ଚତୁର୍ଦ୍ଧା ବିଗ୍ରହଙ୍କ ଦର୍ଶନ କରି ସ୍ଥିତି ପରଖିଲେ ୫-ଟି ସଚିବ

ପୁରୀ ଅଫିସ,୨୪।୩ : ପୁରୀ ଗସ୍ତରେ ୫-ଟି ସଚିବ ଭି.କେ ପାଣ୍ଡିଆନ । ଆଜି ସକାଳେ ପୁରୀରେ ପହଞ୍ଚିବା ପରେ ମରଚିକୋଟ ଛକ ଠାରୁ ବ୍ୟାଟେରୀ ଚାଳିତ ଗାଡିରେ ଶ୍ରୀମନ୍ଦିର ଯାଇଥିଲେ । ଶ୍ରୀମନ୍ଦିର ଚତୁଃପାର୍ଶରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା ମଧ୍ୟ କରିବା ସହ ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ଦର୍ଶନ କରିିଥିଲେ । ୫-ଟି ସଚିବଙ୍କ ସହ ପୁରୀ ଜିଲାପାଳ ସମର୍ଥ ବର୍ମା, ଶ୍ରୀମନ୍ଦିର କାର୍ଯ୍ୟାଳୟର ପ୍ରଶାସନିକ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

‘୧୦୦ ବର୍ଷ ପର୍ଯ୍ୟନ୍ତ ରହିବ ବିଜେଡି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୬।୧୨: ଶହେ ବର୍ଷ ପର୍ଯ୍ୟନ୍ତ ରହିବ ବିଜୁ ଜନତା ଦଳ(ବିଜେଡି)। ଶୁକ୍ରବାର ଦଳ ଭିତରେ ବିଭାଜନ ନେଇ ଚାଲିଥିବା କଳ୍ପନାଜଳ୍ପନାକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri