ଆମେରିକା ନିର୍ବାଚନରେ ୫ ଭାରତୀୟ ବଂଶୋଦ୍ଭବ

ଓ୍ବାଶିଂଟନ,୬।୧୧(ପି.ଟି.): ଆମେରିକା ହାଉସ୍‌ ଅଫ୍‌ କମନ୍ସ ପାଇଁ ଆସନ୍ତା ୮ ତାରିଖରେ ହେବାକୁ ଯାଉଥିବା ମଧ୍ୟବର୍ତ୍ତିକାଳୀନ ନିର୍ବାଚନରେ ୫ ଜଣ ପ୍ରମୁଖ ଭାରତୀୟ-ଆମେରିକୀୟ ରାଜନେତା ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଯଦି ରାଜନୈତିକ ବିଶେଷଜ୍ଞମାନଙ୍କ ପୂର୍ବାନୁମାନକୁ ବିଶ୍ୱାସ କରାଯାଏ, ତେବେ ଏହି ଭାରତୀୟ ବଂଶୋଦ୍ଭବ ପ୍ରାର୍ଥୀ ବିଜୟୀ ହେବାର ଶହେ ପ୍ରତିଶତ ସମ୍ଭାବନା ରହିଛି। ସେମାନଙ୍କ ମଧ୍ୟରୁ ଡେମୋକ୍ରାଟିକ୍‌ ପାର୍ଟିରୁ ଲଢ଼ୁଥିବା ଆମି ବେରା, ରାଜା କ୍ରିଷ୍ଣମୂର୍ତ୍ତି, ରୋ ଖାନ୍ନା ଏବଂ ପ୍ରମିଳା ଜୟପାଲ। ସେମାନେ ହାଉସ୍‌ ଅଫ୍‌ କମନ୍ସକୁ ପୁନଃ ନିର୍ବାଚିତ ହେବାକୁ ଯାଉଛନ୍ତି। ଏହା ବ୍ୟତୀତ ମିଚିଗାନର ୧୩ତମ ନିର୍ବାଚନ ମଣ୍ଡଳୀରୁ ଶିଳ୍ପପତି ତଥା ବ୍ୟବସାୟୀ ଶ୍ରୀ ଥାନେଦାର ଡେମୋକ୍ରାଟିକ୍‌ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ୁଛନ୍ତି। କାଲିଫର୍ନିଆରୁ ପ୍ରାର୍ଥୀ ହୋଇଥିବା ୫୭ ବର୍ଷୀୟ ବେରା ଏଥର ଜିତିଲେ ଷଷ୍ଠ ଥର ପାଇଁ ହାଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍‌ ସଦସ୍ୟ ହେବେ। ସେହିପରି ଖାନ୍ନା ଏବଂ କ୍ରିଷ୍ଣମୂର୍ତ୍ତି କ୍ରମାଗତ ଚତୁର୍ଥ ଥର ଲାଗି ହାଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍‌କୁ ଯିବେ। ପ୍ରଥମ ଭାରତୀୟ ମହିଳା ଭାବେ ଚେନ୍ନାଇ ଜନ୍ମିତ ଜୟପାଲ ନିର୍ବାଚିତ ହେବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

କେବେ ଭାରତ ଆସିବେ ବାଂଲାଦେଶୀ ପ୍ରଧାନମନ୍ତ୍ରୀ? ଆସିଲା ନୂଆ ତାରିଖ

ନୂଆଦିଲ୍ଲୀ,୨୨।୮: ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହkସିନାଙ୍କ ବହିଷ୍କାର ଏବଂ ଭାରତରେ ଆଶ୍ରୟ ନେବା ମଧ୍ୟରେ, ବାଂଲାଦେଶୀ ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ 23 ରୁ 25 ମଧ୍ୟରେ…

ମିତ୍ର ଦେଶ କାନାଡାକୁ ଶକ୍ତ ଝଟକା ଦେଲେ ଟ୍ରମ୍ପ!

ଓ୍ବାଶିଂଟନ,୨୨।୮: ଡୋନାଲ୍ଡ ଟ୍ରମ୍ପ ଆମେରିକାର ଘନିଷ୍ଠ ସହଯୋଗୀ ଏବଂ ବନ୍ଧୁ କାନାଡା ଉପରେ ‘ଶୁଳ୍କ ବୋମା’ ପକାଇଛନ୍ତି। ବାଣିଜ୍ୟ ଚୁକ୍ତି ଆଲୋଚନା ସମୟରେ ଦୁଇ ରାଷ୍ଟ୍ର ଏକ…

ଷ୍ଟେଜ ଉପରେ କାହିଁକି ହଠାତ ନାଚିଲେ ଟ୍ରମ୍ପ? ସାମ୍ନାକୁ ଆସିଲା ଭିଡ଼ିଓ

ଓ୍ବାଶିଂଟନ,୨୨।୮: ଦକ୍ଷିଣ କାରୋଲିନାର ପ୍ରସିଦ୍ଧ ରିସର୍ଟ ସହର ମର୍ଟଲ ବିଚରେ ଏକ କାର୍ଯ୍ୟକ୍ରମରେ ଡୋନାଲ୍ଡ ଟ୍ରମ୍ପ ନାଚିଥିବାର ଦେଖାଯାଇଥିଲା। ଏହି କାର୍ଯ୍ୟକ୍ରମ ଶୁକ୍ରବାର ରାତିରେ ଅନୁଷ୍ଠିତ ହୋଇଥିଲା…

କଡ଼ା ଜବାବ ଦେବୁ: ଇରାନ

ତେହେରାନ, ୨୨।୮: ଇରାନର ନେତୃତ୍ୱକୁ କ୍ଷତବିକ୍ଷତ କରିବା ପାଇଁ ଆମେରିକା ଇତିହାସର ସବୁଠାରୁ କଠୋର ଆର୍ଥିକ କଟକଣା ଲଗାଇବାକୁ ଘୋଷଣା କରିବା ପରେ, ଇରାନ ଏହାର ଏକ…

ପାକିସ୍ତାନରେ କେତେ ଟଙ୍କାରେ ମିଳୁଛି ସେକେଣ୍ଡ ହ୍ୟାଣ୍ଡ୍‌ ଗାଡ଼ି, ଦାମ୍‌ ଜାଣିଲେ ଚମକି ପଡିବେ…

ଇସଲାମାବାଦ,୨୧।୮: ପାକିସ୍ତାନରେ ପ୍ରବଳ ମହଙ୍ଗା ମାଡ଼ ଯୋଗୁଁ ସାଧାରଣ ଲୋକଙ୍କ ବଜେଟ ସମ୍ପୂର୍ଣ୍ଣ ବିଗିଡ଼ି ଯାଇଛି। ନିତ୍ୟବ୍ୟବହାର୍ଯ୍ୟ ଜିନିଷଠାରୁ ଆରମ୍ଭ କରି ପେଟ୍ରୋଲ-ଡିଜେଲ ପର୍ଯ୍ୟନ୍ତ ସବୁକିଛି ମହଙ୍ଗା…

କ୍ରାଶ ହେଲା ଚାଟାର୍ଡ ପ୍ଲେନ; ୮ ମୃତ, ଜାଣନ୍ତୁ କିପରି ହେଲା ଦୁର୍ଘଟଣା

ଆଲାସ୍କା,୨୧।୮: ପଶ୍ଚିମ ଆଲାସ୍କାର ଏକ ଦୁର୍ଗମ ରାଡାର ସାଇଟ୍ ନିକଟରେ ୮ ଜଣଙ୍କୁ ନେଇ ଯାଉଥିବା ଏକ ଚାଟାର୍ଡ ପ୍ଲେନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଗୁରୁବାର ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri