ବ୍ରିଟେନ ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ୯୫ ତମ ଜନ୍ମଦିନରେ ଜାରି କରାଯିବ ୫ ପାଉଣ୍ଡର କଏନ

ଲଣ୍ଡନ,୫ ।୧: ବ୍ରିଟେନ ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ୯୫ ତମ ଜନ୍ମଦିନରେ ଏଥର ୫ ପାଉଣ୍ଡର ଏକ ନୂଆ କଏନ ଜାରି କରାଯିବ ବୋଲି ଜଣାପଡିଛି । ସୋମବାର ବ୍ରିଟେନ ରୟାଲ ମିଟ କହିଛି ୨୦୨୧ରେ ଜାରି କରାଯିବାକୁ ଥିବା ସ୍ମାରକ କଏନ ମଧ୍ୟରେ ଏହା ଗରୁତ୍ୱପୂର୍ଣ୍ଣ । ୫ ପାଉଣ୍ଡର କଏନ ବିଶେଷ ଭାବେ ରାଜ ପରିବାରର ଆୟୋଜନରେ ଜାରି କରାଯାଇଥାଏ । ଏଥର ଜାରି ହେବାକୁ ଥିବା କଏନରେ ଇଆଇଆଇଆର ଉପରେ ଇଂରାଜିରେ ଲେଖାଯିବ ମାଇଁ ହାର୍ଟ ଆଣ୍ଡ ମାଇଁ ଡିଭୋଶନ ଅର୍ଥାତ୍ ମୋର ହୃଦୟ ଓ ମୋର ଭକ୍ତି । ଏହା ୧୯୫୭ରେ ସମ୍ରାଟଙ୍କ ଖ୍ରୀଷ୍ଟମାସ ବାର୍ତ୍ତାରେ ସାମିଲ କରାଯାଇଥିବା ବେଳେ ସର୍ବପ୍ରଥମେ ଟେଲିଭିଜନରେ ପ୍ରସାରଣ କରାଯାଇଥିଲା । ରୟାଲ ମିଟ କହିଛି ରାଜ ପରିବାର ପକ୍ଷରୁ ଜାରି କରାଯାଉଥିବା ସ୍ମାରକ କଏନ ବ୍ରିଟେନର ବିକାଶରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନର ପ୍ରତିକ ହୋଇଥାଏ । ସେ କହିଛନ୍ତି ୨୦୨୧ରେ ଜାରି ହେବାକୁ ଥିବା ସ୍ମାରକ କଏନରେ ସ୍କଟିଶ ଉପନ୍ୟାସକାର ସାର୍ ବାଲଟର ସ୍କଟଙ୍କ କାହାଣୀ ଓ ତାଙ୍କ ଗବେଷଣାକୁ ସମର୍ପିତ କରାଯିବ ଯାହା ବ୍ରିଟିଶ ଇତିହାସକୁ ଜୀବନ୍ତ କରିବ ।


Enter your email to get our daily news in your inbox.

All Right Reserved By Dharitri.Com

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri