ ଦୁର୍ଗାପୂଜାକୁ ଶାନ୍ତିଶୃଙ୍ଖଳାରେ ପାଳନ କରିବା ନିମନ୍ତେ ଜିଲା ପ୍ରଶାସନ ପକ୍ଷରୁ ଏକ ଶାନ୍ତି କମିଟି ବୈଠକ ଶୁକ୍ରବାର ସ୍ଥାନୀୟ ଗାନ୍ଧୀସ୍ମୃତି...

ଦଧିନଉତିରେ ଦିଆଗଲା ଚୁନ ଲେପ

ପୁରୀ ଅଫିସ,୧୪ା୧: ନବାଙ୍କ ଅବସରରେ ମଙ୍ଗଳବାର ଶ୍ରୀମନ୍ଦିର ଦଧିନଉତି ଏବଂ କଳସରେ ଚୁନ ଲେପ ଦିଆଯାଇଛି। ଚୁନରା ସେବକମାନେ ଏହି ଲେପ ଦେଇଛନ୍ତି। ପରମ୍ପରା ଅନୁଯାୟୀ,...

‘ଲକ୍‌ଡାଉନ ନିୟମରେ ପରିବର୍ତ୍ତନ ହୋଇନି’ ସ୍ପଷ୍ଟ କଲା ଜିଲା ପ୍ରଶାସନ

ବାଲେଶ୍ୱର ଅଫିସ, ୧୪।୭-ବାଲେଶ୍ୱର ଜିଲାରେ ଲକ୍‌ଡାଉନ ନିୟମରେ ପରିବର୍ତ୍ତନ ହୋଇଥିବା ନେଇ ରବିବାରଠାରୁ ବିଭିନ୍ନ ସୋସିଆଲ ମିଡିଆରେ ଗୁଜବ ପ୍ରଚାରିତ ହୋଇଛି। ଏହାକୁ ବାଲେଶ୍ୱର ଜିଲା...

ରମାକାନ୍ତଙ୍କ ଚିକିତ୍ସାରେ ଅର୍ଥ ବାଧକ

ଫୁଲବାଣୀ ଅଫିସ,୩ା୧: କନ୍ଧମାଳ ଜିଲା ଚକାପାଦ ବ୍ଲକ ପସରା ପଞ୍ଚାୟତ ବରଡାଖୋଲ ଗ୍ରାମର ରମାକାନ୍ତ କହଁର(୩୫) ଅର୍ଥ ଅଭାବରୁ ଚିକିତ୍ସିତ ହୋଇପାରୁ ନାହାନ୍ତି। ପାଖରେ ଥିବା...

Advertisement
Archives

Model This Week