Posted inରାଜ୍ୟ

ପରିବା ଟ୍ରକରୁ ଜବତ ହେଲା ୫ କୁଇଣ୍ଟାଲ ଗଞ୍ଜେଇ

ଭୁବନେଶ୍ୱର,୮।୯(ବ୍ୟୁରୋ)-ଭୁବନେଶ୍ୱର ଖଣ୍ଡଗିରି ନିକଟରୁ ମଙ୍ଗଳବାର ୫ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ କରାଯାଇଛି। ଏକ ବାଇଗଣ ଓ ବନ୍ଧାକୋବି ବୋଝେଇ ଟ୍ରକରେ ଗଞ୍ଜେଇ ଲୋଡ ହୋଇ ଆନ୍ଧ୍ରପ୍ରଦେଶରୁ ବିହାର ଅଭିମୁଖେ ଯାଉଥିବାବେଳେ ଡିଆରଆଇ(ରାଜସ୍ବ ଗୁଇନ୍ଦା ବିଭାଗ) ପକ୍ଷରୁ ଚଢାଉ କରାଯାଇ ଉକ୍ତ ଗଞ୍ଜେଇକୁ ଜବତ କରାଯାଇଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ପ୍ରାୟ ୮୦ ଲକ୍ଷ ଟଙ୍କା ହେବ। ଏହି ଗଞ୍ଜେଇ ଚାଲାଣ ପଛରେ ଏକ ବଡ଼ ମାଷ୍ଟରମାଇଣ୍ଡ କାମ କରୁଥିବା ଡିଆରଆଇ ଅଧିକାରୀମାନେ ସନ୍ଦେହ କରୁଛନ୍ତି। ତେଣୁ ଏହି ମାଷ୍ଟରମାଇଣ୍ଡ କିଏ ସେ ନେଇ ଡିଆଇଆଇ ଅଧିକାରୀ ଯାଞ୍ଚ କରୁଛନ୍ତି। ଜବତ ଟ୍ରକର ମାଲିକ କିଏ ସେ ନେଇ ମଧ୍ୟ ଯାଞ୍ଚ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍‌, ଉଚ୍ଚସ୍ତରୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ବର,୯।୭: ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଏନେଇ ରାଜ୍ୟ ନିର୍ବାଚନ କମିଶନ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି । ଆସନ୍ତା…

ଛତୁ ତୋଳିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ଜଙ୍ଗଲରେ ବଳାତ୍କାର, ବିବାହ ପାଇଁ ଜିଦି କରିବାରୁ ଖାଇଦେଲେ ବିଷ ଫଳ

ଟିକିରି,୯।୭(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଙ୍ଗଲକୁ ଛତୁ ତୋଳିବାକୁ ଯାଇଥିବା ସମୟରେ ନାବାଳିକାଙ୍କୁ ଜୋର ଜବରଦସ୍ତି ଉଠାଇ ନେଇ…

ଶ୍ୱଶୁର ଘରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମାହୁତି ଉଦ୍ୟମ, କାରଣ ଜାଣିଲେ ହେବେ…

ଵ୍ରହ୍ମପୁର,୯।୭(ସୁବାସ ଚନ୍ଦ୍ର ପାଢ଼ୀ): ଶାଶୁ ଘରେ ଆତ୍ମାହୁତି ଉଦ୍ୟମ କଲେ ମହିଳା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ନିମଖଣ୍ଡି ଥାନା…

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…

ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି…

ମେଡ଼ିକାଲ ଯିବା ବାଟରେ ଖରାପ ହେଲା ଆମ୍ବୁଲାନ୍ସ: ୩ ଘଣ୍ଟା ଛଟପଟ ହୋଇ ଚାଲିଗଲା ନାବାଳିକାଙ୍କ ଜୀବନ

ଭବାନୀପାଟଣା,୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗୁରୁବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ ଆମ୍ବୁଲାନ୍ସ ଦୀର୍ଘ ୩ ଘଣ୍ଟା ଧରି…

ସରକାରୀ କାର୍ଯ୍ୟରେ ଅନ୍ୟ ସମ୍ପ୍ରଦାୟକୁ ଯାଇ ବାସନ୍ଦର ଶିକାର ହେଲେ ଆଶାକର୍ମୀ

ପାରଳାଖେମୁଣ୍ଡି,୯ା୭(ଗିରିଧାରୀ ପରିଚ୍ଛା):ସରକାରୀ ସ୍ବାସ୍ଥ୍ୟସେବା ଓ କଲ୍ୟାଣମୂଳକ ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚାଇବାରେ ଆଶାକର୍ମୀଙ୍କ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ହେଲେ ସେହି ଦାୟିତ୍ୱ ପାଳନ କରିବାକୁ ଯାଇ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri